ଜେଲ ଗଲେ କୋଟିପତି ଏସ୍‌ଡିଓ

କେନ୍ଦୁଝର,୨୨।୯(ଡି.ଏନ.ଏ./ସ୍ବ.ପ୍ର.): ଶେଷରେ ଭିଜିଲାନ୍ସ ହାତରେ ବନ୍ଧା ହୋଇଛନ୍ତି ବିଦ୍ୟୁତ୍‌ ବିଭାଗର କୋଟିପତି ଏସ୍‌ଡିଓ ମହେଶ୍ୱର ସେଠୀ। ମଙ୍ଗଳବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କ କେନ୍ଦୁଝର ସ୍ପଞ୍ଜ କଲୋନୀ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରି ୨.୫୭ କୋଟି ଟଙ୍କାର ସମ୍ପତ୍ତି ଠାବ କରିଥିଲା। ତାଙ୍କୁ ଅଟକ ରଖି ଭିଜିଲାନ୍ସ ଟିମ୍‌ ପଚରାଉଚୁରା କରିଥିଲା। ବୁଧବାର ଭିଜିଲାନ୍ସ ଏକ ମାମଲା (ନଂ.୧୭/୨୦୨୧) ରୁଜୁ କରି ମହେଶ୍ୱରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ଦିନରେ କ୍ଷତି ଆକଳନ ନିର୍ଦ୍ଦେଶ

ଭୁବନେଶ୍ୱର,୨୮ା୫(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଅପରାହ୍ନରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି। ସନ୍ଧ୍ୟାରେ ଭିଡିଓ କନ୍‌ଫରେନ୍ସ ଜରିଆରେ...

ଦ୍ୱିତୀୟ ବିବାହ କରିବେ ବିଧାୟକ ବ୍ୟୋମକେଶ

ଭଦ୍ରକ ଅଫିସ, ୨୩ା୬: ଭଦ୍ରକ ଜିଲାର ଚାନ୍ଦବାଲି ବିଧାୟକ ତଥା ଯୁବ ବିଜେଡି ସଭାପତି ବ୍ୟୋମକେଶ ରାୟ ଦ୍ୱିତୀୟ ଥର ପାଇଁ ବିବାହ କରିବେ। ଜୁଲାଇ...

ଛାତ୍ରୀ ନିଖୋଜ ଘଟଣା:ବିବାହ ପାଇଁ ମନା କରିବାରୁ ତଣ୍ଟି ଚିପି ହତ୍ୟା

ବସ୍ତା, ୧୧।୬(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ଜାମଶୁଳୀ ଗ୍ରାମର ଜଣେ କଲେଜ ଛାତ୍ରୀ ୪ ମାସ ଧରି ନିଖୋଜ ହେବା ଘଟଣାର ସୋମବାର ଗୁମର...

ଲକ୍‌ଡାଉନ୍‌ ଟାଇମ୍‌ପାସ୍‌: ଅନ୍‌ଲାଇନ୍‌ ଗେମିଂର ଡିମାଣ୍ଡ ବଢ଼ିଲା

ସସ୍ମିତା ପାଇକରାୟ ଭୁବନେଶ୍ୱର, ୨୨ା୪ (ବ୍ୟୁରୋ): କରୋନା ବଦଳାଇ ଦେଇଛି ଲୋକଙ୍କ ଜୀବନଶୈଳୀ। ଲକ୍‌ଡାଉନ୍‌ ଯୋଗୁ ଲୋକେ ଦିନରାତି ଘରେ ରହୁଥିବାବେଳେ ଟାଇମ୍‌ପାସ୍‌ ପାଇଁ ଭିନ୍ନ...

ଫେରାର ଅଛନ୍ତି ନବରଙ୍ଗପୁର ଜିଲାର ୧୯ ନକଲି ଶିକ୍ଷକ

ନବରଙ୍ଗପୁର,୯ା୫(ବି.ପ୍ର.): ଶିକ୍ଷା ବିଭାଗରେ ଅନେକ ତ୍ରୁଟିପୂର୍ଣ୍ଣ ନୀତି ଯୋଗୁ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟା ଓ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ କୋହଳ ହୋଇଯାଉଥିବା ଦେଖାଯାଉଛି। ନକଲି ସାର୍ଟିଫିକେଟ ଦେଇ...

ବିପଦସଙ୍କୁଳ ପରିବହନ, ଦୁର୍ଘଟଣାକୁ ଆମନ୍ତ୍ରଣ

ରାଉରକେଲା ଅଫିସ୍‌,୧୨।୧: ବ୍ୟସ୍ତବହୁଳ ସ୍ମାର୍ଟସିଟି ରାଉରକେଲା। ଏଠାରେ ବିପଦସଙ୍କୁଳ ଭାବେ ପରିବହନ ଦେଖିବାକୁ ମିଳିଛି। ଯାହା ଦୁର୍ଘଟଣାକୁ ଆମନ୍ତ୍ରଣ କରୁଛି ବୋଲି କୁହାଯାଉଛି। ଯାତାୟତ ସମୟରେ...

ଟୋଲଗେଟରେ ଗଣ୍ଡଗୋଳ: ଭାଜପା ନେତାଙ୍କୁ ମାଡ଼

ସମ୍ବଲପୁର,୩୦ା୯(ବ୍ୟୁରୋ): ସମ୍ବଲପୁର ଜିଲା ଭାଜପା ସଭାପତି ଗିରୀଶ ପଟେଲଙ୍କ ନେତୃତ୍ୱରେ ଭାଜପା କର୍ମକର୍ତ୍ତା ଭୁବନେଶ୍ୱରଠାରେ ଆୟୋଜିତ କର୍ମୀ ସମ୍ମିଳନୀରେ ଯୋଗଦେବାକୁ ଯାଉଥିଲେ। ଆଠଗଡ଼ ଟୋଲଗେଟରେ ୨ଜଣ...

ବିରୋଧୀଙ୍କ ସବୁ ଅଙ୍କ ଭୁଲ କଲା ବିଜେଡି

ଅନୁଗୋଳ ଅଫିସ, ୨୫।୫- ଗତ ପଞ୍ଚାୟତ ନିର୍ବାଚନରେ ଭାଜପା ଅନୁଗୋଳ ଜିଲାରେ ଯେପରି ପ୍ରଦର୍ଶନ କରିଥିଲା ତାହାକୁ ନେଇ ରାଜନୈତିକ ବିଶାରଦମାନେ ନାନା କଳ୍ପନାଜଳ୍ପନା କରୁଥିଲେ।...

Advertisement
Archives

Model This Week