ଦୁଃଖ ବଖାଣିଲେ ବିପାଶା

ବଲିଉଡ ଅଭିନେତ୍ରୀ ବିପାଶା ବସୁ ଦୀର୍ଘ ଦିନ ଧରି ଚଳଚ୍ଚିତ୍ରଠାରୁ ଦୂରରେ ଅଛନ୍ତି। ବିବାହର ୬ ବର୍ଷ ପରେ ବିପାଶା ଏବଂ ତାଙ୍କ ସ୍ବାମୀ କରଣ ସିଂ ଗ୍ରୋଭର ଗତ ବର୍ଷ ଝିଅ ଦେବୀଙ୍କୁ ସ୍ବାଗତ କରିଥିଲେ। ଦେବୀ ଜନ୍ମ ବେଳେ ହାର୍ଟରେ ୨ ଛିଦ୍ର ଥିବା ଖୁଲାସା କରିଛନ୍ତି ବିପାଶା।
ନିକଟରେ ନେହା ଧୁପିଆଙ୍କ ସହ ଲାଇଭ ଚାଟ ସମୟରେ ବିପାଶା ତାଙ୍କ ଝିଅ ଦେବୀଙ୍କ ହୃଦୟରେ ଦୁଇଟି ଛିଦ୍ର ଅଛି। ସେ ଜନ୍ମରୁ ଭେଣ୍ଟ୍ରିକୁଲାର ସେପ୍ଟାଲ ଡିଫେକ୍ଟ (ଭିଏସ୍‌ଡି)ରେ ପୀଡିତ ଥିଲେ। ତିନି ମାସ ପରେ ଦେବୀଙ୍କ ଅସ୍ତ୍ରୋପଚାର ହୋଇଛି।
ନିଜ ଦୁଃଖ ପ୍ରକାଶ କରି ବିପାଶା କହିଛନ୍ତି, ଆମର ଯାତ୍ରା ସାଧାରଣ ମାତାପିତାଙ୍କ ଠାରୁ ବହୁତ ଭିନ୍ନ ଅଟେ। ମୁଁ ଚାହେଁ ନାହିଁ ଯେ, ଏହା କୌଣସି ମା’ଙ୍କ ସହିତ ଘଟୁ। ଝିଅ ଜନ୍ମର ତୃତୀୟ ଦିନରେ ତା’ ହୃଦୟରେ ଦୁଇଟି ଛିଦ୍ର ଅଛି। ମୁଁ ଭାବିଲି ମୁଁ ଏହାକୁ ଶେୟାର କରିବି ନାହିଁ, କିନ୍ତୁ ମୁଁ ଏହା କହୁଛି, କାରଣ ମୁଁ ଭାବୁଛି ଅନେକ ମା’ ଅଛନ୍ତି ଯେଉଁମାନେ ମୋତେ ଏହି ଯାତ୍ରାରେ ସାହାଯ୍ୟ କରିଛନ୍ତି। ସେ ଏବଂ କରଣ ଏ ବିଷୟରେ ଜାଣିବା ମାତ୍ରେ ଦୁହେଁ ଆଶ୍ଚର୍ଯ୍ୟ ହୋଇଯାଇଥିଲେ। ଆମେ ଆମ ପରିବାରକୁ ଏହା କହି ନାହୁଁ। ପ୍ରଥମ ପାଞ୍ଚ ମାସ ଆମ ପାଇଁ ବହୁତ କଠିନ ଥିଲା, କିନ୍ତୁ ଦେବୀ ପ୍ରଥମ ଦିନରୁ ହିଁ ଉଜ୍ଜ୍ୱଳ ଥିଲେ। ପରେ ତାଙ୍କ ଅସ୍ତ୍ରୋପଚାର ୬ ଘଣ୍ଟା ଧରି ଚାଲିଥିଲା। ଅସ୍ତ୍ରୋପଚାର ସଫଳ ପ୍ରମାଣିତ ହୋଇଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

କଦଳୀ ଚାଷୀଙ୍କୁ ମିଳୁନି ସରକାରୀ ପ୍ରୋତ୍ସାହନ: ଶୀତଳ ଭଣ୍ଡାର ନିର୍ମାଣ ଦାବି

କେସିଙ୍ଗା,୪।୮(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ଗାଁରେ ପ୍ରାୟତଃ ଅଧିକାଂଶ ଲୋକ ଚାଷ ଉପରେ ସବୁବେଳେ ନିର୍ଭର କରନ୍ତି l ଏହି ଅଞ୍ଚଳ ରେତ ନଦୀ…

ତାମିଲନାଡୁରେ ବଡ଼ ରାଜନୈତିକ ହଲଚଲ: ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ଗିରଫ, ତ୍ରିଶାଙ୍କୁ ନେଇ କହିଥିଲେ…

ନୂଆଦିଲ୍ଲୀ,୪।୮: ଅଭିନେତ୍ରୀ ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ କରିବା ଅଭିଯୋଗରେ ତାମିଲନାଡୁ ବିଧାନସଭାର ବିରୋଧୀ ଦଳ ନେତା ତଥା ତାମିଲନାଡୁର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଉଦୟନିଧି ଷ୍ଟାଲିନ ବିବାଦରେ…

ବରଗଡରେ ଚାଞ୍ଚଲ୍ୟ: ନିରାମୟରେ ଦିଆଯାଉଛି ଏକ୍ସପାୟାରୀ ମେଡିସିନ୍‌, ଜଣେ ଆହତ ବାଳକଙ୍କୁ…

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ରହିଥିବା ନିରାମୟରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଏଠାରେ ରୋଗୀଙ୍କୁ ଏକ୍ସପାୟାରୀ ମେଡିସିନ୍‌ ଦିଆଯାଇଥିବା ଅଭିଯୋଗ…

ଉପାନ୍ତ ଅଞ୍ଚଳରେ ନେଟ୍‌ଓ୍ବର୍କ ସମସ୍ୟା: ମୌଳିକ ସୁବିଧାରୁ ବଞ୍ଚିତ ଗାଁ ଲୋକେ

ନୂଆପଡ଼ା,୪ା୮ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକର ଉପାନ୍ତ ଅଞ୍ଚଳ ଦେଓଦରା ପଞ୍ଚାୟତ ଓ ବୋଡେନ ବ୍ଲକ ନାଗପଡ଼ା ପଞ୍ଚାୟତର ଅଧିକାଂଶ ଗାଁର ଲୋକେ ମୌଳିକ ସୁବିଧାରୁ…

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ

ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।…

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri