Posted inଖେଳ

ମୁମ୍ବାଇ ସିଟି ଏଫ୍‌ସି ସହ ରହିବେ ବିପିନ ସିଂ

ମୁମ୍ବାଇ, ୨୦ା୪ (ପି.ଟି.)- ଭାରତର ଅନ୍ତର୍ଜାତୀୟ ଫୁଟ୍‌ବଲ ଖେଳାଳି ବିପିନ ସିଂଙ୍କ ସହିତ ଚୁକ୍ତି ମିଆଦ ବୃଦ୍ଧି କରାଯାଇଥିବା ମୁମ୍ବାଇ ସିଟି ଏଫ୍‌ସି ତରଫରୁ ସୋମବାର ଘୋଷଣା କରାଯାଇଛି। ଦଳ ସହିତ ସେ ୨୦୨୫ ମେ’ ପର୍ଯ୍ୟନ୍ତ ରହିବେ। ମଣିପୁରର ଏହି ୨୬ ବର୍ଷୀୟ ଓ୍ବିଙ୍ଗର ୨୦୨୦-୨୧ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ଓଡ଼ିଶା ଏଫ୍‌ସି ବିପକ୍ଷ ମ୍ୟାଚରେ ଉଚ୍ଚକୋଟୀର ପ୍ରଦର୍ଶନ ସହ ହ୍ୟାଟ୍ରିକ୍‌ ଗୋଲ ସ୍କୋର କରିଥିଲେ। ପୁନଶ୍ଚ ଏଟିକେ ମୋହନବାଗାନ ବିପକ୍ଷରେ ୯୦ତମ ମିନିଟ୍‌ରେ ବିଜୟ ସୂଚକ ଗୋଲ ସ୍କୋର କରି ସେ ମୁମ୍ବାଇ ସିଟିକୁ ପ୍ରଥମ ଟାଇଟଲ ଜିତାଇଥିଲେ। ଏହା ଅନେକ ଦିନ ସ୍ମରଣୀୟ ହୋଇ ରହିବ। ବିପିନ କ୍ଲବ ତରଫରୁ ୪୫ ମ୍ୟାଚ ଖେଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାୟୁସେନା ପାଇଲଟଙ୍କ ସହ ସମୟ ବିତାଇଲେ ଭାରତୀୟ କ୍ରିକେଟର

ନାଗପୁର,୧୦।୧୧(ପି.ଟି.)- ଏଠାରେ ରବିବାର ଖେଳାଯିବାକୁ ଥିବା ସିରିଜ ନିର୍ଣ୍ଣାୟକ ମ୍ୟାଚ୍‌ ପୂର୍ବରୁ ଭାର୦ତୀୟ କ୍ରିକେଟରମାନେ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ ଟିମ ସହ କିଛି ସମୟ ଅତିବାହିତ...

ରୋହିତଙ୍କ ପାଇଁ ରେକର୍ଡ ବ୍ରେକିଂ ହୋଇପାରେ ଚତୁର୍ଥ ଟେଷ୍ଟ: ନିଜ ନାମରେ କରିପାରନ୍ତି ଏହି ୨ ରେକର୍ଡ

ଅହମ୍ମଦାବାଦ,୩।୩: ଭାରତୀୟ ଓପନର୍‌ ରୋହିତ ଶର୍ମା ଏବେ ଭଲ ଫର୍ମରେ ଅଛନ୍ତି। ଅହମ୍ମଦାବାଦରେ ଖେଳା ଯାଇଥିବା ତୃତୀୟ ଟେଷ୍ଟରେ ଖରାପ ଉଇକେଟ ସତ୍ତ୍ୱେ ରୋହିତ ୬୬...

ରୋମାଞ୍ଚକ ମୋଡ଼ରେ ସେଞ୍ଚୁରିଆନ ଟେଷ୍ଟ

ସେଞ୍ଚୁରିଆନ, ୨୮।୧୨- ଏଠାରେ ଚାଲିଥିବା ଇଂଲଣ୍ଡ ଓ ଘରୋଇ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ୍‌ ରୋମାଞ୍ଚକ ମୋଡରେ ପହଞ୍ଚିଛି। ଟସ ହାରି...

ଭାରତ ପାଇଁ ପାଣ୍ଠି ଯୋଗାଡରେ ଲାଗିପଡିଲେ ଏହି ପାକିସ୍ତାନୀ କ୍ରିକେଟର

ଇସଲମାବାଦ୍‌,୨୫।୪: ଭାରତରେ ଏବେ କରୋନା ସଂକ୍ରମଣ ବଢିବାରେ ଲାଗିଛି। ଏହି ସମୟରେ ପାକିସ୍ତାନର ପୂର୍ବତନ ଦ୍ରୁତ ବୋଲର ଶୋଏବ ଅଖତର ତାଙ୍କ ଦେଶର ଲୋକଙ୍କୁ ନିବେଦନ...

ଆଇପିଏଲ-୨୦୨୦: ଆରସିବିର ବିଜୟ ଅଭିଯାନ

ଦୁବାଇ, ୨୨।୯- ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ)ର ସୋମବାର ଅନୁଷ୍ଠିତ ମ୍ୟାଚରେ ସନ୍‌ ରାଇଜର୍ସ ହାଇଦ୍ରାବାଦକୁ ୧୦ ରନରେ ହରାଇ ଅଭିଯାନ ଆରମ୍ଭ କରିଛି ରୟାଲ ଚ୍ୟାଲେଞ୍ଜର୍ସ...

୬ ଖେଳାଳିଙ୍କୁ ରିଲିଜ କଲେ ଷ୍ଟିମାକ୍‌

ନୂଆଦିଲ୍ଲୀ, ୨୭ା୫ (ପି.ଟି.)-ଜାତୀୟ ଫୁଟ୍‌ବଲ ପ୍ରସ୍ତୁତି କ୍ୟାମ୍ପରେ ଯୋଗ ଦେଇଥିବା ୩୭ ଜଣ ଫୁଟ୍‌ବଲ ଖେଳାଳିଙ୍କ ମଧ୍ୟରୁ ସୋମବାର ୬ଜଣଙ୍କୁ ରିଲିଜ କରିଛନ୍ତି କୋଚ୍‌ ଇଗୋର...

କ୍ରୀଡ଼ାକ୍ଷେତ୍ରରେ ପ୍ରଭାବଶାଳୀ ମହିଳା ତାଲିକାରେ ନୀତା ଅମ୍ବାନି

ଭୁବନେଶ୍ୱର,୧୩।୩(ସ୍ପୋଟର୍‌ସ ବ୍ୟୁରୋ)- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ ଦଳର ମାଲିକାଣୀ ତଥା ରିଲାଏନ୍ସ ଫାଉଣ୍ଡେଶନର ଅଧ୍ୟକ୍ଷା ନୀତା ଅମ୍ବାନି ୨୦୨୦ କ୍ରୀଡ଼ାକ୍ଷେତ୍ରରେ ସବୁଠୁ ପ୍ରଭାବଶାଳୀ ଟପ୍‌...

ଗୁରୁ ନାନକ ଦେବଙ୍କ ଜୟନ୍ତୀ ଅବସରରେ ଶୁଭେଚ୍ଛା ଜଣାଇଲେ ବିରାଟ କୋହଲି

ଇନ୍ଦୋର,୧୨।୧୧: ଆଜି ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ସାରା ଦେଶରେ ଧୂମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତିଙ୍କ ସମେତ ବହୁ ନେତା...

Advertisement
Ten Cric Info


Archives

Model This Week