ନବୀନଙ୍କୁ ସାକ୍ଷାତ କଲେ ବିଲ୍‌ ଗେଟ୍‌ସ

ଭୁବନେଶ୍ୱର,୨୮ା୨: ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବୁଧବାର ଓଡ଼ିଶା ଗସ୍ତରେ ଆସି ରାଜଧାନୀର ବିଭିନ୍ନ ଅଞ୍ଚଳ ବୁଲିଛନ୍ତି। ଏହି ଗସ୍ତ ସମୟରେ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ବିଲ୍‌ ଗେଟ୍‌ସ ଏବଂ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।

ଏହା ପୂର୍ବରୁ ମା’ଲୁମ୍ବିନୀବିହାରସ୍ଥିତ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତ ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ଯୋଜନାରେ କିଭଳି ଲୋକଙ୍କୁ ଥଇଥାନ କରାଯାଇଛି ସେନେଇ ଅନୁଧ୍ୟାନ କରିଥିଲେ। ବିଲ୍‌ ଗେଟ୍‌ସ ବିଜୁ ଆଦର୍ଶ କାଲୋନୀ ଯାଇ ବସ୍ତି ବାସିନ୍ଦାଙ୍କ ସହ ଆଲୋଚନା କରିଛନ୍ତି। ଜାଗା ମିଶନରେ କିପରି ଲୋକ ଜମି ଅଧିକାର ପାଇଛନ୍ତି ସେନେଇ ମଧ୍ୟ ଆଲୋଚନା କରିଛନ୍ତି। ବସ୍ତିରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ବୁଲିବା ସହ ପିଲାମାନଙ୍କ ସହ ଆଲୋଚନା କରିଥଲେ। ଏହି ବ୍ୟବସ୍ଥା ଅନ୍ୟ ଦେଶରେ କିପରି ଲାଗୁ କରାଯିବ ସେ ନେଇ ବିଲ୍‌ ଗେଟ୍‌ସ ଉଦ୍ୟମ କରିବେ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

ଶ୍ରୀଲଙ୍କା ସିରିଜ ପୂର୍ବରୁ ଏମଏସ ଧୋନିଙ୍କୁ ଭେଟିଲେ ଋଷଭ ପନ୍ତ

ନୂଆଦିଲ୍ଲୀ,୧।୮: ଭାରତୀୟ କ୍ରିକେଟ ଦଳ ଖୁବଶୀଘ୍ର ଶ୍ରୀଲଙ୍କା ଗସ୍ତ କରିବାକୁ ଯାଉଛି, ଅଗଷ୍ଟ ୧୫ରୁ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଆରମ୍ଭ ହେବ। ୱିକେଟ କିପର-ବ୍ୟାଟ୍ସମ୍ୟାନ…

ପୁଣି ଥରିଲା ଜାପାନ, ରିକ୍ଟର ସ୍କେଲରେ ତୀବ୍ରତା ୫.୮

ଟୋକିଓ,୧।୮: ଜାପାନରେ ପ୍ରକୃତିର ପ୍ରକୋପ ନିରନ୍ତର ଜାରି ରହିଛି। ଶନିବାର, ଉତ୍ତର ଜାପାନର ଆଓମୋରି ପ୍ରିଫେକ୍ଚର ନିକଟରେ 5.8 ତୀବ୍ରତାର ଭୂମିକମ୍ପ ଅନୁଭୂତ ହୋଇଥିଲା। ଜାପାନ ପାଣିପାଗ…

କେସିଙ୍ଗା ମହାବିଦ୍ୟାଳୟରେ ଯୋଗଦେଲେ ନୂଆ ପ୍ରିନ୍ସିପାଲ, କହିଲେ ଛାତ୍ରୀଛାତ୍ରଙ୍କୁ ଠିକ୍‌ ଭାବେ…

କେସିଙ୍ଗା,୧ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରସ୍ଥିତ କେସିଙ୍ଗା ମହାବିଦ୍ୟାଳୟରେ ନୂତନ ଭାବେ ପ୍ରିନ୍ସିପାଲ ଅଶ୍ୱିନୀ ପଟ୍ଟନାୟକ ଶନିବାର ଯୋଗଦାନ କରିଛନ୍ତି। ସେ ଏହି ମହାବିଦ୍ୟାଳୟ ଗତ…

ଏଟିଏମ ଭଙ୍ଗା ଘଟଣା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୧।୮(ସଙ୍ଗୀତା ଜେନା): ଜରେଇକେଲାରେ ଥିବା ଏକ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମ ଭଙ୍ଗା ଘଟଣାରେ ବିସ୍ରା ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କଠାରୁ ପୋଲିସ ୮,୩୦୦…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri