ଜେଲ ଗଲେ କୋଟିପତି ଏସ୍‌ଡିଓ

କେନ୍ଦୁଝର,୨୨।୯(ଡି.ଏନ.ଏ./ସ୍ବ.ପ୍ର.): ଶେଷରେ ଭିଜିଲାନ୍ସ ହାତରେ ବନ୍ଧା ହୋଇଛନ୍ତି ବିଦ୍ୟୁତ୍‌ ବିଭାଗର କୋଟିପତି ଏସ୍‌ଡିଓ ମହେଶ୍ୱର ସେଠୀ। ମଙ୍ଗଳବାର ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଟିମ୍‌ ତାଙ୍କ କେନ୍ଦୁଝର ସ୍ପଞ୍ଜ କଲୋନୀ ଘର ସମେତ ୫ଟି ସ୍ଥାନରେ ଚଢ଼ାଉ କରି ୨.୫୭ କୋଟି ଟଙ୍କାର ସମ୍ପତ୍ତି ଠାବ କରିଥିଲା। ତାଙ୍କୁ ଅଟକ ରଖି ଭିଜିଲାନ୍ସ ଟିମ୍‌ ପଚରାଉଚୁରା କରିଥିଲା। ବୁଧବାର ଭିଜିଲାନ୍ସ ଏକ ମାମଲା (ନଂ.୧୭/୨୦୨୧) ରୁଜୁ କରି ମହେଶ୍ୱରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଝୁନି ମମତା

ଅନୁଗୋଳ ଅଫିସ,୨୨ା୮: ମାତୃତ୍ୱର ଅର୍ଥ ବୁଝେ ମା’। ସେଥିପାଇଁ ସେ ସ୍ନେହମୟୀ। ମମତାମୟୀ। ପିଲାଟିଏ ତା’ ପାଇଁ ଈଶ୍ୱରଙ୍କ ଆଶୀର୍ବାଦ। ସରଗର ସଜଫୁଟା ପାରିଜାତ। ହେଲେ ଅନେକ...

କାର ଧକ୍କାରେ ଛାତ୍ର ମୃତ

କ୍ଷତିପୂରଣ ଦାବିରେ ରାସ୍ତାରୋକୋ ପାଟପୁର,୮ା୧୨-ପାଟପୁର ଥାନା ଟି.ଗୋବିନ୍ଦପୁର ପଞ୍ଚାୟତ ଲକ୍ଷ୍ମୀନାରାୟଣପୁର ମୁଖ୍ୟ ରାସ୍ତାରେ ଶନିବାର ଗଜପତି ଜିଲା ମୋହନାରୁ ବ୍ରହ୍ମପୁର ଅଭିମୁଖେ ଯାଉଥିବା ଏକ କାର...

୨ରୁ ମିଶନ ଇନ୍ଦ୍ରଧନୁଷ: ଶତ ପ୍ରତିଶତ ଟିକାକରଣ ନିର୍ଦ୍ଦେଶ

ଭୁବନେଶ୍ୱର, ୧ା୧୨(ବ୍ୟୁରୋ): ଆସନ୍ତା ୨ ତାରିଖରୁ ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ‘ମିଶନ ଇନ୍ଦ୍ରଧନୁଷ୍‌-୨’ର ପ୍ରଥମ ପର୍ଯ୍ୟାୟ ଆରମ୍ଭ ହେବ। ୬ ଜିଲା ଯଥା ଗଜପତି, କନ୍ଧମାଳ,...

ସୁନ୍ଦରୀ ବେକରୁ ଖୋଲାଗଲା ରେଡିଓ କଲାର

ବନ୍ତଳା, ୨୨ା୨ (ଡି.ଏନ.ଏ.) – ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟ ବନ୍ତଳା ଥାନା ରାଇଗୁଡା ରେଞ୍ଜ ଏନ୍‌କ୍ଲୋଜରରେ ଥିବା ବାଘୁଣୀ ସୁନ୍ଦରୀ ବେକରୁ ଶୁକ୍ରବାର ରେଡିଓ...

ଇକୋ ଭିଲେଜ ପାଇଁ ସଜେଇହେଲା ମୁଦୁଲିଗାଡ଼ିଆ :ଗାଁରେ ରହି ମଜ୍ଜା ଉଠାଇବେ ପର୍ଯ୍ୟଟକ

ଗଣିଆ,୩ା୧୧(ଡି.ଏନ.ଏ.): ସାତକୋଶିଆ ବ୍ୟାଘ୍ର ସଂରକ୍ଷଣାଞ୍ଚଳ ଅନ୍ତର୍ଗତ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡ ଛାମୁଣ୍ଡିଆ ବନାଞ୍ଚଳର ମୁଦୁଲିଗାଡିଆ ଗ୍ରାମକୁ ବନ୍ୟପ୍ରାଣୀ ବନ ବିଭାଗ ଦ୍ୱାରା ଇକୋ ଭିଲେଜରେ ପରିଣତ...

ଚୁଲିରୁ ନିଆଁ ଲାଗି ବୃଦ୍ଧା ଗୁରୁତର

ପାଟଣା,୮।୧୧(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ରସପଡା ଗ୍ରାମରେ ଚୁଲିରୁ ନିଆଁ ଲାଗି ଜଣେ ବୃଦ୍ଧା ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ପାଟଣା ଗୋଷ୍ଠୀ...

ବର୍ଷେ ବିତିଲା, ଅଧପନ୍ତରିଆ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

ଖଣ୍ଡପଡ଼ା,୨୯ା୮(ସ୍ବ.ପ୍ର.): କଣ୍ଟିଲୋ ଅଞ୍ଚଳରେ ନିର୍ମାଣାଧୀନ ଏକ ଅଙ୍ଗନୱାଡି କେନ୍ଦ୍ରର କାର୍ଯ୍ୟ ଦୀର୍ଘ ବର୍ଷପରେ ମଧ୍ୟ ଅଧପନ୍ତରିଆ ଅବସ୍ଥାରେ ଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ...

କନ୍ଧମାଳରେ ୧୪୪ ଧାରା: ପର୍ଯ୍ୟଟକଙ୍କୁ ଦାରିଙ୍ଗବାଡ଼ି ମନା

ଦାରିଙ୍ଗବାଡି,୧୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ଭୂତାଣୁ ବ୍ୟାପିବାକୁ ରୋକିବା ନିମନ୍ତେ ସତର୍କ ରହିବାକୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ମଙ୍ଗଳବାର କନ୍ଧମାଳ ଜିଲାପାଳ ଡ....

Advertisement
Archives

Model This Week