Posted inଜାତୀୟ

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଦେଲେ ବିଲ ଗେଟ୍ସ

ନୂଆଦିଲ୍ଲୀ,୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଦି ଗ୍ଲୋବାଲ୍‌ ଇନିସିଏଟିଭ୍‌ ଅଫ୍‌ ଲାଇଫ୍‌ ମୁଭ୍‌ମେଣ୍ଟ’ର ଶୁଭାରମ୍ଭରେ ଯୋଗ ଦେଇଥିଲେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟ୍ସ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ମୋଦିଙ୍କୁ ପ୍ରଶଂସା କରିଥିଲେ।
ବିଲ ଗେଟ୍ସ କହିଛନ୍ତି, ଏହି ବିଶ୍ୱସ୍ତରୀୟ ପଦକ୍ଷେପର ନେତୃତ୍ୱ ପାଇଁ ମୁଁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅଭିନନ୍ଦନ ଏବଂ ଧନ୍ୟବାଦ ଜଣାଉଛି। ଆମର ବିଶ୍ୱ ଜଳବାୟୁ ଲକ୍ଷ୍ୟ ହାସଲ କରିବାରେ ଭାରତର ନେତୃତ୍ୱ ଗୁରୁତ୍ୱପୂର୍ଣ୍ଣ। ଗ୍ରୀନ୍‌ ହାଉସ ଗ୍ୟାସ ହଟାଇବା ପାଇଁ ସରକାରୀ ଏବଂ ବେସରକାରୀ କ୍ଷେତ୍ରର ଭାଗିଦାରୀ ସହିତ ଆମକୁ ସମସ୍ତଙ୍କ ସହଯୋଗ ଆବଶ୍ୟକ।
ଏହି ସମୟରେ ମୋଦି କହିଛନ୍ତି ଯେ, ଆସନ୍ତୁ ଆମେ, ‘Reduce, Reuse, Recycle’ ନୀତି ଅନୁସରଣ କରିବା। ‘ଗୋଟିଏ ପୃଥିବୀ – ଅନେକ ପ୍ରୟାସ’ ଆବଶ୍ୟକ। ବିଶ୍ୱର କଲ୍ୟାଣକୁ ଆଗକୁ ନେବା ପାଇଁ ଭାରତ ଯେକୌଶସି ପ୍ରୟାସକୁ ସମର୍ଥନ କରୁଛି। ବିଶ୍ୱ ପରିବେଶ ଦିବସରେ, ଆସନ୍ତୁ ‘ପରିବେଶ ପାଇଁ ଜୀବନ-ଜୀବନଶୈଳୀ’କୁ ଏକ ବିଶ୍ୱସ୍ତରୀୟ ଜନ ଆନ୍ଦୋଳନ ପରିବର୍ତ୍ତନ କରିବାକୁ ସଙ୍କଳ୍ପ ନେବା।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଲାଇନ୍‌ ପାର ସମୟରେ ବୃଦ୍ଧଙ୍କୁ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ଲଖନପୁର,୧୫ା୨(ଗୌତମ ସାହୁ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ କନକତୋରା ଗ୍ରାମର ଫଲ୍ଲବ ପଧାନ(୬୨) ନିକଟସ୍ଥ ପଡ଼ୋଶୀ ରାଜ୍ୟ ଏକତାଳ କ୍ରିକେଟ ପଡ଼ିଆ ପାର୍ଶ୍ୱରେ ଯାଇଥିବା ଏନଟିପିସି…

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

Mahashivratri 2026: ଜାଗରରେ ମଙ୍ଗଳଙ୍କ ମହାପରିବର୍ତ୍ତନ, ଏହି ୩ରାଶିର ବାଜିବ ଲଟେରୀ!

ମହାଶିବରାତ୍ରି ପର୍ୱକୁ ଭଗବାନ ଶିବଙ୍କ ପୂଜା ଏବଂ ଭକ୍ତିର ସର୍ୱୋତ୍ତମ ଉତ୍ସବ ଭାବରେ ବିବେଚନା କରାଯାଏ। ଏହି ବର୍ଷ ମହାଶିବରାତ୍ରିକୁ ବହୁତ ସ୍ୱତନ୍ତ୍ର ଭାବରେ ବିବେଚନା କରାଯାଏ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri