ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା: ଚାଲିଗଲା ୨ ଜୀବନ

କୋରାପୁଟ,୧୬।୨(ସ୍ବ.ପ୍ର.): କୋରାପୁଟ-ଜୟପୁର ୨୬ ନମ୍ବର ଜାତୀୟ ରାଜପଥର କଫି ବୋର୍ଡ ନିକଟରେ ବାଇକ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଦୁର୍ଘଟଣାରେ ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବାବେଳେ କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଜଣଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି ଡାକ୍ତର। ମୃତକର ଘର କୋରାପୁଟ ସଦର ମାଛରା ଗ୍ରାମର ମଦନ ଭୋଇ ଏବେ ଶିବ ଭୋଇ। କୋରାପୁଟ ସହର ମାଛରା ଗ୍ରାମକୁ ଫେରୁଥୁବାବେଳେ କାଠ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ କୋରାପୁଟ ଟାଉନ ଓ ସଦର ଥାନା ପୋଲିସ ବାଇକ ଓ ଟ୍ରକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ସମୁଦ୍ରରେ ବୁଡ଼ିଯିବେ କୋଟି କୋଟି ଲୋକ! ନେପାଳ ବିତ୍ପାତ ପରେ ଭାରତର ୨ଟି ସହରକୁ UNର ଭୟଙ୍କର ଚେତାବନୀ?

ନୂଆଦିଲ୍ଲୀ,୧।୯: ସମୁଦ୍ର ପତନ ବୃଦ୍ଧି ପାଇବା ଯୋଗୁଁ କୋଲକାତା ଏବଂ ମୁମ୍ୱାଇର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ ହୋଇପାରନ୍ତି ବୋଲି ମିଳିତ ଜାତିସଂଘର ରିପୋର୍ଟରେ ଚେତାବନୀ ଦିଆଯାଇଛି।…

ଚିନିକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ସେପ୍ଟେମ୍ୱର ୧୫ରୁ…

ନୂଆଦିଲ୍‌ଲୀ,୧।୯: ଚିନିର କଳାବଜାରୀ ରୋକିବା ପାଇଁ ସରକାର ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏବେ ଚିନି ଡିଲରମାନେ ୨,୦୦୦ କ୍ୱିଣ୍ଟାଲରୁ ଅଧିକ ଚିନି ଷ୍ଟକରେ…

ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଜନ୍ତରମନ୍ତର ଆନ୍ଦୋଳନରେ ଛାତ୍ରଙ୍କ ବିରୋଧରେ ହୋଇଥିବା ସବୁ ଏଫଆଇଆର ରଦ୍ଦ

ନୂଆଦିଲ୍ଲୀ,୧।୯: ସୁପ୍ରିମକୋର୍ଟ ଯନ୍ତରମନ୍ତର ଆନ୍ଦୋଳନ ସମୟରେ ପ୍ରଦର୍ଶନକାରୀ ଛାତ୍ରୀଛାତ୍ରଙ୍କ ବିରୋଧରେ ରୁଜୁ ହୋଇଥିବା ଏଫଆଇଆରକୁ ରଦ୍ଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଶୁଣାଣି ସମୟରେ ପ୍ରଧାନ ବିଚାରପତି (ସିଜେଆଇ)…

ମଇଦାନ କମ୍ପାଇଲେ ବୈଭବ! ସେମିଫାଇନାଲରେ କଲେ ଏମିତି କାରନାମା, ପଡିଗଲା ଚହଳ

ନୂଆଦିଲ୍ଲୀ,୧।୯: ଭାରତୀୟ କ୍ରିକେଟରେ ଏବେ ସବୁଠାରୁ ଅଧିକ ଚର୍ଚ୍ଚାରେ ଅଛନ୍ତି ୧୫ ବର୍ଷୀୟ ଯୁବ କ୍ରିକେଟର୍‌ ବୈଭବ ସୂର୍ଯ୍ୟବଂଶୀ। ପ୍ରତିଯୋଗିତାମୂଳକ କ୍ରିକେଟରେ ପାଦ ଦେବା ପରଠାରୁ ନିଜର…

ମୋଦିଙ୍କ ଫଟୋକୁ ହଟାଇଦେଲା ପାକିସ୍ତାନ: ଲଜ୍ଜାଜନକ କାମ ଦେଖି ସମସ୍ତେ ଆଶ୍ଚର୍ଯ୍ୟ

ଇସଲାମାବାଦ୍‌,୧।୯: ପାକିସ୍ତାନ ପୁଣି ଥରେ ବିଶ୍ୱ ସମ୍ମୁଖରେ ଏକ ଲଜ୍ଜାଜନକ ମନୋଭାବ ପ୍ରଦର୍ଶନ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ SCO ଶିଖର ସମ୍ମିଳନୀ ୨୦୨୬ ଗ୍ରୁପ ଫଟୋରୁ…

ପଶ୍ଚିମବଙ୍ଗରେ ଚାଞ୍ଚଲ୍ୟ! ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା, ସନ୍ଦେହଜନକ ଅବସ୍ଥାରେ…

କୋଲକାତା,୧।୯: ପଶ୍ଚିମବଙ୍ଗର ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଝିଆରୀଙ୍କ ଆତ୍ମହତ୍ୟା। ତାଙ୍କର ମୃତଦେହ ମଙ୍ଗଳବାର ବୀରଭୂମ ଜିଲାର ରାମପୁରହାଟରେ ରହସ୍ୟଜନକ ପରିସ୍ଥିତିରେ ଉଦ୍ଧାର ହୋଇଥିବା ପୋଲିସ କହିଛି।…

ବକ୍ରୀରୁ ମାର୍ଗୀ ହେବେ ଶନି: ଏହି ୪ ରାଶିଙ୍କୁ ଛପରଫାଡ଼ି ଧନ ଦେବେ ଶନି! ଚାକିରିରେ ପ୍ରମୋଶନ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଦେବ ବର୍ତ୍ତମାନ ବକ୍ରୀ ଅବସ୍ଥାରେ ଗତି କରୁଛନ୍ତି। ୨୭ ଜୁଲାଇ ୨୦୨୬ରୁ ଶନି ବକ୍ରୀ ଚଳନରେ ଥିବା ବେଳେ ୧୧ ଡିସେମ୍ବରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri