Posted inଜାତୀୟ

ବିଲକିସ ବାନୋ ମାମଲା: ସୁପ୍ରିମକୋର୍ଟରେ ପହଞ୍ଚିଲେ ୩ ଅଭିଯୁକ୍ତ, ଆତ୍ମସମର୍ପଣର ଅବଧି ବଢାଇବାକୁ କଲେ ଅପିଲ

ନୂଆଦିଲ୍ଲୀ,୧୮।୧: ବିଲକିସ ବାନୋ ମାମଲାରେ ତିନିଜଣ ଦୋଷୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆତ୍ମସମର୍ପଣର ଅବଧି ବଢାଇବାକୁ ଅଭିଯୁକ୍ତ କୋର୍ଟରେ ଆବେଦନ କରିଛନ୍ତି। ଅଭିଯୁକ୍ତମାନେ ବ୍ୟକ୍ତିଗତ କାରଣ ଦର୍ଶାଇ କିଛି ସମୟ ଛୁଟି ମାଗିଛନ୍ତି।

ଗୁଜୁରାଟର ଚର୍ଚ୍ଚିତ ବିଲକିସ ବାନୋ ମାମଲାରେ ସୁପ୍ରିମକୋର୍ଟ ୮ ଜାନୁଆରୀ ୨୦୨୪ରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଥିଲେ। ଜଷ୍ଟିସ ବି.ଭି ନାଗରତ୍ନାଙ୍କ ବେଞ୍ଚ ବିଲକିସ ବାନୋ ମାମଲାରେ ୧୧ ଦୋଷୀଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ପାଇଁ ଗୁଜରାଟ ସରକାରଙ୍କ ନିଷ୍ପତ୍ତିକୁ ରଦ୍ଦ କରିଦେଇଥିଲେ। କେବଳ ଏତିକି ନୁହେଁ, ଏସସି ଏହାର ନିଷ୍ପତ୍ତିରେ ଦୋଷୀମାନଙ୍କୁ ଦୁଇ ସପ୍ତାହ ମଧ୍ୟରେ ଆତ୍ମସମର୍ପଣ କରିବାକୁ କହିଥିଲେ।

୧୧ ଜଣ ଦୋଷୀଙ୍କ ମଧ୍ୟରୁ ତିନିଜଣ ଆତ୍ମସମର୍ପଣ ଅବଧି ବୃଦ୍ଧି କରିବାକୁ ଦାବି କରି ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଗୋବିନ୍ଦ ନାଏ ୪ ସପ୍ତାହ ବୃଦ୍ଧି କରିବାକୁ ଚାହୁଁଥିବାବେଳେ ମିତେଶ ଭଟ୍ଟ ଏବଂ ରମେଶ ଚାନ୍ଦନା ୬ ସପ୍ତାହ ବୃଦ୍ଧି କରିବାକୁ ଚାହୁଁଛନ୍ତି। ଏହି ଅପରାଧୀମାନେ ବ୍ୟକ୍ତିଗତ କାରଣ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଟିକେଟ୍ ରିଫଣ୍ଡ ନିୟମରେ ବଡ଼ ପରିବର୍ତ୍ତନ, 8 ଘଣ୍ଟାରୁ କମ୍ ସମୟ ପୂର୍ବରୁ ବାତିଲ୍ କଲେ…..

ନୂଆଦିଲ୍ଲୀ,୨୪।୩: ଟିକେଟ କଳାବଜାର ରୋକିବା ପାଇଁ, ରେଳବାଇ ଏହାର ରିଫଣ୍ଡ ନିୟମରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଆଣିଛି। ଏବେ, ଯାତ୍ରୀମାନେ ଟିକେଟ୍ ବାତିଲ କରିବା ପରେ ଆଉ ସମ୍ପୂର୍ଣ୍ଣ…

ଯୁଦ୍ଧରେ ବଢି ଚାଲିଥିବା କ୍ଷତିକୁ ନେଇ ଚିନ୍ତାରେ ପଡ଼ିଗଲେଣି ଟ୍ରମ୍ପ, ଅନ୍ୟ ଉପରେ ଦୋଷ ଲଦି ଏହି ଦେଶକୁ ମନାଇବାକୁ କରୁଛନ୍ତି ପ୍ରୟାସ

