ଟ୍ରକ୍‌ ତଳେ ଚାପିହୋଇ ବାଇକ୍‌ ଚାଳକ ଗୁରୁତର

କେନ୍ଦୁଝର,୨।୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ପଳାଶପଙ୍ଗା ଛକରେ ସଡକ ଦୁର୍ଘଟଣା ଘଟିଛି। ଏକ ଲୁହାପଥର ବୋଝେଇ ଟ୍ରକ୍‌ ତଳେ ଚାପି ହୋଇ ଜଣେ ବାଇକ୍‌ ଚାଳକ ଗୁରୁତର ଆହତ ହୋଇଛନ୍ତି। ସେ ଖପରାଖାଇ ଗ୍ରାମର ସଞ୍ଜୟ ବାରିକ ବୋଲି ଜଣାପଡ଼ିଛି। ସୂଚନାଯୋଗ୍ୟ, ରାସ୍ତା କଡ଼ରେ ଠିଆ ହୋଇ ମୋବାଇଲରେ କଥା ହେଉଥିବା ବେଳେ ବାମେବାରି ଆଡୁ ଏକ ଟ୍ରକ୍‌ ଦ୍ରୁତ ଗତିରେ ଆସି ଧକ୍କା ଦେଇଥିଲା। ଫଳରେ ବାଇକ୍‌ଟି ଟ୍ରକ୍‌ ତଳେ ଚାପି ହୋଇଯାଇଥିବା ବେଳେ ଚାଳକଙ୍କ ଦୁଇ ଗୋଡ ଟ୍ରକ୍‌ ତଳେ ଚାପି ହୋଇଯାଇଛି ବୋଲି ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ପାଇଁ ଷ୍ଟାର ପ୍ରଚାରକ

କେନ୍ଦୁଝର,୧୬ା୩(ସ୍ବ.ପ୍ର.): ଭାଜପା ଅଧ୍ୟକ୍ଷା ପ୍ରାର୍ଥିନୀ ନିକୁ ସାହୁଙ୍କ ପ୍ରଚାର ପାଇଁ ଷ୍ଟାର ପ୍ରଚାର ଭାବେ ଓଡ଼ିଆ ସିନେ ତାରକା ଓହ୍ଲାଇଛନ୍ତି। ସିନେଷ୍ଟାର ପୁପିନ୍ଦର ସିଂ, ଲିପ୍‌ସା...

ସାଇ ମନ୍ଦିରରୁ ରୁପା ଅଳଙ୍କାର ଚୋରି

ପାରଳାଖେମୁଣ୍ଡି,୨।୮(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରର ରେଖେଣ ସାହିସ୍ଥିତ ଶିରିଡ଼ି ସାଇ ମନ୍ଦିରରୁ ସୋମବାର ବିଳମ୍ବିତ ରାତିିରେ ଚୋରି ହୋଇଥିବା ଜଣାପଡିଛି। କେତେକ...

ଖରିଫ ଧାନ ସଂଗ୍ରହ ପାଇଁ ପ୍ରଚାର ରଥ

ଚମ୍ପୁଆ, ୨୯ା୧୧(ଡି.ଏନ.ଏ)- କେନ୍ଦୁଝର ଜିଲା ଚମ୍ପୁଆ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଖରିଫ ଧାନ ସଂଗ୍ରହ ପାଇଁ ଏକ ସଚେତନତା ରଥ ବୁଲିବା ଆରମ୍ଭ କରିଛି।...

ଆର୍‌ପିଡିଏସିକୁ ଡର

ଯାଜପୁର ଅଫିସ,୫।୬:ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଏବଂ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି) ବୈଠକ...

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର, ୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣବଳାତ୍କାର କରିବା ଘଟଣାରେ ଅତିରିକ୍ତ ଜିଲା ଜଜ୍‌ ଓ ସ୍ବତନ୍ତ୍ର ଜଜ୍‌ ଲୋକନାଥ...

ପ୍ରତିଷ୍ଠା ଦିବସରେ ଭାଜପା ଛାଡ଼ିଲେ ବରିଷ୍ଠ ନେତା ଦେବାନନ୍ଦ

ହିଞ୍ଜିଳିକାଟୁ,୬ା୪(ଡି.ଏନ୍‌.ଏ.): ଭାଜପା ପ୍ରତିଷ୍ଠା ଦିବସରେ ଗଞ୍ଜାମ ଭାଜପାକୁ ଲାଗିଛି ଶକ୍ତ ଧକ୍କା। ଇସ୍ତଫା ଦେଲେ ହିଞ୍ଜିଳିର ଜଣାଶୁଣା ବରିଷ୍ଠ ଭାଜପା ନେତା ଦେବାନନ୍ଦ ମହାପାତ୍ର। ହିଞ୍ଜିଳିକାଟୁଠାରେ...

ପେଭର ବ୍ଲକ ବଢ଼ାଉଛି ଉତ୍ତାପ

କେନ୍ଦୁଝର, ୨୫।୪ (ସ୍ବ.ପ୍ର.): ଥଣ୍ଡା ପରିବେଶ ପାଇଁ ପ୍ରସିଦ୍ଧି ଲାଭ କରିଥିବା କେନ୍ଦୁଝର ଜିଲାରେ ଗତ କିଛି ବର୍ଷ ହେଲା ବ୍ୟାପକ ଜଙ୍ଗଲ କ୍ଷୟ ଓ ବହୁ...

ପ୍ରସୂତିଙ୍କୁ ଭେଟିଲା ଭାଜପା ମହିଳା ମୋର୍ଚ୍ଚା

ଭଦ୍ରକ ଅଫିସ,୧୬ା୧୦- ଭଦ୍ରକ ଜିଲା ମୁଖ୍ୟ ଚିକିତ୍ସାଳୟ ବାରଣ୍ଡାରେ ସୋମବାର ଜଣେ ପ୍ରସୂତି ପିଲା ଜନ୍ମ କରିବା ଘଟଣାପରେ ମଙ୍ଗଳବାର ଭାଜପା ମହିଳା ମୋର୍ଚ୍ଚାର ଏକ...

Advertisement
Archives

Model This Week