ଦ୍ରୁତ ଗତିରେ ଗାଡ଼ି ଚଳାଇବା ହେଲା କାଳ

ବଲାଙ୍ଗୀର,୮।୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ବ୍ଲକ ଡୁଡୁକାଶିରା ରୋଡ଼ ଏକ ବୁଲାଣିଆ ରାସ୍ତାରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଯୁବକ ଜଣକ ଦ୍ରୁତ ଗତିରେ ବାଇକ୍‌ ଚଳାଇ ଆସୁଥିବା ବେଳେ ନିୟନ୍ତ୍ରଣ ହରାଇ ରାସ୍ତା କଡରେ ଥିବା ଏକ ଗଛରେ ପିଟି ହୋଇଯାଇଥିଲେ। ଫଳରେ ସେ ଗୁରୁତର ଆହତ ହୋଇଥିଲେ। ଯୁବକ ଜଣକ ଗେଡ଼ାବାଞ୍ଜି ଗ୍ରାମର ସଞ୍ଜୀବ ଧରୁଆ ବୋଲି ଜଣାପଡିଛି l

ଦୁର୍ଘଟଣା ପରେ ସଞ୍ଜୀବ ଗୁରୁତର ଅବସ୍ଥାରେ ରାସ୍ତାରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଏକ ଅଟୋ ଯୋଗେ ହସ୍ପିଟାଲକୁ ଆଣି ଭର୍ତ୍ତି କରିଥିଲେ। ଖବରପାଇ ବଲାଙ୍ଗୀର ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ବିରାଟ ଛକା ଦେଖି ଷ୍ଟାଡିୟମରେ ଏମିତି ନାଚି ଉଠିଲେ ଅନୁଷ୍କା ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୫।୪: ଗତ ଶୁକ୍ରବାର, IPL 2026 ର ୩୪ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଗୁଜରାଟ ଟାଇଟାନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ନିଜ…

ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଙ୍ଗ୍‌: ଏସିଆର ୧୬୯, ଦେଶରେ ୬ଷ୍ଠ ସ୍ଥାନରେ କିଟ୍‌

ଭୁବନେଶ୍ୱର,୨୫ା୪(ଅନୁରାଧା ମହାରଣା):ଚଳିତବର୍ଷ ଦି ଟାଇମ୍ସ ହାୟର ଏଜୁକେଶନ ଏସିଆ ୟୁନିଭର୍ସିଟି ର଼୍ୟାଙ୍କିଂ ଫଳାଫଳ ଗୁରୁବାର ପ୍ରକାଶ ପାଇଛି। ଏହି ବିଶ୍ୱସ୍ତରୀୟ ର଼୍ୟାଙ୍କିଂରେ ପୂର୍ବ ବର୍ଷଗୁଡ଼ିକ ଅପେକ୍ଷା ଏବର୍ଷ…

ଋଣ ଭାର ସହି ନପାରି ବେକରେ ରଶି ଲଗାଇ ଝୁଲିପଡିଲେ ବୃଦ୍ଧ ଦମ୍ପତି

ଗାଙ୍ଗପୁର,୨୫।୪( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଧରାକୋଟ ବ୍ଲକ ଗାଙ୍ଗପୁର ଥାନା ଅନ୍ତର୍ଗତ ଝାଡବନ୍ଧ ପଞ୍ଚାୟତ କଳାସୂତା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ଘରେ କେହି ନଥିବାବେଳେ ବେକରେ…

ଅତର୍କିତ ଆକ୍ରମଣ: ବାପ ପୁଅ ସମେତ ୪ ଆହତ

ଆସିକା,୨୫।୪(ସୁରେନ୍ଦ୍ର ନାଥ ସାହୁ) : ଗଞ୍ଜାମ ଜିଲା କୋଟିନଡା ଥାନା ଅନ୍ତର୍ଗତ ଜୟପୁର ଗ୍ରାମରେ ଶୁକ୍ରବାର ରାତିରେ ଏକ ଅତର୍କିତ ଆକ୍ରମଣରେ ଗୋଟିଏ ପରିବାରର ବାପା ଓ…

ଇସ୍ତଫା ଦେବାକୁ ନିଜେ କହିଥିଲେ କେଜରିଓ଼୍ବାଲ, ରାଘବ ଚଢାଙ୍କୁ ନେଇ ବଡ଼ ଖୁଲାସା

ନୂଆଦିଲ୍ଲୀ,୨୫।୪: ଆମ ଆଦମୀ ପାର୍ଟି (AAP) ର ଦଶ ଜଣ ଏମପିଙ୍କ ମଧ୍ୟରୁ ସାତ ଜଣ ଦଳ ଛାଡିଛନ୍ତି। ଏହି ଏମପିମାନଙ୍କ ମଧ୍ୟରୁ ଛଅ ଜଣ ପଞ୍ଜାବର…

ଭାରତ ଆଗରେ ଆଉ ଏକ ସଙ୍କଟ: ସାବୁନ ଠାରୁ ଆରମ୍ଭ କରି ଚିପ୍ସ, ବିସ୍କୁଟ ପର୍ଯ୍ୟନ୍ତ ସବୁକିଛି ହୋଇଯିବ ମହଙ୍ଗା! ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୫।୪: ଇରାନରେ ଯୁଦ୍ଧ ଆରମ୍ଭ ହେବା ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ଭାରତ ପୂର୍ବରୁ ଅଶୋଧିତ ତୈଳ ଯୋଗାଣର ଅଭାବର ସମ୍ମୁଖୀନ ହେଉଛି। ବର୍ତ୍ତମାନ, ପାମ…

ଅକ୍ଷୟ କୁମାରଙ୍କ ଝିଅକୁ ନଗ୍ନ ଫଟୋ ମାଗିବା ପଡିଲା ମହଙ୍ଗା, ଅଭିଯୁକ୍ତଙ୍କୁ ଗିରଫ କଲା ଏବେ ସାଇବର ପୋଲିସ

ମୁମ୍ବାଇ,୨୫।୪: ଅକ୍ଷୟ କୁମାର ତାଙ୍କ ବୃତ୍ତିଗତ ଏବଂ ବ୍ୟକ୍ତିଗତ ଜୀବନ ମଧ୍ୟରେ ସନ୍ତୁଳନ ବଜାୟ ରଖନ୍ତି। ସେ ଦୁଇଟି ସନ୍ତାନର ପିତା। ତାଙ୍କର ପୁଅଙ୍କ ନାଁ ଆରବ…

ଯୁଦ୍ଧ ମଧ୍ୟରେ ଚାଇନା ଉପରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲା ଆମେରିକା, ବିଶ୍ୱରେ ହଇଚଇ

ଓ୍ବାଶିଂଟନ୍‌,୨୫।୪: ଇରାନ ସହିତ ଯୁଦ୍ଧ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଚାଇନା ବିରୁଦ୍ଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆମେରିକା ଚାଇନାର ଏକ ରିଫାଇନାରୀ ଏବଂ ଇରାନର ତୈଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri