ଅଲକାଏଦା ଟାର୍ଗେଟ୍‌ରେ ବିଲ ଗେଟ୍ସ-ଏଲନ ମସ୍କ

ଓ୍ବାଶିଂଟନ୍‌,୫।୧:ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ସମୟରେ ଆମେରିକାର ଆଭିମୁଖ୍ୟ ଯୋଗୁ ଆତଙ୍କବାଦୀ ସଂଗଠନ ଅଲ-କାଏଦା ରାଗିଯାଇଛି। ଏହି କାରଣରୁ ସେମାନେ ଆମେରିକାର ଧନା ବ୍ୟବସାୟୀଙ୍କୁ ଟାର୍ଗେଟ କରିବାକୁ ଚାହୁଁଛନ୍ତି। ଅଲ-କାଏଦା ଏଲନ ମସ୍କ, ବିଲ ଗେଟ୍ସ ଏବଂ ସତ୍ୟ ନାଡେଲାଙ୍କୁ ହତ୍ୟା କରି ଆମେରିକାର ଅର୍ଥନୀତିକୁ ଟାର୍ଗେଟ କରିବେ ବୋଲି ଧମକ ଦେଇଛନ୍ତି।
ପାନ-ଇସଲାମିକ ଆତଙ୍କବାଦୀ ସଂଗଠନ ଅଲ-କାଏଦା ଏହାର ସମର୍ଥକମାନଙ୍କୁ ଆମେରିକୀୟ, ବ୍ରିଟିଶ ଏବଂ ଫ୍ରାନ୍ସ କମ୍ପାନୀ ଦ୍ୱାରା ପରିଚାଳିତ ବିମାନ ଉପରେ ଆକ୍ରମଣ କରିବାକୁ ଅପିଲ୍‌ କରିଛି। ଅଲ-କାଏଦାର ତାଲିକାରେ ଆମେରିକୀୟ ଏୟାରଲାଇନ୍ସ, କଣ୍ଟିନେଣ୍ଟାଲ, ଡେଲଟା, ବ୍ରିଟିଶ ଏୟାରୱେଜ, ଏୟାର ଫ୍ରାନ୍ସ ଏବଂ ଏୟାର ଫ୍ରାନ୍ସ-କେଏଲଏମ ରହିଛି।
ଅଲ-କାଏଦା କହିଛି ଯେ, ମସ୍କ, ଗେଟ୍ସ ଏବଂ ଆମେରିକାର ପୂର୍ବତନ ଫେଡେରାଲ ରିଜର୍ଭ ଚେୟାରମ୍ୟାନ ବେନ ବର୍ନାଙ୍କେ ଯିହୁଦୀ-ଆମେରିକୀୟ ଅର୍ଥନୀତିର ଏକ ଅଂଶ। ଏହି କାରଣରୁ ସେହି ସମସ୍ତ ଲୋକ ଆମର ଲକ୍ଷ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

‘ଭାରତ କାହାକୁ ଡରେନାହିଁ’: ଟ୍ରମ୍ପଙ୍କ ଟାରିଫ୍ ପରେ ଆମେରିକାକୁ ଏପରି କହିଥିଲା ନୂଆଦିଲ୍ଲୀ

ନୂଆଦିଲ୍ଲୀ,୪ା୨: ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିକୁ ନେଇ ଏକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ବ୍ଲୁମବର୍ଗର ଏକ ରିପୋର୍ଟ ଅନୁଯାୟୀ, ଭାରତ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri