ବିଲ୍‌ ଗେଟସ୍‌ ଆମେରିକାର ଏକ ନମ୍ବର ଚାଷୀ: କିଣିଲେ ୨୪୨ ହଜାର ଏକର ଚାଷ ଜମି

ଓ୍ବାଶିଂଟନ,୧୬।୧: ମାଇକ୍ରୋସଫ୍ଟ ସଂସ୍ଥାପକ ତଥା ପୃଥିବୀର ଚତୁର୍ଥ ଧନୀକ ଭାବେ ଖ୍ୟାତି ହାସଲ କରିଥିବା ବିଲ୍‌ ଗେଟସ୍‌ ଏବେ ଆମେରିକାର ଏକ ନମ୍ବର ଚାଷୀ ପାଲଟିଛନ୍ତି। ସେ ଦେଶର ୧୮ଟି ରାଜ୍ୟରେ ମୋଟ ୨୪୨ ହଜାର ଏକର ଚାଷ ଜମି କିଣିଛନ୍ତି। କେବଳ ଚାଷ ଜମି ନୁହେଁ ସେ ୨୮, ୯୮୪ ଅନ୍ୟ ଜମି ମଧ୍ୟ କିଣିଛନ୍ତି। ଫଳରେ ୧୯ଟି ରାଜ୍ୟରେ ତାଙ୍କର ମୋଟ ଜମି ପରିମାଣ ୨,୬୮,୯୮୪ ଏକରରେ ପହଞ୍ଚିଛି। ଏରିଜୋନା ସ୍ଥିତ ଜମିରେ ସେ ସ୍ମାର୍ଟ ସିଟି ନିର୍ମାଣର ଯୋଜନା କରିଛନ୍ତି। ଲୁସିଆନାରେ ତାଙ୍କର ୬୯ ହଜାର ଏକର ଜମି ଥିବାବେଳେ ଅର୍କସସରେ ୪୮ ହଜାର ଏକର ଏବଂ ଏରିଜେନାରେ ୨୫ ହଜାର ଏକର ଚାଷ ଜମି ରହିଛି। ତେବେ ସେ କାହିଁକି ଏତେ ଜମି କିିଣିଛନ୍ତି ତାହା ଜଣାପଡ଼ି ନାହିଁ। ୨୦୧୮ରେ ବିଲ୍‌ ଗେଟସ୍‌ ନିଜ ରାଜ୍ୟ ଓ୍ବାଶିଂଟନରେ ୧୬ ହଜାର ଏକର ଜମି କିଣିଥିଲେ। ସେଥିମଧ୍ୟରେ ହେଭନ୍‌ ହିଲ୍‌ ଅଞ୍ଚଳର ୧୪,୫୦୦ ଏକର ଜମି ରହିଛି। ଏହି ଜମିକୁ ସେ ୧୨୫୧ କୋଟି ଟଙ୍କାରେ କିଣିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ବାୟୁସେନାର ହ୍ୟାଲିକପ୍ଟର ‘ଚିତା’ ଦୁର୍ଘଟଣାଗ୍ରସ୍ତ

ନୂଆଦିଲ୍ଲ/ଟିମ୍ପୁ,୨୭।୯: ଭାରତୀୟ ବାୟୁସେନାର ଚିତା ହେଲିକପ୍ଟର ଶୁକ୍ରବାର ଭୁଟାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ଭାରତୀୟ ସେନାର ୨ ପାଇଲଟ ଶହୀଦ ହୋଇଛନ୍ତି। ମୃତ ପାଇଲଟଙ୍କ...

କନ୍ୟାଙ୍କ ଶାଢ଼ି ପସନ୍ଦ ନ ଆସିବାରୁ ବେଦୀରୁ ଉଠି ଚାଲିଗଲେ ବର

ବେଙ୍ଗାଲୁରୁ : ବିବାହ ସମୟରେ କନ୍ୟାପକ୍ଷ ଯାନିଯୌତୁକ ଦେଇ ନ ପାରିଲେ ବେଦୀରୁ ବର ଉଠି ଚାଲିଯିବା ଖବର ଶୁଣିଥିବେ। ମାତ୍ର କନ୍ୟାଙ୍କ ଶାଢ଼ି ପସନ୍ଦ...

ଆମେରିକା ରାଷ୍ଟ୍ରପତି ନିର୍ବାଚନ: ଟ୍ରମ୍ପ-ବିଡେନଙ୍କ ମଧ୍ୟରେ ହେବାକୁ ଥିବା ପ୍ରେସିଡେନ୍‌ସିଆଲ ଡିବେଟ ବାତିଲ

ୱାଶିଂଟନ,୧୦ ।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅକ୍ଟୋବର ୧୫ରେ ହେବାକୁ ଥିବା ଦ୍ୱିତୀୟ ପ୍ରେସିଡେନସିଆଲ ଡିବେଟକୁ ବାତିଲ କରି ଦିଆଯାଇଛି । ଗଣମାଧ୍ୟମର ସୂଚନା...

ଚାଇନା ରାଷ୍ଟ୍ରପତିଙ୍କ ଭଳି କାର୍ଯ୍ୟ କରିବାକୁ ଚାହୁଁଛନ୍ତି ଇମ୍ରାନ

ବେଜିଂ,୯।୧୦: ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ କହିଛନ୍ତି ସେ ଚାଇନା ରାଷ୍ଟ୍ରପତିଙ୍କ କାମକୁ ଅନୁସରଣ କରିବାକୁ ଚାହୁଁଛନ୍ତି। କାରଣ ଚାଇନା ଯେମିତି ଭ୍ରଷ୍ଟାଚାର ମାମଲାରେ ପ୍ରାୟ...

ବିଶ୍ୱର ରହସ୍ୟମୟୀ ଦ୍ୱୀପ : ଯେଉଁଠି ମହିଳାଙ୍କୁ ଯିବା ମନା

ବିଶ୍ୱର ପ୍ରାୟ ସମସ୍ତ ଦେଶରେ କିଛି ନା କିଛି ନିୟମ ରହିଛି। କେଉଁଠି ମହିଳା-ପୁରୁଷଙ୍କୁ ଯିବା ପାଇଁ ହକ୍‌ ଦିଆଯାଇଛି ତ ଆଉ କେଉଁଠି ମହିଳାଙ୍କୁ...

ସୁଏଜ୍‌ କେନାଲରେ ଟ୍ରାଫିକ୍‌ ଜାମ୍‌

କାଏରୋ,୨୬ା୩:ତିନୋଟି ଫୁଟ୍‌ବଲ ପଡ଼ିଆର ଆୟତନଠାରୁ ବଡ଼ ଆକୃତିର ଏକ ଜାହାଜ ସୁଏଜ୍‌ କେନାଲରେ ଅଚଳାବସ୍ଥା ସୃଷ୍ଟି କରିଛି। ଉକ୍ତ ମାଲବାହୀ ଜାହାଜ ଯୋଗୁ ସୁଏଜ୍‌ କେନାଲରେ...

ଭାରତ ସରକାର ଅହିଂସା ପ୍ରଦର୍ଶନ ଅଧିକାରକୁ ସମ୍ମାନ ଦେବା ଆବଶ୍ୟକ: ଜାତିସଂଘ

ଜେନେଭା, ୨୭।୧: କୃଷି ଆଇନ ବିରୋଧରେ ରାଜଧାନୀ ଦିଲ୍ଲୀରେ ହୋଇଥିବା ପ୍ରଦର୍ଶନ ସମୟରେ ଘଟିଥିବା ହଂସାକାଣ୍ଡ ନେଇ ଜାତିସଂଘ ମୁହଁ ଖୋଲିଛି। ଜାତିସଂଘର ମହାସଚିବଙ୍କ ପ୍ରବକ୍ତା...

ଗଣିତ, ବିଜ୍ଞାନକୁ ଡରି ପାଠପଢ଼ା ଛାଡ଼ି ଦେଇଥିବା ବ୍ୟକ୍ତିଜଣକ ୮୫ ବର୍ଷରେ କଲେ ଗ୍ରାଜୁଏଶନ୍‌

ଦୃଢ଼ ଇଚ୍ଛାଶକ୍ତି ଥିଲେ ମଣିଷ ସବୁ ଅସମ୍ଭବ ସମ୍ଭବ କରିପାରେ। ଏଥିପାଇଁ ବୟସ ମଧ୍ୟ ପ୍ରତିବନ୍ଧକ ସାଜେ ନାହିଁ। ଏମିତି ଏକ ଉଦାହରଣ ସୃଷ୍ଟି କରିଛନ୍ତି...

Advertisement


Archives

Model This Week