ଓ୍ବାଶିଂଟନ,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅସ୍ବୀକାର ଅବସ୍ଥାରେ ବା ଡିନାୟଲ ମୋଡ୍‌ରେ ପ୍ରବେଶ କରିଛନ୍ତି। ସେ ନିଜ ଭୁଲର ଦୋଷ ଅନ୍ୟମାନଙ୍କ ଉପରେ ଲଦିବା…

ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ନିଷ୍ପତ୍ତି: ହିନ୍ଦୁ, ବୌଦ୍ଧ, ଶିଖ ଧର୍ମାବଲମ୍ବୀ…

ନୂଆଦିଲ୍ଲୀ,୨୪।୩: ଧର୍ମ ପରିବର୍ତ୍ତନ ଉପରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଶୁଣାଇଛନ୍ତି। ମଙ୍ଗଳବାର ସୁପ୍ରିମକୋର୍ଟ କହିଛନ୍ତି, ହିନ୍ଦୁ, ଶିଖ କିମ୍ବା ବୌଦ୍ଧ ଧର୍ମ ବ୍ୟତୀତ ଅନ୍ୟ କୌଣସି…

ବଡ଼ ଖବର! RCBକୁ ଆଉ ଏକ ଝଟକା, IPL ୨୦୨୬ରୁ ବାଦ୍ ପଡିଲେ ଏହି ଖେଳାଳି

ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍)ର ୧୯ତମ ସିଜିନ୍ ୨୮ ମାର୍ଚ୍ଚରେ ଆରମ୍ଭ ହେବାକୁ ଯାଉଛି । ଟୁର୍ଣ୍ଣାମେଣ୍ଟ ଆରମ୍ଭ ହେବା ପୂର୍ବରୁ, ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଟିମକୁ…

IPL 2026କୁ ନେଇ କଡ଼ା ନିୟମ: ଖେଳାଳି ତଥା ତାଙ୍କ ପରିବାର ପାଇଁ ନୂଆ ନିୟମ ଆଣିଲା BCCI, ଜାଣନ୍ତୁ…

ନୂଆଦିଲ୍ଲୀ,୨୪।୩: IPL 2026 ଆରମ୍ଭ ହେବା ପୂର୍ବରୁ, BCCI ସମସ୍ତ ୧୦ଟି ଫ୍ରାଞ୍ଚାଇଜ ପାଇଁ ଏକ ନୂଆ ଏବଂ କଠୋର ନିୟମ ଜାରି କରିଛି। ଏହି ନିୟମଗୁଡ଼ିକର…

୧୪.୨ କିଲୋଗ୍ରାମ ବଦଳରେ ମିଳିବ ୧୦ କିଲୋଗ୍ରାମ ଗ୍ୟାସ! ସରକାର ଦେଲେ ବଡ଼ ଅପଡେଟ୍‌

  ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ସିଧାସଳଖ ପ୍ରଭାବ ଏବେ ଭାରତର ଶକ୍ତି ସୁରକ୍ଷା ଉପରେ ପଡୁଛି। ଅଶୋଧିତ ତୈଳ ଏବଂ ଏଲପିଜିର ନିରବଚ୍ଛିନ୍ନ ଯୋଗାଣ ବାଧାପ୍ରାପ୍ତ…

ରାତିରେ ଘରକୁ ଫେରିଲେନି ସ୍ବାମୀ, ସକାଳୁ ରକ୍ତାକ୍ତ ମୃତଦେହ….

ଜଗନ୍ନାଥ ପ୍ରସାଦ,୨୪।୩(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ବ୍ଲକ ଚଢିଆ ପଲ୍ଲୀ ପଞ୍ଚାୟତ ଗୁପ୍ତ ପଲ୍ଲୀରେ ଜଣେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଥିବା…

ତଣ୍ଟି କାଟି ଯୁବକଙ୍କୁ ନିର୍ମମ ହତ୍ୟା, ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ରାସ୍ତା ଉପରେ ଯୁବକ…

ବାଲେଶ୍ଵର, ୨୪/୩( ବାଞ୍ଛାନିଧି ଦେ): ବାଲେଶ୍ଵର ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ରେଲୱେ ଷ୍ଟେସନ ନିକଟ ସାଇ ମନ୍ଦିର ଗଳି ନିକଟରେ ଜଣେ ଯୁବକକୁ ତଣ୍ଟି କାଟି ନିର୍ମମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri