ଅନ୍ତରୀଣ ବଜେଟ: ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି

ଭୁବନେଶ୍ବର,୮।୨ : ୨୦୨୪-୨୫ ଆର୍ଥିକ ବର୍ଷର ଅନ୍ତରୀଣ ବଜେଟ ବିଧାନସଭାରେ ଆଗତ ହୋଇଛି । ଗୁରୁବାର ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ୧ ଲକ୍ଷ ୧୮ ହଜାର କୋଟିର କାମଚଳା ବଜେଟ ଉପସ୍ଥାପନ କରିଛନ୍ତି । ଏଥିରେ ୫୩ ଲକ୍ଷ ସାମାଜିକ ସୁରକ୍ଷା ହିତାଧିକାରୀଙ୍କୁ ଭତ୍ତା ପାଇଁ ୩୯୮୦ କୋଟି ବ୍ୟୟବରାଦ ହୋଇଥିବା ବେଳେ ମିଶନ ଶକ୍ତି ସ୍କୁଟର ଯୋଜନା ପାଇଁ ୫୨୯ କୋଟି ବ୍ୟୟବରାଦ ହୋଇଛି। ସେହିପରି ୨୦୨୪-୨୫ ଆର୍ଥିକ ବର୍ଷରେ ମେଟ୍ରୋ ପାଇଁ ୧ ହଜାର କୋଟି ବ୍ୟୟବରାଦ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ା: ଦେଖିବା ପାଇଁ ଲୋକଙ୍କ ପ୍ରବଳ ଭିଡ଼

ପାଟଣା,୧।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ କିଆପଡା ନିକଟସ୍ଥ ବୈତରଣୀ ନଦୀର ବନ୍ୟା ଜଳରେ ହାତୀପଲଙ୍କ ଜଳକ୍ରୀଡ଼ାର ଏକ ମନୋରମ ଓ ରୋମାଞ୍ଚକର…

ଟେଷ୍ଟ କ୍ରିକେଟକୁ ଫେରିବେ ବେନ ଷ୍ଟୋକ୍ସ; ପରବର୍ତ୍ତୀ ଆଶେସ ସିରିଜରେ ଖେଳିବେ!

ନୂଆଦିଲ୍ଲୀ,୧।୮: ଇଂଲଣ୍ଡର ପୂର୍ବତନ ଅଧିନାୟକ ବେନ ଷ୍ଟୋକ୍ସ ସମ୍ପ୍ରତି ଅନ୍ତର୍ଜାତୀୟ କ୍ରିକେଟକୁ ବିଦାୟ ଦେଇଛନ୍ତି, କିନ୍ତୁ ସମ୍ଭାବ୍ୟ ପୁନରାଗମନ ବିଷୟରେ ଆଲୋଚନା ଆରମ୍ଭ ହୋଇସାରିଛି। ଇଂଲଣ୍ଡ କ୍ରିକେଟ…

ମୋଦିଙ୍କ ଭିଡ଼ିଓକୁ ନେଇ କଡ଼ା ଟାର୍ଗେଟ କଲେ ରୋହଣୀ

ନୂଆଦିଲ୍ଲୀ,୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଭିଡିଓ ଜାରି କରି କହିଛନ୍ତି ଯେ ସେ ତାଙ୍କ ପ୍ରତି ଅପଶବ୍ଦ ବ୍ୟବହାର କରିଥିବା ପିଲାମାନଙ୍କୁ କ୍ଷମା କରିଦେଇଛନ୍ତି। ସାମ୍ପ୍ରତିକ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri