ସକାଳୁ ସକାଳୁ ବସ୍ତିରେ ପହଞ୍ଚିଲେ ବିଲ୍‌ ଗେଟ୍ସ: ଲୋକଙ୍କ ସହ କଥାହେଲେ

ଭୁବନେଶ୍ୱର,୨୮।୨: ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ବୁଧବାର ଭୁବନେଶ୍ୱରସ୍ଥିତ ମା’ ମଙ୍ଗଳା ବସ୍ତିରେ ପହଞ୍ଚି ଲୋକଙ୍କ ସହ ଆଲୋଚନା କରିଛନ୍ତି । ଏହାସହ ବସ୍ତିରେ ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି ।
ପରେ ବିଲ ଗେଟ୍ସ କୃଷି ଭବନ ଗସ୍ତ କରିଛନ୍ତି। ସେଠାରୁ ସେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଗେଟ୍ସ ଫାଉଣ୍ଡେସନ ସହାୟତାରେ କୃଷି ସମୀକ୍ଷା କେନ୍ଦ୍ର କାର୍ଯ୍ୟ କରୁଛି। ଏହା ସମନ୍ବିତ ଚାଷ ପାଇଁ ଉନ୍ନତ ଜ୍ଞାନ କୌଶଳ ବାବଦରେ ଚାଷୀଙ୍କୁ ସୂଚନା ଦେଉଛି। ୨୦୨୧ ମସିହାରେ ବିଲ ଗେଟ୍ସ ଫାଉଣ୍ଡେସନ ସହ ଓଡ଼ିଶା ସରକାରଙ୍କ ଚୁକ୍ତିନାମା ସ୍ବାକ୍ଷର ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଯୋଗ ପରେ ଆସିଲା ଚାଉଳ

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ପଞ୍ଚାୟତରେ ଚାଉଳ ଷ୍ଟକ ନ ଥିବା ଦର୍ଶାଇ ପଡିକାର୍ଡ ଧାରୀଙ୍କୁ ମାଗଣା ଚାଉଳ ଓ…

ମିଳିଲାନି ଧାନବିକ୍ରି ଟୋକନ: ନାତୁଣୀ ବାହାଘର ପାଇଁ ବନ୍ଧା ପକାଇଲେ ଧାନ

ବରଗଡ଼/ଗାଇସିଲେଟ୍‌,୧୮।୩(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଖରିଫ୍‌ ଧାନବିକ୍ରି ପାଇଁ…

ବାସକୀ ନଦୀ ଉପରେ ପୋଲ ନିର୍ମାଣ ନେଇ ମାଟି ପରୀକ୍ଷା

ନନ୍ଦପୁର,୧୮ା୩ (ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ରାଇସିିଂ ପଞ୍ଚାୟତ ଦେଷଣ୍ଢଗୁଡା ଗ୍ରାମ ସମ୍ମୁଖ ବାସକି ନଦୀ ଉପରେ ୬୦ ମିଟର ଲମ୍ବର ପୋଲ ନିର୍ମାଣ…

ଅନ୍‌ଲାଇନ ଆବେଦନର ବର୍ଷେ ବିତିଲାଣି,ବିଦ୍ୟୁତ୍‌ ନାହିଁ: ୩୩ ପରିବାରକୁ ଡିବିରୀ ଭରସା

ଦାରିଙ୍ଗବାଡି, ୧୮ା୩ (ଅରୁଣ ସାହୁ ):ଗାଁରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ଅଛି, ବିଦ୍ୟୁତ୍‌ ସଂଯୋଗ ରହିଛି ମାତ୍ର ଗ୍ରାମବାସୀଙ୍କୁ ବିଦ୍ୟୁତ୍‌ ସେବା ମିଳୁନି। ଟ୍ରାନ୍ସଫର୍ମରଠାରୁ ଘର ପର୍ଯ୍ୟନ୍ତ ବିଦ୍ୟୁତ୍‌…

ଦୁର୍ଦ୍ଦାନ୍ତ ଅପରାଧୀ ଟିମା ଝାଙ୍କରଙ୍କୁ ଏନକାଉଣ୍ଟର: ତିନି ସହଯୋଗୀଙ୍କୁ ବାନ୍ଧିଲା ପୋଲିସ

ସମ୍ବଲପୁର, ୧୮।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ନାକଟିଦେଉଳ ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବୁଧବାର ସକାଳୁ ପୋଲିସ ଓ ଅପରାଧୀଙ୍କ ମଧ୍ୟରେ ହୋଇଥିବା ଗୁଳି…

୨୧ ଯାଏ ଝଡ଼ବର୍ଷା: ୬ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୩(ବନ୍ଦନା ସେଠୀ):ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ। ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବିଜୁଳି, ଘଡ଼ଘଡ଼ି ଓ…

ଚାଷୀ ସମସ୍ୟା ଅସମାହିତ: ଚାଷୀ ସଙ୍ଗଠନ ପକ୍ଷରୁ ସମାଧାନ ଦାବି

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ, ମାତ୍ର ଏହି ଜିଲାରେ ଚାଷ ଏବଂ ଚାଷୀ ସମସ୍ୟା ଅସମାହିତ ରହିଛି। ଏହି କ୍ରମରେ ମଙ୍ଗଳବାର ବରଗଡ଼ ଜିଲା…

ଅସୁରକ୍ଷିତ ଗାଡ଼ି ଚାଳକ: ସୁରକ୍ଷା ଦାବିରେ ଏସ୍‌ପିଙ୍କୁ ଫେରାଦ

ବରଗଡ଼,୧୮ା୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଦେଇ ଯାଇଥିବା ରାଜପଥ ସହିତ ବିଭିନ୍ନ ରାସ୍ତାଘାଟରେ ବିଭିନ୍ନ ସମୟରେ ଗାଡ଼ି ଚାଳକଙ୍କୁ ଅଟକାଇ ଆକ୍ରମଣ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଆକ୍ରମଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri