ମାଇକ୍ରୋସଫ୍ଟ ନୁହେଁ, ଏହି ବ୍ରାଣ୍ଡ୍‌ର ଫୋନ୍‌ ବ୍ୟବହାର କରନ୍ତି ବିଲ୍‌ ଗେଟ୍ସ

ଆଜିକାଲି ଯୁଗରେ ସମସ୍ତେ ୍‌ମହଙ୍ଗା ସ୍ମାର୍ଟଫୋନ କିଣିବାକୁ ଚାହାଁନ୍ତି, କିନ୍ତୁ ଆପଣ ଜାଣନ୍ତି କି ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ତଥା ଦୁନିଆର ଅନ୍ୟତମ ଧନୀ ବ୍ୟକ୍ତି ବିଲ ଗେଟ୍ସ କେଉଁ ଫୋନ ବ୍ୟବହାର କରନ୍ତି। ସେ ମାଇକ୍ରୋସଫ୍ଟ କି ଆଇଫୋନ ନୁହେଁ, ସେ ସାମସଙ୍ଗ ଗାଲାକ୍ସି ଜେଡ୍‌ ଫୋଲ୍ଡ ୩ ଫୋନ ବ୍ୟବହାର କରନ୍ତି। ଗେଟ୍ସ ନିଜେ ଏଭଳି ଆଶ୍ଚର୍ଯ୍ୟ ଜନକ ଖୁଲାସା କରିଛନ୍ତି।
ଏବେ ସମସ୍ତଙ୍କ ମନରେ ପ୍ରଶ୍ନ ଆସୁଥିବ ଯେ, ମାଇକ୍ରୋସଫ୍ଟ ବଦଳରେ ବିଲ ଗେଟ୍ସ ସାମସଙ୍ଗର ଫୋନ କାହିଁକି ବ୍ୟବହାର କରନ୍ତି? ଗେଟ୍ସ ଏନେଇ କହିଛନ୍ତି ଯେ, ‘ମୋର ଏକ ସାମସଙ୍ଗ ଗାଲାକ୍ସି ଜେଡ୍‌ ଫୋଲ୍ଡ ୩ ଫୋନ ଅଛି। ଏହି ସ୍କ୍ରିନ ସହିତ ଏକ ଭଲ ପୋର୍ଟେବଲ ପିସି ଏବଂ ଫୋନ ସହିତ ମୁଁ କାମ କରିପାରୁଛନ୍ତି।
ବିଲ୍‌ ଗେଟ୍‌ସ ବୋଧହୁଏ ସାମସଙ୍ଗ ଫୋନ ମଧ୍ୟ ବ୍ୟବହାର କରନ୍ତି କାରଣ ସାମସଙ୍ଗର ମାଇକ୍ରୋସଫ୍ଟ ସହିତ ଏକ ଘନିଷ୍ଠ ସହଭାଗୀତା ଅଛି, ଯାହା କମ୍ପାନୀର ବିଭିନ୍ନ ଉପକରଣକୁ ୱିଣ୍ଡୋଜ ସହିତ ବହୁତ ଭଲ ଭାବରେ ସଂଯୋଗ କରିବାକୁ ଅନୁମତି ଦେଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଥରିଲା ଗ୍ରୀସ୍‌

ଏଥେନ୍ସ,୨୯ା୩: ଗ୍ରୀସ୍‌ର ଦକ୍ଷିଣ ଅଞ୍ଚଳରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଏହାର ତୀବ୍ରତା ୬ ଥିଲା। ୟୁରୋପୀୟ ଭୂମଧ୍ୟସାଗରୀୟ ଭୂକମ୍ପ କେନ୍ଦ୍ର (ଇଏମ୍‌ଏସ୍‌ସି) ସ୍ଥାନୀୟ...

ଗୋଟିଏ ମଞ୍ଚରେ ଏକାଠି ହେଲେ ବର୍ତ୍ତମାନ-ପୂର୍ବତନ ରାଷ୍ଟ୍ରପତି, ବାଇଡେନଙ୍କୁ ସମର୍ଥନ କଲେ ଓବାମା-କ୍ଲିଣ୍ଟନ

ଓ୍ବାଶଇଂଟନ,୨୯।୩: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ବିଲ କ୍ଲିଣ୍ଟନଙ୍କୁ ଏକାଠି ଗୋଟିଏ ମଞ୍ଚରେ ଏକ ଧନ ସଂଗ୍ରହ କାର୍ଯ୍ୟକ୍ରମରେ...

ଆମ ପିଲା ବହୁତ ଆଡ୍‌ଭାନ୍ସ: ଜନ୍ମ ହେବା ମାତ୍ରେ କୁହନ୍ତି AI

ନୂଆଦିଲ୍ଲୀ,୨୯ା୩: ଲୋକ ସଭା ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସ ଅନେକ ପ୍ରସଙ୍ଗରେ ଆଲୋଚନା କରିଥିଲେ। ଏହା...

ମୋଦି-ବିଲ୍‌ ଗେଟ୍ସ ଆଲୋଚନା: ସବୁ ଗାଁରେ ପହଞ୍ଚିବ ଡିଜିଟାଲ୍‌ ସେବା

ନୂଆଦିଲ୍ଲୀ,୨୯ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାଇକ୍ରୋସଫ୍ଟ ସହ ପ୍ରତିଷ୍ଠାତା ବିଲ୍‌ ଗେଟ୍ସଙ୍କ ମଧ୍ୟରେ ଏକ ବଡ଼ ଆଲୋଚନା ହୋଇଛି। ପ୍ରଧାନମନ୍ତ୍ରୀ ବିଲ୍‌ ଗେଟ୍ସଙ୍କୁ କହିଛନ୍ତି,...

ବ୍ରିଜ୍‌ ଉପରୁ ତଳକୁ ଖସିଲା ବସ୍‌: ଚାଲିଗଲା ୪୫ ଜୀବନ

କେପଟାଉନ୍‌,୨୯।୩: ଦକ୍ଷିଣ ଆଫ୍ରିକାର ଏକ ବସ ବ୍ରିଜ୍‌ ଉପରୁ ତଳକୁ ଖସିପଡିଛି। ଅତି କମରେ ୪୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଜଣେ ଆଠ ବର୍ଷର...

ଏହି କଥା ନେଇ ଭାବପ୍ରବଣ ହୋଇଗଲେ ବ୍ରିଟେନ ପ୍ରଧାନମନ୍ତ୍ରୀ: କହିଲେ, ମୋ ୨ ଝିଅ…

ଲଣ୍ଡନ,୨୯।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକ ଭାବପ୍ରବଣ ହୋଇପଡିଛନ୍ତି। ସୁନକ କହିଛନ୍ତି ଯେ, ମୋର ଦୁଇ ଝିଅ ଅଛନ୍ତି, କୃଷ୍ଣା (୧୨) ଏବଂ ଅନୁଷ୍କା (୧୧)...

ସମ୍ପୂର୍ଣ୍ଣ ସେନା ପ୍ରତ୍ୟାହାର ଲାଗି ଭାରତ-ଚାଇନା ମଧ୍ୟରେ ଜୋର୍‌ଦାର ଆଲୋଚନା

ନୂଆଦିଲ୍ଲୀ,୨୮।୩: ପୂର୍ବ ଲଦାଖରେ ଦୀର୍ଘଦିନର ସୀମା ବିବାଦ ପରେ ଭାରତ ଏବଂ ଚାଇନାର ଶୀର୍ଷ କୂଟନୀତିଜ୍ଞମାନଙ୍କ ମଧ୍ୟରେ ସାନି ଆଲୋଚନା ଆରମ୍ଭ ହୋଇଛି। ପ୍ରକୃତ ନିୟନ୍ତ୍ରଣ...

କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ଆମେରିକା ଦେଇଥିବା ମନ୍ତବ୍ୟ ଉପରେ କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୨୮।୩ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଗିରଫଦାରୀ ଏବଂ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣା ଉପରେ ଆମେରିକାର ମନ୍ତବ୍ୟ ଅବାଞ୍ଛିତ ବୋଲି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri