ପାକିସ୍ତାନ ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ବିଲାଓ୍ବଲ ଭୁଟ୍ଟୋ ମନୋନୀତ

ଇସଲାମାବାଦ,୪ା୧: ଫେବୃଆରୀ ୮ରେ ପାକିସ୍ତାନରେ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଯେଉଁଥିପାଇଁ ସମସ୍ତ ଦଳ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏହି ସମୟରେ ପାକିସ୍ତାନ ପିପୁଲ୍ସ ପାର୍ଟି (ପିପିପି) ଏହାର ରାଷ୍ଟ୍ରପତି ତଥା ପୂର୍ବତନ ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜର୍‌ଦାରୀଙ୍କୁ ଏହାର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ ଭାବେ ମନୋନୀତ କରିଛି।

ଆଗାମୀ ନିର୍ବାଚନକୁ ଦୃଷ୍ଟିରେ ରଖି ପିପିପି ଏହାର କେନ୍ଦ୍ରୀୟ କାର୍ଯ୍ୟନିର୍ବାହୀ କମିଟି (ସିଇସି)ର ଏକ ବୈଠକ କରିଥିଲା। ଯେଉଁଥିରେ ସାଧାରଣ ନିର୍ବାଚନ ପାଇଁ ଦଳର ଅଭିଯାନ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଏହି ବୈଠକରେ ଦଳ ନିର୍ବାଚନୀ ଇସ୍ତାହାର ଉପରେ ମଧ୍ୟ ଆଲୋଚନା କରିଥିଲେ। ଯେଉଁଥିରେ ଯୁବ ଓ ମହିଳା ସଶକ୍ତିକରଣ, ରୋଜଗାର, ସ୍ବାସ୍ଥ୍ୟ ଏବଂ ଶିକ୍ଷାକୁ ପ୍ରାଧାନ୍ୟ ଦିଆଯିବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

ପୂର୍ବତନ ରାଷ୍ଟ୍ରପତିଙ୍କୁ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଲେ କୋର୍ଟ: ଆସିଥିଲା ସାଂଘାତିକ ଅଭିଯୋଗ

ଡାମସକସ୍‌,୧୧।୮: ସିରିଆର ଏକ କୋର୍ଟ ମଙ୍ଗଳବାର ଦେଶର ପୂର୍ବତନ ରାଷ୍ଟ୍ରପତି ବଶର ଅଲ-ଆସାଦ ଏବଂ ତାଙ୍କ ସାନ ଭାଇ ମାହେର ଅଲ-ଆସାଦଙ୍କୁ ଫାଶୀ ଦଣ୍ଡରେ ଦଣ୍ଡିତ କରିଛନ୍ତି।…

ବିବାହ ପ୍ରତିଶ୍ରୁତି ଦେଇ ରଖୁଥିଲେ ଶାରୀରିକ ସମ୍ପର୍କ: ଏହି କ୍ରିକେଟର୍‌ଙ୍କୁ ବାନ୍ଧିଲା ପୋଲିସ

ନୂଆଦିଲ୍ଲୀ,୧୧।୮: ଇଣ୍ଡିଆନ ପ୍ରିମିୟର ଲିଗ (IPL)ରେ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ଖେଳୁଥିବା ବଙ୍ଗଳା କ୍ରିକେଟର ଅଭିଷେକ ପୋରେଲଙ୍କୁ ଜଣେ ଡାକ୍ତରୀ ଛାତ୍ରୀଙ୍କ ଦ୍ୱାରା ଦାୟର କରାଯାଇଥିବା ଆପରାଧିକ…

ପିକଅପ୍‌-କାର ମୁହାଁମୁହିଁ ଧକ୍କା: ଚାଲିଗଲା ଅମିତାଙ୍କ ଜୀବନ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମୁଜାଗଡ଼ ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ମହିଳା…

ଜାପାନରୁ ଆସୁ ନେତାଜୀଙ୍କ ଅସ୍ଥି: ସୁପ୍ରିମକୋର୍ଟର ଦ୍ବାରସ୍ଥ ହେଲେ ସୁଭାଷ ଚନ୍ଦ୍ର ବୋଷଙ୍କ ଝିଅ, କେନ୍ଦ୍ରକୁ ନୋଟିସ୍!

ନୂଆଦିଲ୍ଲୀ,୧୧।୮: ସ୍ୱାଧୀନତା ସଂଗ୍ରାମୀ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଅସ୍ଥିକୁ ଜାପାନର ଟୋକିଓ ସ୍ଥିତ ରେଙ୍କୋଜି ମନ୍ଦିରରୁ ଭାରତ ଆଣିବା ଦାବିକୁ ନେଇ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି…

ବିନାଶ କାଳେ ବିପରୀତ ବୁଦ୍ଧି.. କାହିଁକି ଏମିତି କହିଲେ ସୁନୀତା

ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କୁ ନିକଟରେ ମୁମ୍ବାଇ ବିମାନବନ୍ଦରରେ ଅଭିନେତ୍ରୀ କୋମଲ ରାଣୀ ସ୍ବର୍ଣ୍ଣକରଙ୍କ ସହ ଦେଖାଯାଇଥିଲା। ଆଗାମୀ ଚଳଚ୍ଚିତ୍ର ‘ରୂପା’ରେ ଗୋବିନ୍ଦାଙ୍କ ସହ-ଅଭିନେତ୍ରୀ ଭାବେ କୋମଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri