ଟ୍ରକ ଧକ୍କାରେ ବାଇକ ଆରୋହୀଙ୍କ ଚାଲିଗଲା ଜୀବନ

ପାଟଣା,୨୫।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅନ୍ତର୍ଗତ ୪୯ନମ୍ବର ମୁମ୍ବାଇ କଲିକତା ଜାତୀୟ ରାଜପଥର ହାତୀବାରୀ ନିକଟରେ ଏକ ଟ୍ରକ ବାଇକ ଆରୋହୀଙ୍କୁ ଧକ୍କା ଦେବା ଫଳରେ ବାଇକ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି । ମୃତକ ଜଣକ ବାରିଆ ଥାନା ସରାସିଙ୍ଗା ଗ୍ରାମର ଲମ୍ବଦର ମହାପାତ୍ରଙ୍କ ଏକ ମାତ୍ର ପୁଅ ବାପୁନ (୨୫) ବୋଲି ଜଣାପଡ଼ିଛି। ପରିଚୟ ମିଳି ନ ଥିବାବେଳେ ଦୁର୍ଘଟଣା ଘଟାଇ ଫେରାର ହେଉଥିବା ଟ୍ରକକୁ କିଛି ଦୁରରେ ଲୋକେ ଅଟକାଇ ତୁରୁମୁଙ୍ଗା ପୋଲିସର ଜିମା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Gyanesh Kumar Net Worth: ମୁଖ୍ୟ ନିର୍ବାଚନ କମିଶନରଙ୍କ ମାସକୁ ଦରମା କେତେ? ଜାଣନ୍ତୁ ବଙ୍ଗଳା, ଗାଡ଼ିଠାରୁ ପେନସନ ଯାଏ ମିଳୁଥିବା ସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦେଶରେ ଯେତେବେଳେ ବି ନିର୍ୱାଚନ ମାହୋଲ ସୃଷ୍ଟି ହୁଏ କିମ୍ୱା ଭୋଟର ତାଲିକାକୁ ନେଇ ବିବାଦ ଉପୁଜେ, ସେତେବେଳେ ଭାରତୀୟ ନିର୍ୱାଚନ ଆୟୋଗ (ECI) ଏବଂ…

ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମ ପରିଦର୍ଶନ କରିବା ପାଇଁ ବିରାଟ କୋହଲି ୫ କୋଟି ଟଙ୍କା ପାଇଥିଲେ? ଜାଣନ୍ତୁ ଏହା ପଛର ସତ୍ୟତା

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ତାରକା ବିରାଟ କୋହଲି ଏବଂ ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କୁ ବୃନ୍ଦାବନରେ ପ୍ରେମାନନ୍ଦ ମହାରାଜଙ୍କୁ ଭେଟିବା ଓ ତାଙ୍କ ସହ ଆଲୋଚନା କରିବାର…

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?