କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବିପାଶା ଚୁମ୍ବନ ଦେବା ବେଳର ଫଟୋ ହେଉଛି ଭାଇରାଲ

ମୁମ୍ବାଇ: ବଲିଉଡ୍‌ର ସେନ୍‌ସେଶନାଲ ଅଭିନେତ୍ରୀ ବିପାଶା ବସୁଙ୍କ ଏକ ପୁରୁଣା ଫଟୋ ପୁଣିଥରେ ଭାଇରାଲ ହେଉଛି। ଫଟୋରେ ସେ ଫୁଟବଲ୍‌ର କ୍ରିଷ୍ଟିଆନ୍‌ ରୋନାଲ୍ଡୋଙ୍କୁ ଚୁମ୍ବନ ଦେଉଥିବା ଦେଖାଯାଉଛି। ଫଟୋଟି ୨୦୦୭ର, ଯେତେବେଳେ ବିଶ୍ୱର ନୂଆ ସପ୍ତମାଶ୍ଚର୍ଯ୍ୟକୁ ନେଇ ହେଉଥିବା ଘୋଷଣା କାର୍ଯ୍ୟକ୍ରମରେ ବିପାଶା ଏବଂ ରୋନାଲ୍ଡୋ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମରେ ଉଭୟଙ୍କ ନିବିଡ଼ତା ଚର୍ଚ୍ଚାର ବିଷୟ ପାଲଟିଥିଲା।

Ronaldo and clearance bipasha

୨୦୦୦ ମସିହା ସମୟରେ ବିପାଶା ଅନେକ ଯୁବକଙ୍କ ମନର ରାଣୀ ଥିଲେ। ଫିଲ୍ମ ‘ଅଜନବୀ’ରୁ ସେ ବଲିଉଡ୍‌ ଡେବ୍ୟୁ କରିଥିଲେ। ଏଥିଲାଗି ତାଙ୍କୁ ଫିମେଲ ଡେବ୍ୟୁ ଫିଲ୍ମଫେୟାର ଆଓ୍ବାର୍ଡ ପୁରସ୍କାର ମିଳିଥଲା। ଏହାପରେ ତାଙ୍କ କ୍ୟାରିୟର ଆକାଶ ଛୁଉଁଥିଲା। ସେତିକିବେଳେ ରୋନାଲ୍ଡୋଙ୍କ ସହ ତାଙ୍କ ସମ୍ପର୍କ ଚର୍ଚ୍ଚାରେ ରହିଥିଲା। ଏଥିଲାଗି ଜନ ଆବ୍ରାହମଙ୍କ ପ୍ରେମ ସମ୍ପର୍କ ଉପରେ ପ୍ରଭାବ ପଡ଼ିଥିଲା।

Old Photos of Bipasha Basu And Cristiano Ronaldo Sharing a Kiss go Viral, Netizens Are Like 'When Did This Happen'

ଶେଷରେ ଏନେଇ ବିପାଶା ସଫେଇ ଦେଇଥିଲେ। ରୋନାଲ୍ଡୋଙ୍କୁ ଭେଟିବା ବଡ଼ ସ୍ବପ୍ନ ସାକାର ହେବା ପରି। ସେ ମୋର ଭଲ ବନ୍ଧୁ। ତାଙ୍କର ପ୍ରତିଟି ମ୍ୟାଚ୍‌ ସମୟରେ ମୋତେ ଡାକିବେ ବୋଲି ସେ କହିଥିବା ଅଭିନେତ୍ରୀ କହିଥିଲେ।

When Manchester United Striker Cristiano Ronaldo Kissed Bollywood Star Bipasha Basu At A Party

୨୦୧୧ରେ ଜନ ଆବ୍ରାହମଙ୍କ ସହ ବିପାଶାଙ୍କ ସମ୍ପର୍କରେ ପୂର୍ଣ୍ଣଚ୍ଛେଦ ପଡ଼ିଥିଲା। ହେଲେ ଏହି ବ୍ରେକ୍‌ଅପ ପଛର କାରଣ ଜଣାପଡ଼ି ନ ଥିଲା। ଏହାପରେ ବିପାଶା କରନ୍‌ ସିଂ ଗ୍ରୋଭରଙ୍କୁ ବିବାହ କରିଥିଲେ। ଏବେ ଉଭୟଙ୍କ ଗୋଟିଏ ଝିଅ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri