କୋଟିପତି ପିଏସ୍‌ ବିରଞ୍ଚିଙ୍କୁ ବାଧ୍ୟତାମୂଳକ ଅବସର

ଭୁବନେଶ୍ବର,୨।୮(ବ୍ୟୁରୋ): ଓଡ଼ିଶା ଷ୍ଟାଫ ସିଲେକ୍ସନ କମିଶନ (ଓଏସ୍‌ଏସ୍‌ସି) ସଦସ୍ୟଙ୍କ କୋଟିପତି ପିଏସ୍‌ ବିରଞ୍ଚି ନାରାୟଣ ସାହୁଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ତାଙ୍କୁ ଗିରଫ କରିବା ପରେ ସୋମବାର ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର।

ଓଏସ୍‌ଏସ୍‌ସି ପକ୍ଷରୁ ତାଙ୍କୁ ନିଲମ୍ବିତ କରାଯିବା ସହ ତାଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯାଇଥିଲା।

ଭିଜିଲାନ୍ସ ଟିମ୍‌ ଜୁଲାଇ ୩୦ରେ ବିରଞ୍ଚିଙ୍କ ଘର ସମେତ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲା। ଚଢାଉ ବେଳେ ସାଢେ ୩ କୋଟି ଟଙ୍କାର ଆୟ ବର୍ହିଭୂତ ସମ୍ପତ୍ତି ଠାବ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୯ ଜିଲାର ଚାଷୀ ଫସଲ ବୀମା ପାଇନାହାନ୍ତି

ଭୁବନେଶ୍ୱର,୨।୭(ବ୍ୟୁରୋ) କଂଗ୍ରେସ ସଭ୍ୟ ସନ୍ତୋଷ ସିଂ ସାଲୁଜା ୨୦୧୭ରୁ ଏପର୍ଯ୍ୟନ୍ତ ୯ଟି ଜିଲାର ଚାଷୀ ଫସଲ ବୀମା ପାଇ ନ ଥିବା ବିଷୟ ବାଚସ୍ପତିଙ୍କ ଦୃଷ୍ଟି...

ରାଜ୍ୟ ବଜେଟ: ଜାଣନ୍ତୁ କ’ଣ ରହିଛି ନୂଆ, କେଉଁ ଯୋଜନାରେ କେତେ ବ୍ୟୟବରାଦ…

ଭୁବନେଶ୍ୱର,୨୪।୨(ବ୍ୟୁରୋ): ଉପସ୍ଥାପନ ହୋଇଛି ରାଜ୍ୟ ବଜେଟ। ୨୦୨୩-୨୪ ଆର୍ଥିକ ବର୍ଷ ଲାଗି ୨ ଲକ୍ଷ ୩୦ ହଜାର କୋଟିର ବଜେଟକୁ ଶୁକ୍ରବାର ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ...

ଓଡ଼ିଶାକୁ ସ୍ବଚ୍ଛ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ): ସ୍ବଚ୍ଛତା ଲାଗି ଓଡିଶାକୁ ‘ଇଣ୍ଡିଆ ଟୁଡେ’ ଗ୍ରୁପ ପକ୍ଷରୁ ସର୍ବାଧିକ ସ୍ବଚ୍ଛ ରାଜ୍ୟ ଭାବେ ପୁରସ୍କୃତ କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପକ୍ଷରୁ ପଞ୍ଚାୟତିରାଜ,...

ସତେଜ କାରବାର ପୁଣି ଫେରିଛି

ବ୍ୟବସାୟ ପ୍ରବହମାନ ଜଳ ସଦୃଶ। ନଦୀରେ ପାଣି କମ୍‌ ବେଶି ହେବା ଭଳି ବ୍ୟବସାୟ ମଧ୍ୟ ଅନେକ ଉତ୍‌ଥାନ ଓ ପତନ ଦେଇ ଗତି କରିଥାଏ।...

ଦୈତନଗରୀରେ ପ୍ରତିଷ୍ଠା ହେବ ୟୁନିଫାଏଡ୍‌ କଣ୍ଟ୍ରୋଲ ରୁମ୍‌ : ଡିଜିପି

ଭୁବନେଶ୍ୱର, ୨ା୧(ବ୍ୟୁରୋ): ତ୍ୱରିତ ଓ ସମନ୍ବିତ ସେବା ଯୋଗାଇବା ସହରାଞ୍ଚଳ ପୋଲିସ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏଥିପାଇଁ କଟକ ଓ ଭୁବନେଶ୍ୱର ଦୈତନଗରୀରେ ପ୍ରତିଷ୍ଠା...

୫-ଟିରେ ଅନୁଗୋଳର ୫୦ ହାଇସ୍କୁଲ

ଅନୁଗୋଳ ଅଫିସ,୧୭ା୪ ଅନୁଗୋଳ ଜିଲାରେ ବଦଳିବ ହାଇସ୍କୁଲ ଶିକ୍ଷାର ଭିତ୍ତିଭୂମି। ଶୈକ୍ଷିକ ବ୍ୟବସ୍ଥାରେ କରାଯିବ ବଡ଼ ପରିବର୍ତ୍ତନ। ନୂଆ ରୂପରେଖ ସହ ଗୁଣାତ୍ମକ ଶିକ୍ଷା ପାଇଁ...

ଆଜିଠାରୁ ଟାଙ୍ଗୀ, ଚନ୍ଦକାକୁ ଗଡିବ ‘ମୋ ବସ୍‌’

ଭୁବନେଶ୍ୱର, ୨୪।୧ (ବ୍ୟୁରୋ):କଟକ ଟାଙ୍ଗୀ ଓ ଚନ୍ଦକାକୁ ଗଡିବ ‘ମୋ ବସ୍‌’। ଏହି ଅଞ୍ଚଳରେ ମୋ ବସ୍‌ ଚଳାଚଳ ଲାଗି ଦୀର୍ଘଦିନରୁ ଲୋକେ ଦାବି କରି...

ସୋଲାର ସିଷ୍ଟମ୍‌ ନଳକୂପ ଅଚଳ: ଫେଲ୍‌ ମାରିଛି ଯୋଜନା

ଝୁମ୍ପୁରା, ୧୭।୭ (ଡି.ଏନ.ଏ.)-କେନ୍ଦୁଝର ଜିଲା ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଖଣି କ୍ଷତିଗ୍ରସ୍ତ ଅଞ୍ଚଳ ଭାବେ ପ୍ରଥମ ଭାଗରେ ଚିହ୍ନଟ ହୋଇଥିବା ୫ଟି ପଞ୍ଚାୟତ (ବସନ୍ତପୁର, ମଲଦା,...

Advertisement
Archives

Model This Week