ଶ୍ରୀଲଙ୍କା ରାଷ୍ଟ୍ରପତିଙ୍କ ଘରୁ ମିଳିଲା କୋଟି କୋଟି ଟଙ୍କା

କଲମ୍ବୋ,୧୦।୭: ଘୋର ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପଡୋଶୀ ଶ୍ରୀଲଙ୍କା ପରିସ୍ଥିତି ଆହୁରି ସଙ୍ଗୀନ ହେବାରେ ଲାଗିଛି। ପ୍ରଦର୍ଶନକାରୀ ବିରୋଧକୁ ଆହୁରି କଡ଼ା କରି ରାଷ୍ଟ୍ରପତି ଭବନକୁ ନିଜ ଅଧୀନକୁ ନେଇଛନ୍ତି। ଏସବୁ ମଧ୍ୟରେ ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେ ଜୁଲାଇ ୧୩ ରେ ଇସ୍ତଫା ଘୋଷଣା କରିଛନ୍ତି। କେବଳ ଏତିକି ନୁହେଁ, ବଢୁଥିବା ହିଂସାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରାନିଲ ୱିକ୍ରେମସିଂଘେ ମଧ୍ୟ ଇସ୍ତଫା ଦେଇଛନ୍ତି।
ଶ୍ରୀଲଙ୍କାରେ ସରକାର ବିରୋଧୀ ବିକ୍ଷୋଭକାରୀମାନେ ରବିବାର ରାଷ୍ଟ୍ରପତି ଗୋଟାବାୟା ରାଜପାକ୍ସେଙ୍କ ସରକାରୀ ବାସଭବନ ଉପରେ ଚଢାଉ କରି କୋଟି କୋଟି ଟଙ୍କା ଜବତ କରିଥିବା ଦାବି କରିଛନ୍ତି। ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରାଯାଇଛି। ଭିଡିଓରେ ବିକ୍ଷୋଭକାରୀମାନେ ଜବତ କରିଥିବା ନୋଟଗୁଡ଼ିକୁ ଗଣୁ ଥିବା ଦେଖାଯାଇଛି। ଉଦ୍ଧାର ହୋଇଥିବା ଟଙ୍କା ସୁରକ୍ଷା ୟୁନିଟ୍‌କୁ ହସ୍ତାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ଶ୍ରୀଲଙ୍କାର ଆର୍ଥିକ ସଙ୍କଟ ଚରମ ସୀମାରେ ପହଞ୍ଚିଥିବା ବେଳେ ଗତ ମାର୍ଚ୍ଚରୁ ଗୋଟାବାୟା ରାଜପାକ୍ସେଙ୍କ ଇସ୍ତଫା ଦାବି କରିଆସୁଥିଲେ ବିରୋଧୀ। ମାସ ମାସ ଧରି ଆନ୍ଦୋଳନ ପରେ ବି ସେ ଗାଦି ନ ଛାଡ଼ିବାରୁ ସ୍ଥିତିକୁ ନିଜ ହାତକୁ ନେଇଯାଇଥିଲେ ଲୋକେ। ଫଳରେ ବାଧ୍ୟ ହୋଇ ଶ୍ରୀଲଙ୍କା ରାଷ୍ଟ୍ରପତି ତାଙ୍କ ସରକାରୀ ବାସଭବନ ଛାଡ଼ି ପଳାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri