ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯାଇଛି। ସର୍ବପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଛନ୍ତି। ସେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିକ୍ରମ କେଶରୀଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସୋମବାର ଲୋକସେବା ଭବନରେ ଶପଥ ଗ୍ରହଣ ସମାରୋହ ଆୟୋଜନ କରାଯାଇଛି। ସର୍ବପ୍ରଥମେ ବିକ୍ରମ କେଶରୀ ଆରୁଖ ଶପଥ ନେଇଛନ୍ତି। ସେ କ୍ୟାବିନେଟ୍ ମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ବିକ୍ରମ କେଶରୀଙ୍କୁ ପଦ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...
ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...
ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...
ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...
