କୋଟିକୋଟି ଟଙ୍କାର ମାଲିକ ଧନୁଷ: ଗୋଟିଏ ଫିଲ୍ମ ପାଇଁ ଚାର୍ଜ କରନ୍ତି…

ସାଉଥ ଫିଲ୍ମ ଇଣ୍ଡଷ୍ଟ୍ରିର ସୁପରଷ୍ଟାର ଧନୁଷ ବର୍ତ୍ତମାନ ସ୍ତ୍ରୀ ଐଶ୍ୱର୍ଯ୍ୟା ରଜନୀକାନ୍ତଙ୍କଠାରୁ ବିବାହ ବିଚ୍ଛେଦ ପରେ ଚର୍ଚ୍ଚାକୁ ଆସିଛନ୍ତି। ଦୁହେଁ ଅଲଗା ହେବାପରେ ମଧ୍ୟ ଉଭୟଙ୍କର ନେଟୱର୍ଥ ଖୁବ ଅଧିକ । ଧନୁଷ ନିଜ ପ୍ରତିଭା ବଳରେ କୋଟି କୋଟି ଟଙ୍କା ମାଲିକ ହୋଇଛନ୍ତି । ୨୦୨୦ରେ ଧନୁଷ ୧୪୫ କୋଟି ଟଙ୍କା ରୋଜଗାର କରିଥିଲେ। ଏକ ରିପୋର୍ଟରେ ଅନୁଯାୟୀ, ୨୦୨୧ରେ ଧନୁଷଙ୍କ ରୋଜଗାର ୧୪୨ କୋଟି ଟଙ୍କା ରହିଥିଲା । ତାଙ୍କର ନେଟୱର୍ଥ ୧୬୦ କୋଟି ଟଙ୍କା । ଗତ ପାଞ୍ଚ ବର୍ଷରେ ତାଙ୍କର ନେଟୱର୍ଥ ୧ରୁ ୨ମିଲିୟନ ରହିଛି । ଧନୁଷଙ୍କ ଲୋକପ୍ରିୟତା ବଢ଼ିବା ସହିତ ସେ ଗୋଟିଏ ଫିଲ୍ମ ସାଇନ କରିବାକୁ କୋଟି କୋଟି ଟଙ୍କାର ଚାର୍ଜ ମଧ୍ୟ କରନ୍ତି । ସେ ଗୋଟିଏ ଫିଲ୍ମ ପାଇଁ ୭ରୁ ୮ କୋଟି ଟଙ୍କା ଚାର୍ଜ କରୁଥିବା ବେଳେ ବିଜ୍ଞାପନରୁ ମଧ୍ୟ ବହୁତ ରୋଜଗାର କରନ୍ତି । ତାଙ୍କର ଚେନ୍ନାଇରେ ଏକ ଆଲିଶାନ ଘର ରହିଛି । ଏହାର ଦାମ ୨୦ରୁ ୨୫ କୋଟି ହୋଇଥିବା ଜଣାପଡ଼ିଛି । ଧନୁଷ ନିଜ ପୁଅ ଓ ସ୍ତ୍ରୀଙ୍କ ସହିତ ସେହିି ବଙ୍ଗଳାରେ ରୁହନ୍ତି । ଏହା ବ୍ୟତୀତ ଧନୁଷ ଜଣେ ଡାକ୍ତର ମଧ୍ୟ ଅଟନ୍ତି। ଧନୁଷଙ୍କ ବ୍ୟତୀତ ସ୍ତ୍ରୀ ଐଶ୍ୱର୍ଯ୍ୟା ମଧ୍ୟ ଜଣେ ଗାୟିକା ଅଟନ୍ତି । ସେ ନିଜ ପେସାରୁ ୩୫ କୋଟି ଟଙ୍କା ଆୟ କରନ୍ତି । ଦୁହେଁ ମିଶି ବର୍ଷରେ ୧୪୫ କୋଟିରୁ ଅଧିକ ଟଙ୍କା ରୋଜଗାର କରନ୍ତି । ଧନୁଷ ଅଭିନୟ ସମେତ ନିର୍ଦ୍ଦେଶନା, ପ୍ଲେବ୍ୟାକ ସିଙ୍ଗର୍‌ ଓ ପ୍ରଡ୍ୟୁସର୍‌ ଭାବରେ ମଧ୍ୟ କାମ କରନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri