କରୋନା ମହାମାରୀ ନେଇ ବିଲ୍‌ ଗେଟସ୍‌ଙ୍କ ଚେତାବନୀ: ଆସନ୍ତା ୬ ମାସରେ ସ୍ଥିତି ହୋଇପାରେ ଅଧିକ ସଙ୍କଟ ଜନକ

ଓ୍ବାଶିଂଟନ,୧୪।୧୨: କରୋନା ମହାମାରୀ ନେଇ ମାଇକ୍ରୋସଫ୍ଟ ସହ ସଂସ୍ଥାପକ ବିଲ୍‌ ଗେଟସ୍‌ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି ଯେ, ଆସନ୍ତା ୪ରୁ ୬ ମାସ ସମୟ ପୃଥିବୀ ପାଇଁ ଅଧିକ ସଙ୍କଟ ଜନକ ହେବାର ଆଶଙ୍କା ରହିଛି। ଏବେ କରୋନା ଭୂତାଣୁ ଅଧିକ ସକ୍ରିୟ ହେବାର ଯଥେଷ୍ଟ ଆଶଙ୍କା ଅଛି। ତେଣୁ ମାସ୍କ୍‌ ପିନ୍ଧିବା ସହିତ କରୋନା ମାର୍ଗଦର୍ଶିକା ପାଳନ ଅପରିହାର୍ଯ୍ୟ ବୋଲି ସେ କହିଛନ୍ତି। ଏହି ମର୍ମରେ ଇନଷ୍ଟିଚ୍ୟୁଟ୍‌ ଫର୍‌ ହେଲଥ୍‌ ମ୍ୟାଟ୍ରିକ୍ସ ଆଣ୍ଡ ଇଭୋଲ୍ୟୁଶନ ପକ୍ଷରୁ କୁହାଯାଇଛି ଯେ, ଆଗାମୀ ଦିନରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ପୃଥିବୀରେ ପୁଣି ୨ ଲକ୍ଷ ଲୋକଙ୍କ ମୃତ୍ୟୁ ଘଟିବାର ଆଶଙ୍କା ରହିଛି। ଆମେରିକା ସମେତ ଅନ୍ୟ କେତେକ ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଆରମ୍ଭ ହୋଇଛି। ତେଣୁ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସଭିଏଁ ସତର୍କ ରହିବା ଆବଶ୍ୟକ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲକ୍‌ଡାଉନ୍‌ ପୂର୍ବରୁ ବଜାରରେ ଭିଡ଼

ପୁଣେ,୧୩।୩: ମହାରାଷ୍ଟ୍ର ଏବଂ କେରଳରେ କରୋନା ସଂକ୍ରମଣ ପୁଣି ନିୟନ୍ତ୍ରଣ ହରାଇବାକୁ ଯାଉଛି। ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ...

ଚାଇନାରେ ଉଇଗରଙ୍କ ନରସଂହାର…

ସିଡ୍‌ନୀ/ବେଜିଂ,୨୩।୧୦: ଉଇଗର ମୁସଲମାନଙ୍କ ଦମନ ଜିନଜିଆନ ପ୍ରଦେଶରେ ଏକ ସୁଚିନ୍ତିତ ଯୋଜନା ମାଧ୍ୟମରେ ରାଷ୍ଟ୍ରପତି ଶି ଜିନ୍‌ ପିଙ୍ଗଙ୍କ ସରକାରଙ୍କ ପକ୍ଷରୁ ଜାରି ରହିଛି। ଚାଇନାରେ...

ହରିଣକୁ କରୋନା…

ଓ୍ବାଶିଂଟନ,୨୮।୮: ଆମେରିକାରେ କୁକୁର, ବିଲେଇ, ସିଂହ, ଚିତା, ଗୋରିଲା ପରି ପ୍ରାଣୀମାନଙ୍କଠାରେ କରୋନା ଭୂତାଣୁ ଚିହ୍ନଟ ହେବା ପରେ ଏବେ ଏହା ହରିଣକୁ ବ୍ୟାପିଛି। କରୋନାର...

ରାତ୍ରକାଳୀନ କର୍ଫ୍ୟୁରେ ହେବନି କୋହଳ: ରାଜ୍ୟରେ ସନ୍ଧ୍ୟା ୭ରୁ ସକାଳ ୭ ଯାଏ ବଳବତ୍ତର

ଭୁବନେଶ୍ୱର,୧ା୬(ବ୍ୟୁରୋ): ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ରାଜ୍ୟ ସରକାର ଏହାକୁ ରୋକିବା ପାଇଁ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ଜୁନ୍‌...

ଭକ୍ତ-ଭଗବାନଙ୍କ ମଧ୍ୟରେ କରୋନା: ଭାରତର ୧୩ଟି ରାଜ୍ୟର ୩୩ ଧର୍ମସ୍ଥଳୀରେ କଟକଣା; ଇଟାଲିରେ ଚର୍ଚ୍ଚ-ଇରାନରେ ମସଜିଦ୍‌ ବନ୍ଦ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୯।୩: ପୃଥିବୀରେ କରୋନା ଆତଙ୍କ ସୃଷ୍ଟି କରିଛି। ଏଥିପାଇଁ ପ୍ରତି ଦେଶର ସରକାର ଭିଡ଼ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଉଛନ୍ତି। ଭାରତରେ କରୋନା ସଂକ୍ରମିତଙ୍କ...

ଲକ୍‌ଡାଉନ୍‌ରେ ଗର୍ଭବତୀ ନାବାଳିକାଙ୍କ ସଂଖ୍ୟା ବୃଦ୍ଧି, ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବଢ଼ିଲା…

ହରାରେ, ୨୮।୫ : ଜିମ୍ବାୱେରେ ଶାରୀରିକ ସମ୍ପର୍କ ଲାଗି ସମ୍ମତି ବୟସ ସୀମା ୧୮କୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହା ୧୬ ବର୍ଷ ବୟସ ଥିଲା।...

ମସ୍କ ହୋଇପାରନ୍ତି ଟୁଇଟର ସିଇଓ

ଓ୍ବାଶିଂଟନ୍‌, ୬ା୫: ସ୍ପେସ୍‌ଏକ୍ସ ମାଲିକ ଏଲନ ମସ୍କ ଟୁଇଟର କିଣିବା ପରେ ଏହାର ସିଇଓ କିଏ ହେବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏକ...

ଆଶ୍ୱସ୍ତ ହେଲେ ଉଦ୍ଧବ: ବିଧାନ ପରିଷଦ ନିର୍ବାଚନ ପାଇଁ ଅନୁମତି ଦେଲେ ନିର୍ବାଚନ ଆୟୋଗ

ମୁମ୍ବାଇ,୧।୫: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପଦକୁ ନେଇ ଦେଖାଦେଇଥିବା ସଙ୍କଟର ଅନ୍ତ ଘଟିଛି। ଶୁକ୍ରବାର ନିର୍ବାଚନ ଅୟୋଗ ଉଦ୍ଧବ ଠାକରେଙ୍କୁ ଆଶ୍ୱସ୍ତି ପ୍ରଦାନ କରିବା...

Advertisement
Archives

Model This Week