Posted inଜାତୀୟ

ବିଲ୍‌କିସ୍‌ ମାମଲା: ସତ୍ୟପାଠ ଉପରେ ଜବାବ ଦାଖଲ ନିର୍ଦ୍ଦେଶ

ନୂଆଦିଲ୍ଲୀ,୧୯ା୧୦(ପି.ଟି.): ୨୦୦୨ ଗୁଜରାଟ ଦଙ୍ଗା ବେଳେ ବିଲ୍‌କିସ ବାନୋ ଗଣବଳାତ୍କାର ଓ ତାଙ୍କ ପରିବାରର ୭ ଜଣଙ୍କୁ ହତ୍ୟା ମାମଲାରେ ୧୧ ଦୋଷୀଙ୍କୁ କ୍ଷମା ପ୍ରଦାନ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନ ଉପରେ ଗୁଜରାଟ ସରକାର ବିସ୍ତୃତ ଜବାବ ଦେଇଥିବା ସୁପ୍ରିମକୋର୍ଟ ମଙ୍ଗଳବାର କହିଛନ୍ତି। ଏଥିରେ ଅନେକ ରାୟକୁ ଉପସ୍ଥାପନ କରାଯାଇଥିବାବେଳେ ତଥ୍ୟାତ୍ମକ ବିବୃତିଗୁଡ଼ିକୁ ଏଡ଼ାଇ ଦିଆଯାଇଛି। ଗୁଜରାଟ ସରକାରଙ୍କ ସତ୍ୟପାଠ ଉପରେ ଆବେଦନକାରୀ ଜବାବ ଦାଖଲ କରିବା ଲାଗି ସର୍ବୋଚ୍ଚ ଅଦାଲତ ସମୟ ଦେବା ସହ ପରବର୍ତ୍ତୀ ଶୁଣାଣି ନଭେମ୍ବର ୨୯କୁ ଧାର୍ଯ୍ୟ କରିଛନ୍ତି। ଗୁଜରାଟ ସରକାର ଦାଖଲ କରିଥିବା ଜବାବକୁ ସବୁ ପକ୍ଷଙ୍କୁ ଉପଲବ୍ଧ କରାଇବା ନିମନ୍ତେ ଜଷ୍ଟିସ ଅଜୟ ରାସ୍ତୋଗୀ ଏବଂ ସି.ଟି. ରବିକୁମାରଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି। ଗତ ସ୍ବାଧୀନତା ଦିବସ ଅବସରରେ ବିଲ୍‌କିସ୍‌ ବାନୋ ଗଣହତ୍ୟା ମାମଲାର ୧୧ ଅପରାଧୀଙ୍କୁ ମୁକ୍ତ କରାଯାଇଥିଲା। ସରକାରଙ୍କ କ୍ଷମା ନୀତିକୁ ବରିଷ୍ଠ ସିପିଆଇ(ଏମ୍‌) ନେତ୍ରୀ ସୁଭାଷିନୀ ଅଲି ଏବଂ ଅନ୍ୟ ଦୁଇ ମହିଳା ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୨ ନିର୍ବାଚନ ପାଇଁ ବିଗୁଲ ବଜାଇଲେ ଅମିତ ଶାହା

ଲକ୍ଷ୍ନୌ,୧।୮: ଉତ୍ତରପ୍ରଦେଶରେ ହେବାକୁ ଥିବା ୨୦୨୨ ବିଧାନସଭା ନିର୍ବାଚନ ପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହା ରବିବାର ନିର୍ବାଚନୀ ବିଗୁଲ ବଜାଇଛନ୍ତି। ଦୁଇ ଦିନିଆ ଗସ୍ତର ପ୍ରଥମ...

ରମଜାନ୍‌ରେ ସେହରୀ ଏବଂ ଇଫତାର ସମୟ ଜଣାଇବା ପାଇଁ ରାୟସେନ୍‌ରେ ଫୁଟୁଛି ତୋପ

ଭୋପାଳ, ୨୭।୫: ମଧ୍ୟପ୍ରଦେଶ ରାୟସେନ ଦୁର୍ଗରେ ଏବେ ରମଜାନ୍‌ ମାସରେ ପ୍ରତିଦିନ ଭୋର୍‌ ଏବଂ ସନ୍ଧ୍ୟା ସମୟରେ ତୋପ ଫୁଟୁଛି। ସ୍ଥାନୀୟ ରାୟସେନ୍‌ ଦୁର୍ଗରେ ୨...

ମାୟାବତୀଙ୍କ ଏହି ନିଷ୍ପତ୍ତି ଏସ୍‌ପି, କଂଗ୍ରେସର ବଢାଇବ ସମସ୍ୟା, ଭାଜପା ପାଇଁ ମଧ୍ୟ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୧।୫: ୨୦୨୪ ହେବାକୁ ଥିବା ଲୋକ ସଭା ନିର୍ବାଚନ ପୂର୍ବରୁ ମେଣ୍ଟ ପ୍ରକ୍ରିୟା ଆରମ୍ଭ ହୋଇଛି ଏବଂ ଅନେକ ଦଳ ଗୋଟିଏ ପ୍ଲାଟଫର୍ମରେ ଏକାଠି ହେବାକୁ...

କଂଗ୍ରେସରେ ଯୋଗଦେବେ ସୋନୁ ସୁଦଙ୍କ ଭଉଣୀ ମାଳବିକା

ଚଣ୍ଡିଗଡ଼,୧୦ ।୧: ବଲିଉଡ ଅଭିନେତା ସୋନୁ ସୁଦଙ୍କ ଭଉଣୀ ମାଳବିକା ସୁଦ ସଚର ରାଜନୀତି ମୈଦାନକୁ ଓହ୍ଲାଇଛନ୍ତି । ସେ କଂଗ୍ରେସରେ ଯୋଗ ଦେବେ ବୋଲି...

୨ ମାଲବାହୀ ଟ୍ରେନ୍‌ ଧକ୍କା: ୧୨ ବଗି ଲାଇନଚ୍ୟୁତ

ବାଙ୍କୁରା, ୨୬ା୬ : ପଶ୍ଚିମବଙ୍ଗର ବାଙ୍କୁରା ନିକଟ ଓଣ୍ଡା ଷ୍ଟେଶନରେ ରବିବାର ଭୋର ସମୟରେ ଦୁଇଟି ମାଲ୍‌ବାହୀ ଟ୍ରେନ୍‌ ମଧ୍ୟରେ ଧକ୍କା ହେବାରୁ ୧୨ଟି ବଗି...

ଭୁଲ ଟୁଇଟ୍‌କୁ ନେଇ ଉତ୍ତେଜନା: ଜମ୍ମୁ-କଶ୍ମୀରକୁ ଚାଇନାର ଅଂଶ ବୋଲି ଦର୍ଶାଯାଇଛି

ନୂଆଦିଲ୍ଲୀ, ୧୯।୧୦: ଟୁଇଟରରେ ଏକ ଭୁଲ ଟୁଇଟ୍‌ ନେଇ ଦେଶରେ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି। ନୀତୀନ ଏ. ଗୋଖଲେ ଟୁଇଟର ହ୍ୟାଣ୍ଡେଲରୁ ଅପଲୋଡ଼ କରାଯାଇଛି...

ମୁମ୍ବାଇରେ ହାଇ ପ୍ରୋଫାଇଲ ସେକ୍ସ ର଼୍ୟାକେଟ: ହୋଟେଲରୁ ୩ ଅଭିନେତ୍ରୀ ଗିରଫ

ମୁମ୍ବାଇ, ୨୪।୧୦: ମୁମ୍ବାଇ ଉପନଗର ଗୋରେଗାଓଁର ଏକ ୫ଷ୍ଟାର ହୋଟେଲରେ ଚାଲିଥିଲା ସେକ୍ସ ର଼୍ୟାକେଟ୍‌। ବିଶେଷ ସୂତ୍ରରୁ ଖବର ପାଇ ଶୁକ୍ରବାର ରାତିରେ ପୋଲିସ ଉକ୍ତ...

ଜମ୍ମୁ-କଶ୍ମୀର ବାଦଲ ଫଟା ବର୍ଷା: ବିଦ୍ୟୁତ ଓ ପାଣି ସେବା ପ୍ରଭାବିତ

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀରରେ ତ୍ରାଲରେ ଶନିବାର ବାଦଲ ଫଟା ବର୍ଷା ହୋଇଛି। ଫଳରେ ଉକ୍ତ ଅଞ୍ଚଳର ଘର ଓ ସ୍କୁଲଗୁଡ଼ିକରେ ପାଣି ପଶିଯାଇଥିବାରୁ ବିଦ୍ୟୁତ୍‌ ସରବରାହ ଓ...

Advertisement
Archives

Model This Week