Posted inଜାତୀୟ

ପଦ୍ମ ପୁରସ୍କାର ଘୋଷଣା: ବିପିନ ରାଓ୍ବତଙ୍କୁ ପଦ୍ମବିଭୂଷଣ

ନୂଆଦିଲ୍ଲୀ,୨୫।୧: ସାଧାରଣତନ୍ତ୍ର ଦିବସ ଅବସରରେ କେନ୍ଦ୍ର ସରକାର ମଙ୍ଗଳବାର ପଦ୍ମ ପୁରସ୍କାର ଘୋଷଣା କରିଛନ୍ତି। ଚଳିତ ବର୍ଷ ପଦ୍ମବିଭୂଷଣ ପାଇଁ ମୋଟ ୪ ଜଣଙ୍କ ନାମ ଚୟନ ହୋଇଥିବାବେଳେ ପଦ୍ମ ଭୂଷଣ ପାଇଁ ୧୭ଜଣଙ୍କୁ ଚୟନ କରାଯାଇଛି। ଏହା ବ୍ୟତୀତ ପଦ୍ମଶ୍ରୀ ପୁରସ୍କାର ପାଇଁ ୧୦୭ଟି ନାମ ଚୟନ କରାଯାଇଛି। ପୂର୍ବତନ ସିଡିଏସ ଜେନେରାଲ ବିପିନ ରାୱତ (ସିଭିଲ ସର୍ଭିସେସ), ପୂର୍ବତନ ଭାଜପା ନେତା କଲ୍ୟାଣ ସିଂ (ଜନସମ୍ପର୍କ ବିଭାଗ) ଏବଂ ଗୀତାପ୍ରେସ ଗୋରଖପୁରର ସଭାପତି ରାଧେଶମ ଖେମକା (ସାହିତ୍ୟ ଓ ଶିକ୍ଷା)ଙ୍କୁ ମରଣୋତ୍ତର ପଦ୍ମବିଭୂଷଣ ପୁରସ୍କାର ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍‌ଘାଟନର ୨୯ ଦିନ ଭିତରେ ଭାଙ୍ଗିଗଲା ୨୬୪କୋଟି ମୂଲ୍ୟର ପୋଲ

ପାଟନା,୧୬।୭: ଚଳିତ ବର୍ଷ ମୌସୁମୀ ଆସିବା ସହ ବିହାରରେ ବର୍ଷା ଓ ବନ୍ୟା ସାଧାରଣ ଜୀବନ ଯାତ୍ରାକୁ ଅସ୍ତବ୍ୟସ୍ତ କରି ଦେଇଛି। ବିହାରର ଗୋପାଳଗଞ୍ଜ ଜିଲାରେ...

କରୋନାରେ ଏହି କଂଗ୍ରେସ ବିଧାୟକଙ୍କ ପରଲୋକ

ବେଙ୍ଗାଲୁରୁ, ୨୪।୯: କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା କର୍ନାଟକର କଂଗ୍ରେସ ବିଧାୟକ ବି. ନାରାୟଣ ରାଓଙ୍କର ଗୁରୁବାର ଅପରାହ୍ନରେ ପରଲୋକ ଘଟିଛି। ମୃତ୍ୟୁବେଳକୁ...

୧୩ ଦୋଷୀଙ୍କୁ ଜାମିନ ପ୍ରଦାନ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ ।୭: ସୁପ୍ରିମକୋର୍ଟ ଗୁରୁବାର ଏମିତି ୧୩ ଜଣ ଦୋଷୀଙ୍କୁ ଜାମିନ ପ୍ରଦାନ କରିଛନ୍ତି ଯେଉଁମାନେ ଅପରାଧ କରିବା ସମୟରେ ନାବାଳକ ବୋଲି ଘୋଷଣା ହୋଇସାରିଥିଲେ...

୧୨ ଫେବୃୟାରୀରୁ ଖୋଲିବ ମୋଗଲ ଗାର୍ଡେନ…

ନୂଆଦିଲ୍ଲୀ, ୯।୨ : ରାଜଧାନୀ ଦିଲ୍ଲୀର ସବୁଠାରୁ ପ୍ରସିଦ୍ଧ ବଗିଚା ରାଷ୍ଟ୍ରପତି ଭବନର ମୋଗଲ ଗାର୍ଡେନ ଫେବୃଆରୀ ୧୨ ରୁ ସାଧାରଣ ଲୋକଙ୍କ ପାଇଁ ଖୋଲାଯିବ।...

ବଡ଼ ଘର ବଡ଼ ଗୁମର କଥା: ପଦାରେ ପଡ଼ିଲା ଶାଶୁ-ବୋହୂ କଳି

ପାଟନା,୨୭।୧୨: ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆର୍‌ଜେଡି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ଘରର କଳି ପୁଣି ପଦାକୁ ଆସିଛି। ଲାଲୁଙ୍କ ବଡ଼ ପୁଅ ତେଜପ୍ରତାପ...

ମୁଖ୍ୟମନ୍ତ୍ରୀଙ୍କ ଘରେ ବିଦ୍ରୋହ: ୯ ବିଧାୟକ ଅସନ୍ତୁଷ୍ଟ

ରାଞ୍ଚି, ୩୦।୭: ରାଜସ୍ଥାନରେ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ଙ୍କ ସରକାରରେ ବିଦ୍ରୋହ ହେବା ପରେ ଏବେ ଝାଡ଼ଖଣ୍ଡରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ହେମନ୍ତ...

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ...

ରମଜାନ୍‌ରେ ସେହରୀ ଏବଂ ଇଫତାର ସମୟ ଜଣାଇବା ପାଇଁ ରାୟସେନ୍‌ରେ ଫୁଟୁଛି ତୋପ

ଭୋପାଳ, ୨୭।୫: ମଧ୍ୟପ୍ରଦେଶ ରାୟସେନ ଦୁର୍ଗରେ ଏବେ ରମଜାନ୍‌ ମାସରେ ପ୍ରତିଦିନ ଭୋର୍‌ ଏବଂ ସନ୍ଧ୍ୟା ସମୟରେ ତୋପ ଫୁଟୁଛି। ସ୍ଥାନୀୟ ରାୟସେନ୍‌ ଦୁର୍ଗରେ ୨...

Advertisement
Archives

Model This Week