ବିଲବୋର୍ଡ ଜରିଆରେ ମୋଦିଙ୍କୁ ଧନ୍ୟବାଦ ଦେଲା କାନାଡା

ଓଟାୱା,୧୧ ।୩: କରୋନା ମହାମାରୀକୁ ଦୂରେଇ ଦେବାକୁ ଭାରତ ଅନ୍ୟଦେଶକୁ ଯେଉଁଭଳି ଭାବେ ସାହାଯ୍ୟ କରୁଛି ସାରା ବିଶ୍ୱ ଏବେ ଭାରତର ପ୍ରଶଂସା କରୁଛି । ନିକଟରେ କାନାଡାକୁ ବି କରୋନା ଟିକା ଯୋଗାଇ ପ୍ରଶଂସା ସାଉଁଟିଛି ଭାରତ । ପାକିସ୍ତାନକୁ ମଧ୍ୟ ଭାରତ କରୋନା ଟିକା ମାଗଣାରେ ଯୋଗାଇଦେବ ବୋଲି କହିଛି । ତେବେ ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ଦ୍ୱାରା ପ୍ରସ୍ତୁତ କୋଭାସିଲ୍ଡ ଭ୍ୟାସିନର ୫ଲକ୍ଷ ଡୋଜ୍ ନିକଟରେ କାନାଡାରେ ପହଞ୍ଚିଛି । ଏଥିପାଇଁ କାନାଡା ଭାରତକୁ ଧନ୍ୟବାଦ ଦେଇଛି । ଏହାକୁ ନେଇ ଟରଣ୍ଟୋରେ ବିଲବୋର୍ଡ ଲଗାଇ ସେଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ଲଗାଇବା ସହ ଧନ୍ୟବାଦ ଦିଆଯାଇଛି । ସୂଚନାଯୋଗ୍ୟ, କାନାଡାକୁ ଭାରତ ପକ୍ଷରୁ ପ୍ରାୟ ୨୦ ଲକ୍ଷ ଭ୍ୟାକ୍ସିନ ଦିଆଯିବ ଯାହା ପାଇଁ କାନାଡା ସରକାର ଖୋଲାଖୋଲି ଭାବେ ଭାରତର ପ୍ରଶଂସା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

ଦିଲ୍ଲୀ ପୋଲିସ ନାଁରେ ଗୁରୁତର ଅଭିଯୋଗ, ଝିଅମାନଙ୍କୁ ପ୍ରବଳ ମାଡ଼….

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀ ପୋଲିସ ନାଁରେ ଜାତୀୟ ମାନବାଧିକାର କମିଶନରେ ଅଭିଯୋଗ ଦାଖଲ ହୋଇଛି । ୨୦ ଜୁଲାଇରେ ଜନ୍ତର ମନ୍ତରରେ ବିକ୍ଷୋଭ କରୁଥିବା ଛାତ୍ରମାନଙ୍କ ବିରୁଦ୍ଧରେ ଦିଲ୍ଲୀ…

ବାହୁଡ଼ା ଯାତ୍ରା ନେଇ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଭିଡ଼ ପରିଚାଳନା ନେଇ…

ଭୁବନେଶ୍ୱର,୨୨ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନରେ ଆସନ୍ତା ୨୪ ତାରିଖରେ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପ୍ରସ୍ତୁତି ସମ୍ପର୍କରେ ସମୀକ୍ଷା କରି ଭିଡ଼ ପରିଚାଳନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri