ଝିଅ ପାଇଁ ୯୨ ଲକ୍ଷ ଟଙ୍କାର ଗାଡି କିଣିଲେ ବିପାଶା-କରନ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ବିପାଶା ବସୁ ଏବେ ବଡ ପରଦାଠାରୁ ଦୂରେଇ ରହିଛନ୍ତି। ହେଲେ ସୋସିଆଲ ମିଡିଆ ମାଧ୍ୟମରେ ଅଭିନେତ୍ରୀ ସବୁବେଳେ ପ୍ରଶଂସକଙ୍କ ସହ ଯୋଡି ହୋଇ ରହୁଛନ୍ତି। ନିକଟରେ ଅଭିନେତ୍ରୀ ତାଙ୍କ କାର କଲେକସନରେ ଏକ ନ୍ୟୁ ଅଡି କ୍ୟୁ ୭କୁ ସାମିଲ କରିଛନ୍ତି। ଏହାର ଏକ ଭିଡିଓ ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଶେୟାର କରିଛନ୍ତି। ଭିଡିଓରେ ବିପାଶା ଓ କରନ ନୂଆ ଗାଡି କିଣି ଖୁବ ଖୁସିଥିବା ଦେଖାଯାଇଛି।

ବିପାଶା ବସୁ ତାଙ୍କ ନୂଆ କାରର ଏହି ଭିଡିଓକୁ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ଯେଉଁଥିରେ ସେ ସ୍ବାମୀ କରଣ ସିଂ ଗ୍ରୋଭରଙ୍କ ସହ ଅଡି କ୍ୟୁ୭ର ଡେଲିଭରି ନେଉଥିବାର ନଜର ଆସିଛନ୍ତି। କାର ନେବା ପୂର୍ବରୁ ଏହି ଦମ୍ପତି କେକ କାଟି ଖୁସି ମନାଇଛନ୍ତି।
ଭିଡିଓକୁ ଶେୟାର କରି ବିପାଶା ଲେଖିଛନ୍ତି ଯେ – ‘ଦେବୀଙ୍କ ନୂଆ ସବାରୀ … ଦୁର୍ଗା ଦୁର୍ଗା … ବିପାଶାଙ୍କ ଏହି ଭିଡିଓରେ ତାଙ୍କ ପ୍ରଶଂସକମାନେ କମେଣ୍ଟ କରି ଅଭିନେତ୍ରୀଙ୍କୁ ଅଭିନନ୍ଦନ ଜଣାଇଥିବା ନଜର ଆସିଛି। ସୂଚନାଯୋଗ୍ୟ, ବିପାଶାଙ୍କର ଏହି ବିଳାସପୂର୍ଣ୍ଣ କାରର ମୂଲ୍ୟ ପ୍ରାୟ ୯୨ଲକ୍ଷ ଟଙ୍କା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ନିଷ୍ପତି: ଯାଞ୍ଚ ହେବ ଡୋପ ଟେଷ୍ଟିଂ ଲାବୋରେଟୋରୀ

ନୂଆଦିଲ୍ଲୀ,୧୭ା୪: ଭାରତର ଜାତୀୟ ଡୋପ ଟେଷ୍ଟିଂ ଲାବୋରେଟୋରୀ (ଏନ୍‌ଡିଟିଏଲ୍‌)ର ପ୍ରଦର୍ଶନକୁ ଆଗାମୀ କିଛି ମାସରେ ମୂଲ୍ୟାଙ୍କନ କରାଯିବ। ନୂଆଦିଲ୍ଲୀରେ ବସିଥିବା ଗ୍ଲୋବାଲ ଆଣ୍ଟି-ଡୋପିଂ ଇଣ୍ଟେଲିଜେନ୍ସ ଆଣ୍ଡ୍‌ ଇନଭେଷ୍ଟିଗେଶନ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Women Reservation Act 2023: ମହିଳା ସଂରକ୍ଷଣ ଆଇନ ସାରା ଦେଶରେ କାର୍ଯ୍ୟକାରୀ: ବିଜ୍ଞପ୍ତି ଜାରି କଲେ ସରକାର, କେବେ କାର୍ଯ୍ୟକାରୀ ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୭।୪: କେନ୍ଦ୍ର ଆଇନ ମନ୍ତ୍ରଣାଳୟ ଦ୍ୱାରା ଜାରି ଏକ ବିଜ୍ଞପ୍ତି ଅନୁଯାୟୀ, ମହିଳା ସଂରକ୍ଷଣ ଆଇନ, 2023, ଗୁରୁବାର (ଏପ୍ରିଲ ୧୬) ଠାରୁ କାର୍ଯ୍ୟକାରୀ ହୋଇଛି, ଏବଂ…

ଦେବଗଡ଼ ଜିଲା ପାଇଁ ଗୌରବ: ପଞ୍ଚମ ଶ୍ରେଣୀ ଭାଷା ମହକ ବହିରେ ସ୍ଥାନ ପାଇଲା ‘ପ୍ରଧାନପାଟ’ ବିଷୟବସ୍ତୁ

ଦେବଗଡ଼,୧୭।୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ପ୍ରଧାନପାଟ ଜଳପ୍ରପାତ ଓଡ଼ିଶାର ଏକ ପ୍ରମୁଖ ପର୍ଯ୍ୟଟନସ୍ଥଳୀଭାବେ ଓଡ଼ିଶା ତଥା ରାଜ୍ୟ ବାହାରେ ସୁପରିଚିତ ତଥା ପ୍ରସିଦ୍ଧ ଲାଭ କରିଛି।…

ଜ୍ୱାଇଁଙ୍କୁ ଛୁରି ଭୁସି ହତ୍ୟା: ଶଳା-ଶଳା ଭାଉଜଙ୍କୁ ବାନ୍ଧିଲା ପୋଲିସ

ବ୍ରହ୍ମପୁର,୧୭।୪ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ରେଡିକା ସାହିରେ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟି ଛୁରାମାଡ଼ରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି।…

ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ୮ମୃତ

ଜାକର୍ତ୍ତା,୧୭।୪: ଇଣ୍ଡୋନେସିଆର ପଶ୍ଚିମ କାଲିମଣ୍ଟାନ ପ୍ରଦେଶରେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହେବା ପରେ ଏଥିରେ ଥିବା ସମସ୍ତ ଆଠ ଜଣଙ୍କର ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ବର୍ତ୍ତମାନ…

ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧଦିବସ ପାଳିତ: ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ପ୍ରଦାନ କଲେ ଦଳୀୟକର୍ମୀ

ପୁରୁଷୋତ୍ତମପୁର,୧୭।୪ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ଓ ବ୍ଲକ ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୨୯ ତମ…

ପ୍ରେମିକଙ୍କ ସହ OYOରେ ଥିଲେ ଝିଅ, ପୋଲିସକୁ ନେଇ ହଠାତ୍‌ ପହଞ୍ଚିଗଲେ ମାଆ, ତା’ପରେ… ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୧୭।୪: ଆପଣ ସୋସିଆଲ ମିଡିଆରେ ଅନେକ ଭିଡିଓ ଦେଖିଥିବେ। ଏଥର ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି ଯେଉଁଥିରେ ଜଣେ ଯୁବତୀଙ୍କୁ ତାଙ୍କ ମାଆ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri