Posted inଜାତୀୟ

ବାୟୋମେଟ୍ରିିକ୍‌ ବ୍ୟବହାର ହୋଇପାରିବନି

କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ଏହାର ସମସ୍ତ କର୍ମଚାରୀଙ୍କ ପାଇଁ ଜାନୁୟାରୀ ୩୧ ପର୍ଯ୍ୟନ୍ତ ବାୟୋମେଟ୍ରିକ୍‌ ଉପସ୍ଥାନ ସ୍ଥଗିତ ରଖିଛନ୍ତି। ତେବେ ସମସ୍ତ କର୍ମଚାରୀ ଉପସ୍ଥାନ ଖାତାରେ ସେମାନଙ୍କ ଉପସ୍ଥାନ ପକାଇବାକୁ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି। ଏକ ପ୍ରତିକାରମୂଳକ ପଦକ୍ଷେପ ସ୍ବରୂପ ସମସ୍ତ ମନ୍ତ୍ରଣାଳୟ ଓ ସରକାରୀ ବିଭାଗ ଏବଂ ଏହା ସହ ସଂଯୁକ୍ତ କାର୍ଯ୍ୟାଳୟଗୁଡ଼ିକରେ ଥିବା ଆଧାର ଭିତ୍ତିକ ବାୟୋମେଟ୍ରିକ ଆଟେଣ୍ଡାନ୍ସ ବ୍ୟବସ୍ଥା ୩୧ ତାରିଖ ଯାଏ ବନ୍ଦ ରହିବ। ଏଥିସହ ସମସ୍ତ କର୍ମଚାରୀ ମାସ୍କ ପିନ୍ଧିବା ଓ କୋଭିଡ୍‌ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶନାମାରେ କୁହାଯାଇଛି।

ସେହିପରି ଉପସଚିବ ସ୍ତରଠାରୁ କମ୍‌ ପାହ୍ୟାର ଅଫିସର ଓ କର୍ମଚାରୀଙ୍କ ମଧ୍ୟରୁ ୫୦ ପ୍ରତିଶତଙ୍କୁ ଘରୁ ଅଫିସ କାର୍ଯ୍ୟ କରିବା ଲାଗି କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ଭିନ୍ନକ୍ଷମ ଓ ଗର୍ଭବତୀ ଥିବା ମହିଳା କର୍ମଚାରୀ ଅଫିସ ଆସିବେ ନାହିଁ। ଗହଳି କମାଇବା ପାଇଁ କର୍ମଚାରୀମାନଙ୍କୁ ଭିନ୍ନ ଭିନ୍ନ ସମୟରେ କାର୍ଯ୍ୟାଳୟକୁ ଆସିବା ପାଇଁ କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି। ସେହିପରି କୌଣସି ଅଞ୍ଚଳ କୋଭିଡ୍‌ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା ହୋଇଥିଲେ, ଏହା ନ ହଟିବା ପର୍ଯ୍ୟନ୍ତ ସେଠାରେ ରହୁଥିବା କର୍ମଚାରୀଙ୍କୁ ଅଫିସ ନ ଆସିବା ଲାଗି ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

ସ୍ୱାଧୀନତା ଦିବସ ପୂର୍ବସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କଲେ ରାଷ୍ଟ୍ରପତି: ‘ସର୍ବଶ୍ରେଷ୍ଠ ଭାରତ’ ଗଠନ ପାଇଁ ରଖନ୍ତୁ ଭାବନା, ପଢ଼ନ୍ତୁ ପ୍ରମୁଖ…

ନୂଆଦିଲ୍ଲୀ,୧୪।୮: ୮୦ତମ ସ୍ୱାଧୀନତା ଦିବସର ପୂର୍ବସନ୍ଧ୍ୟାରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ସେ ଦେଶ ଓ ବିଦେଶରେ ରହୁଥିବା ସମସ୍ତ ଭାରତୀୟଙ୍କୁ…

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri