Odisha Elections 2024

ବିମଳେନ୍ଦୁ ସୋନପୁର ଜିଲାପାଳ

ଭୁବନେଶ୍ୱର,୨ା୬(ବ୍ୟୁରୋ)-ରାଜ୍ୟ ସରକାର ବିମଳେନ୍ଦୁ ରାୟଙ୍କୁ ସୋନପୁର ଜିଲାପାଳ ଭାବେ ନିଯୁକ୍ତି ଦେଇଛନ୍ତି। ଶୁକ୍ରବାର ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିମଳେନ୍ଦୁ ଏବେ ପୂର୍ତ୍ତ ବିଭାଗର ସ୍ବତନ୍ତ୍ର ସଚିବ ଅଛନ୍ତି। ସୋନପୁର ଜିଲାପାଳ ଆବୋଲି ସୁନୀଲ ନରଓ୍ବଣେଙ୍କୁ ଝାରସୁଗୁଡ଼ାକୁ ବଦଳି କରାଯାଇଥିଲା। ଉପନିର୍ବାଚନ ପୂର୍ବରୁ ନରଓ୍ବଣେ ଝାରସୁଗୁଡ଼ା ଜିଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ।
ସେବେଠାରୁ ସୋନପୁରରେ ଜିଲାପାଳ ପଦବୀ ଖାଲିପଡ଼ିଥିଲା। ବରିଷ୍ଠ ଓଏଏସ୍‌ ଅଧିକାରୀ ତଥା ସୋନପୁର ଜିଲାର ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶ ସେହିଦିନଠାରୁ ଜିଲାପାଳ ଦାୟିତ୍ୱରେ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି...

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

ଓଡିଶା ବିକାଶ କରିବାରେ ବିଜେଡି ବିଫଳ ହୋଇଛି: ହେମା ମାଳିନୀ

ଭୁବନେଶ୍ୱର,୧୭।୫: ଗତ ୨୫ ବର୍ଷ ମଧ୍ୟରେ ଓଡିଶାର ବିକାଶ ପାଇଁ କିଛି କରି ନ ଥିବା ଅଭିଯୋଗ କରି ପୁଣିଥରେ ଭାଜପା ଶାସକ ବିଜେଡିକୁ ଟାର୍ଗେଟ...

ନେତାଙ୍କ କଥାରେ ଭଳୁ ନାହାନ୍ତି ଭୋଟର

ବରଗଡ଼ରୁ ଅନିଲ ଦାସ,୧୭ା୫: ଖରାତାତି ସାଙ୍ଗକୁ ବଢ଼ିଚାଲିଛି ନିର୍ବାଚନୀ ଉଷ୍ମତା। ଆଉ ଦୁଇଦିନ ପରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି। ଏହି ପର୍ଯ୍ୟାୟରେ...

ପ୍ରାର୍ଥୀ କିଏ ଆମେ ଜାଣିନୁ, ଚିହ୍ନ ଦେଖି ଭୋଟ୍‌ ଦେବୁ

ବରଗଡ଼ରୁ ଅନିଲ ଦାସ,୧୭ା୫: ବର୍ତ୍ତମାନ ଚାରିଆଡ଼େ ନିର୍ବାଚନ ଉଷ୍ମତା। ରାଜନେତାମାନେ ଘନଘନ ପ୍ରଚାରରେ ଆସୁଛନ୍ତି। ମାତ୍ର ଭୋଟରମାନେ ଏଥର ଆଉ ମିଥ୍ୟା ପ୍ରତିଶ୍ରୁତିକୁ ବିଶ୍ୱାସ କରୁନାହାନ୍ତି।...

ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ଏସ୍‌ଆଇଟି

କଟକ,୨୭।୫(କାର୍ତ୍ତିକ ସାହୁ): ପୋଲିସ ମୁଖ୍ୟାଳୟ ପକ୍ଷରୁ ଗଠିତ ସ୍ବତନ୍ତ୍ର ତଦନ୍ତକାରୀ ଦଳ (ଏସ୍‌ଆଇଟି) ଖଲ୍ଲିକୋଟ ମର୍ଡର କେସ୍‌ର ତଦନ୍ତ କରିବ ବୋଲି ଜଣାପଡିଛି। ଏହି ସ୍ବତନ୍ତ୍ର...

ଗଙ୍ଗାଧର ମେହେରଙ୍କୁ ସନ୍ଥ କବି କହିଦେଲେ ପାଣ୍ଡିଆନ୍‌:ଦେଖନ୍ତୁ ଭିଡିଓ

ସମ୍ବଲପୁର,୧୭।୫: ଏବେ ଚାଲିଛି ନିର୍ବାଚନୀ ଋତୁ। ଚାରିଆଡେ ନିର୍ବାଚନ ପ୍ରଚାର। ଗୋଟିଏ ପଟେ କେନ୍ଦ୍ରୀୟ ନେତା ଓଡ଼ିଶାରେ ଘନ ଘନ ପ୍ରଚାର କରୁଥିବାବେଳେ ବିଜେଡି ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri