ପାଞ୍ଚ ବର୍ଷରୁ ଊର୍ଦ୍ଧ୍ୱ ବୟସର ପିଲାଙ୍କ ପାଇଁ ଆସିବ କରୋନା ଟିକା: ଦ୍ୱିତୀୟ-ତୃତୀୟ ଟ୍ରାଏଲ ପାଇଁ ମିଳିଲା ମଞ୍ଜୁରୀ!

ନୂଆଦିଲ୍ଲୀ,୪ ।୯: ଦେଶରେ ଖୁବ୍‌ଶୀଘ୍ର ୫ ବର୍ଷ ବୟସରୁ ଅଧିକ ବର୍ଷର ପିଲାଙ୍କ ପାଇଁ କରୋନା ଟିକା ମିଳିଯିବ । କୋର୍ବେଭାକ୍ସ ଟିକାକୁ ଦ୍ୱିତୀୟ ଓ ତୃତୀୟ ଟ୍ରାଏଲ ପାଇଁ ମଞ୍ଜୁରି ମିଳିଥିବା ଜଣାପଡିଛି । ଜୈବ ପ୍ରାଦ୍ଦ୍ୟୋଗିକି ବିଭାଗ(ଡିବିଟି)ଶୁକ୍ରବାର କହିଛି ଜୈବିକ ଇ କୁ ୫ ବର୍ଷ ବୟସରୁ ଅଧିକ ବୟସର ପିଲାଙ୍କୁ କୋଭିଡ-୧୯ ଭ୍ୟାକ୍ସିନ କୋର୍ବେଭାକ୍ସକୁ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରିକ୍ଷଣ ପାଇଁ ଡିଜିସିଆଇରୁ ଅନୁମତି ମିଳିଛି । ବିଶେଷଜ୍ଞ ଦଳ ଟିକାକୁ ଟ୍ରାଏଲ ପାଇଁ ଅନୁମତି ପ୍ରଦାନ କରିଛନ୍ତି । ବିଶେଷଜ୍ଞମାନେ ଅନୁମାନ ଲଗାଇଥିଲେ କି ଯଦି କରୋନାର ତୃତୀୟ ଲହର ଆସିବ ତେବେ ଏହା ପିଲାମାନଙ୍କ ଉପରେ ବିଶେଷ ପ୍ରଭାବ ପକାଇବ । ଚଳିତ ମାସରେ ତୃତୀୟ ଲହର ଆସିବାର ସମ୍ଭାବନା ରହିଛି । ଏଥିପାଇଁ ଭ୍ୟାକ୍ସିନ କବଚ ଭଳି କାମ କରିବ । ବାୟୋଲଜିକାଲ ଇ ଲିମିଟେଡର ପ୍ରବନ୍ଧ ନିର୍ଦ୍ଦେଶ ମହିମା ଦତଲା କହିଛନ୍ତି ଏହି ମଞ୍ଜୁରୀକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(ଡବ୍ଲୁଏଚଓ) ସହ କଥା ହେଲେ ଲାଭ ମିଳିବ । ମିଳିଥିବା ବିଶେଷ ସୂଚନା ଅନୁଯାୟୀ, ହାଇଦ୍ରାବାଦ ସ୍ଥିତ ଔଷଧ କମ୍ପାନୀ ବାୟୋଲଜିକାଲ ଇକୁ ଭ୍ୟାକ୍ସିନ କୋର୍ବେଭାକ୍ସ ଭାରତରେ ସେପ୍ଟେମ୍ବର ଶେଷ ସୁଦ୍ଧା ଆସିବାର ସମ୍ଭାବନା ରହିଛି । ଏହାର ପ୍ରଥମ ଓ ଦ୍ୱିତୀୟ ଟ୍ରାଏଲରେ ଭଲ ଫଳ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା

ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା…

ଗ୍ରାହକଙ୍କୁ ବଡ଼ ଝଟ୍‌କା! ଆହୁରି ମହଙ୍ଗା ହେବ ଏଲ୍‌ପିଜି ଗ୍ୟାସ୍ ସିଲିଣ୍ଡର, କେନ୍ଦ୍ର ସରକାର ସ୍ପଷ୍ଟ କରି କହିଲେ…..

ନୂଆଦିଲ୍ଲୀ,୮।୬: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଯୋଗୁଁ ଭାରତରେ ଲୋକମାନେ ମଧ୍ୟ ମୂଲ୍ୟ ବୃଦ୍ଧିର ଶିକାର ହେଉଛନ୍ତି । ଗତ କିଛି ଦିନ ମଧ୍ୟରେ…

ଇଣ୍ଡିଆ ମେଣ୍ଟ ବୈଠକରେ ବଡ଼ ନିଷ୍ପତ୍ତି; ଏହି ୫ ପ୍ରସଙ୍ଗ ଉପରେ ମୋହର ମାରିଲେ ବିରୋଧୀ, ଛାନିଆ ହେଲା ଭାଜପା

ନୂଆଦିଲ୍ଲୀ, ୮।୬: ବିରୋଧୀ ଇଣ୍ଡିଆ ବ୍ଲକର ବୈଠକ ସୋମବାର ଜାତୀୟ ରାଜଧାନୀ ଦିଲ୍ଲୀର କନଷ୍ଟିଚ୍ୟୁଶନ କ୍ଲବରେ ଦୀର୍ଘ ଏବଂ ତୀବ୍ର ଆଲୋଚନା ପରେ ସମାପ୍ତ ହୋଇଛି। କଂଗ୍ରେସ…

ଭାରତ ପାଇଁ ଖେଳିବା ପୂର୍ବରୁ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଚେତାବନୀ: ଆଗକୁ…

ନୂଆଦିଲ୍ଲୀ,୮।୬: ମାତ୍ର ୧୫ ବର୍ଷ ବୟସରେ ବିଶ୍ୱର ସବୁଠାରୁ ଚର୍ଚ୍ଚିତ କ୍ରିକେଟର ପାଲଟିଛନ୍ତି ବୈଭବ ସୂର୍ଯ୍ୟବଂଶୀ। IPLରେ ଚହଳ ସୃଷ୍ଟି କରିବା ଠାରୁ ଆରମ୍ଭ କରି ଟିମ…

ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍‌ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍‌ କରାଇ ଦେବା…

ରାଘବ ଚଢ଼ାଙ୍କୁ ମିଳିବ ଏହି ଦାୟିତ୍ୱ! ମୋଦି କ୍ୟାବିନେଟ୍‌ରେ ବଡ଼ ପଦବୀ ମିଳିବା ନେଇ ରାଜନୀତିରେ ହଇଚଇ, ହେବେ କି…

ନୂଆଦିଲ୍ଲୀ, ୮।୬: ଭାଜପା ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରଭନୀତ ସିଂହ ବିଟ୍ଟୁ ଏବଂ ଜର୍ଜ କୁରିଏନ୍‌ଙ୍କୁ ରାଜ୍ୟ ସଭା ଟିକେଟ ନ ମିଳିବା ପରେ ସେମାନଙ୍କୁ ମୋଦି କ୍ୟାବିନେଟରୁ…

କଳାଅନ୍ଧାର କରି ମାଡ଼ି ଆସିଲା କାଳବୈଶାଖୀ: ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର, ୮।୬: ରାଜ୍ୟର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ପ୍ରଭାବ ଜାରି ରହିଥିବା ବେଳେ ସୋମବାର ଅପରାହ୍ନରେ ପୁଣିଥରେ ଟ୍ୱିନ୍ ସିଟି କଟକ ଓ ଭୁବନେଶ୍ୱରକୁ କାଳବୈଶାଖୀ ମାଡ଼ି…

ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା

ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri