Posted inରାଜ୍ୟ

ପୀତବାସ ପଣ୍ଡା ହତ୍ୟା ମାମଲାରେ ମୁହଁ ଖୋଲିଲେ ବିକ୍ରମ ପଣ୍ଡା, ମୁଁ ନିର୍ଦ୍ଦୋଷ….

ବ୍ରହ୍ମପୁର,୮।୨: ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲରେ ଥିବା ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଆଜି ମୁହଁ ଖୋଲିଛନ୍ତି । ମୁଁ ଦୋଷୀ ନୁହେଁ ମୋତେ ଫସାଇ ଦିଆଯାଇଛି ବୋଲି ସଫେଇ ଦେଇଛନ୍ତି । ସ୍ବାସ୍ଥ୍ୟ ପରୀକ୍ଷା ପାଇଁ ଆଜି ଏମକେସିଜି ମେଡିକାଲ ଯାଉଥିବା ବେଳେ ଏଭଳି ବୟାନ ଦେଇଛନ୍ତି ପୂର୍ବତନ ବିଧାୟକ ।

ତାଙ୍କ କହିବା ଅନୁସାରେ, “ମୁଁ ନିର୍ଦ୍ଦୋଷ, ଅଯଥାରେ ଉଦ୍ଦେଶ୍ୟମୂଳକ ଭାବେ ଫସା ଯାଇଛି । ମୋତେ ଓ ବିଜେଡିକୁ ବଦନାମ କରିବାକୁ ଉଦ୍ୟମ କରାଯାଉଛି । ରାଜନୈତିକ ଉଦ୍ଦେଶ୍ୟ ରଖି ଏସବୁ କରାଯାଉଛି । ମୋତେ ୪ ମାସ ହେଲା ଜେଲରେ ରଖାଯାଇଛି । ତଥାପି ଅସୁବିଧା କରାଯାଉଛି । ହେଲେ ନ୍ୟାୟପାଳିକା ଉପରେ ମୋର ପୁରା ଭରସା ରହିଛି, ନ୍ୟାୟ ପାଇବି ।”

ପ୍ରକାଶଥାଉକି, ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଜେଲ୍‌ରେ ଅଛନ୍ତି ବିକ୍ରମ ପଣ୍ଡା । ଆଜି ତାଙ୍କୁ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ MKCG ମେଡିକାଲ୍‌ ନିଆଯାଇଥିଲା । କଡ଼ା ସୁରକ୍ଷା ବଳୟରେ ଜେଲ୍‌ରୁ ମେଡିକାଲ୍‌ ନିଆଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ପେଶାରେ ଡାକ୍ତର, ପରିଚୟ ‘ବଲୁଚିସ୍ତାନର ସିଂହୀ’; ଜାଣନ୍ତୁ କିଏ ଏହି ମହିଳା, ଯାହାଙ୍କୁ  ଭୟ କରେ ପାକିସ୍ତାନୀ ସେନା! 

ଇସଲାମାବାଦ,୨୪।୬: ପାକିସ୍ତାନର ବଲୁଚିସ୍ତାନ ପ୍ରଦେଶର ରାଜଧାନୀରେ ଥିବା ଆଣ୍ଟି-ଟେରରିଜିମ କୋର୍ଟ ବଲୁଚ୍‌ ଆକ୍ଟିଭିଷ୍ଟ ମହରଙ୍ଗ ବଲୋଚ୍‌ଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ମହରଙ୍ଗ ’ବଲୁଚିସ୍ତାନର ସିଂହୀ’ ଭାବେ ବେଶ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦଶମ ପରୀକ୍ଷାଫଳ, ସାନଖେମୁଣ୍ଡି ବ୍ଲକ ଟପ୍ପରଙ୍କୁ ସମ୍ବର୍ଦ୍ଧନା

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ପଞ୍ଚାୟତ ଖୋଲଡ଼ି ଗ୍ରାମ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ଛାତ୍ରୀ ଇସିତା ସାହୁଙ୍କୁ ସମ୍ବର୍ଦ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri