ମହାକାଶ ଯାତ୍ରା କରିବାରେ ବ୍ରାନ୍‌ସନ୍‌ ପ୍ରଥମ ବିଲିୟନେୟାର

ଓ୍ବାଶିଂଟନ୍‌, ୧୧ା୭: ଭର୍ଜିନ ଗାଲାକ୍ଟିକ ପ୍ରତିଷ୍ଠାତା ରିଚାର୍ଡ ବ୍ରାନ୍‌ସନ(୭୦) ରବିବାର ପ୍ରଥମ ବିଲିୟନେୟାର ଭାବେ ମହାକାଶ ଯାତ୍ରା କରିବାରେ ଇତିହାସ ରଚିଛନ୍ତି। ତାଙ୍କ ସହ ଦୁଇ ପାଇଲଟ୍‌ ଡେଭ୍‌ ମାକେ, ମାଇକେଲ ମାସୁକି ଏବଂ ମହାକାଶଚାରୀ ଭାରତୀୟ ବଂଶୋଦ୍ଭବ ସିରିଶା ବନ୍ଦାଲା, ବେଥ୍‌ ମେସୋସ୍‌ ଓ ଅପରେଶନ ଇଞ୍ଜିନିୟର କୋଲିନ୍‌ ବେନେଟ୍‌ ମିଶନ ୟୁନିଟ୍‌ ୨୨ରେ ଯାତ୍ରା କରିଛନ୍ତି। ଭାରତୀୟ ସମୟ ସନ୍ଧ୍ୟା ପ୍ରାୟ ୮ଟାରେ ନ୍ୟୁୟର୍କସ୍ଥିତ ଆମେରିକା ସ୍ପେସ୍‌ପୋର୍ଟରୁ ଭର୍ଜିନ୍‌ ଗାଲାକ୍ଟିକ୍‌ର ସ୍ପେସ୍‌କ୍ରାଫ୍ଟ ମହାକାଶ ଅଭିମୁଖେ ଯାତ୍ରା କରିଥିଲା। ଯାତ୍ରା ସମୟର ସମସ୍ତ ପ୍ରକ୍ରିୟା ଭର୍ଜିନ ଗାଲାକ୍ଟିକ ଟୁଇଟରରେ ଲାଇଭ୍‌ ଷ୍ଟ୍ରିମ୍‌ ହୋଇଥିଲା। ମହାକାଶକୁ ଯାତ୍ରା କରିବାରେ ସିରିଶା ହେଉଛନ୍ତି ତୃତୀୟ ଭାରତୀୟ ବଂଶୋଦ୍ଭବ। ଏହା ପୂର୍ବରୁ କଳ୍ପନା ଚାଓ୍ବଲା ଓ ସୁନିତା ଓ୍ବିଲିୟମସ୍‌ ମହାକାଶକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri