ଆଲିଆଙ୍କ ପରେ ପ୍ରଥମ ଥର ଝିଅର ଚେହେରା ଦେଖାଇଲେ ବିପାଶା

ମୁମ୍ବାଇ: ଚଳିତ ବର୍ଷର ଖ୍ରୀଷ୍ଟମାସ ବଲିଉଡ ସେଲିବ୍ରିଟିମାନଙ୍କ ପାଇଁ ଅତ୍ୟନ୍ତ ସ୍ବତନ୍ତ୍ର। ଖ୍ରୀଷ୍ଟମାସ ଅବସରରେ ସେଲିବ୍ରିଟିମାନେ ସେମାନଙ୍କ ପ୍ରଶଂସକଙ୍କୁ ସରପ୍ରାଇଜ୍‌ ଦେଉଛନ୍ତି। ଖ୍ରୀଷ୍ଟମାସରେ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟ ତାଙ୍କ ଝିଅ ରାହାଙ୍କ ଚେହେରା ପ୍ରଶଂସକଙ୍କୁ ଦେଖାଇଛନ୍ତି। ରଣବୀର ଏବଂ ଆଲିଆ ରାହାଙ୍କୁ ପାପାରାଜିଙ୍କ ସାମ୍ନାକୁ ଆଣିଥିଲେ। ଏହା ପରେ ଅଭିନେତ୍ରୀ ବିପାଶା ବସୁ ମଧ୍ୟ ପ୍ରଥମ ଥର ପାଇଁ ପ୍ରଶଂସକଙ୍କୁ ଝିଅ ଦେବୀଙ୍କ ଚେହେରା ଦେଖାଇଛନ୍ତି।

ଗତ ବର୍ଷ ବିପାଶା ବସୁ ଏବଂ କରଣ ସିଂ ଗ୍ରୋଭର ମା’ବାପା ହୋଇଥିଲେ। ଦେବୀ ତାଙ୍କର ପ୍ରଥମ ଜନ୍ମଦିନ ଦୀପାବଳିରେ ପାଳନ କରିଥିଲେ। ଏହା ପରେ ପ୍ରଶଂସକମାନେ ଭାବିଥିଲେ ଯେ ବିପାଶା ଏବଂ କରଣ ପ୍ରଶଂସକଙ୍କୁ ନିଜ ଝିଅର ଚେହେରା ଦେଖାଇବେ, କିନ୍ତୁ ସେମିତି ହୋଇ ନ ଥିଲା। ହେଲେ ଖ୍ରୀଷ୍ଟମାସରେ ପ୍ରଶଂସକଙ୍କ ଇଚ୍ଛା ପୂରଣ ହୋଇଛି। ବିପାଶା ଇନଷ୍ଟାଗ୍ରାମରେ ଝିଅ ଦେବୀଙ୍କ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ଦେବୀ ଲାଲ୍‌ ରଙ୍ଗର ଡ୍ରେସ ଏବଂ ହେୟାରବ୍ୟାଣ୍ଡରେ ବହୁତ ସୁନ୍ଦର ଦେଖାଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

ଯୁବକଙ୍କ ଗୀତରେ ହଠାତ୍‌ ମୁଣ୍ଡ ହଲାଇ ନାଚି ଉଠିଲା ଦନ୍ତା ହାତୀ, Video ଦେଖିଲେ…..

କେନ୍ଦୁଝର,୨୬ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ଦନ୍ତା ହାତୀର ଜଳ କ୍ରୀଡ଼ା ଏବଂ ଉଗ୍ରରୂପ ସମସ୍ତେ ଦେଖିଛନ୍ତି । ତେବେ ହାତୀର ମଜାଳିଆ ଢଙ୍ଗ ବହୁତ୍ କମ ଦେଖିବାକୁ…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri