Posted inଜାତୀୟ

ବିପ୍ଳବ ଦେବ ତ୍ରିପୁରାରୁ ରାଜ୍ୟ ସଭା ପ୍ରାର୍ଥୀ…

ଅଗରତାଲା, ୧୦।୯ : ପୂର୍ବତନ ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କୁ ରାଜ୍ୟସଭା ଉପ-ନିର୍ବାଚନ ପାଇଁ ତ୍ରିପୁରାରୁ ପ୍ରାର୍ଥୀ ଭାବେ ଭାଜପା ପକ୍ଷରୁ ଘୋଷଣା କରାଯାଇଛି। ମାଣିକ ସାହା ମୁଖ୍ୟମନ୍ତ୍ରୀ ହେବା ପରେ ତ୍ରିପୁରାର ଏହି ରାଜ୍ୟ ସଭା ଆସନ ଖାଲି ପଡିଥିଲା। ସେପ୍ଟେମ୍ବର ୨୨ ରେ ଉପ-ନିର୍ବାଚନ ଅନୁଷ୍ଠିତ ହେବ। ବିଧାନସଭାରେ ଭାଜପା ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଭଳି ପରିସ୍ଥିତିରେ ବିପ୍ଲବଙ୍କ ବିଜୟ ପ୍ରାୟ ନିଶ୍ଚିତ।

ଏହାପୂର୍ବରୁ ବିପ୍ଲବ ଦେବଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇ ସାହାଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା। ଦେବଙ୍କୁ ହରିୟାଣାରେ ପାର୍ଟି ବ୍ୟାପାରର ଦାୟିତ୍ୱ ମଧ୍ୟ ଦିଆଯାଇଛି। ଏହି ସମୟରେ ବିପ୍ଲବ କୁମାର ଦେବ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭାଜପା ସଭାପତି ଜେପି ନଡ୍ଡା ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ମୁଁ ଧନ୍ୟବାଦ ଜଣାଉଛି। ସେମାନେ ମୋତେ ତ୍ରିପୁରାରୁ ରାଜ୍ୟସଭା ଏମ୍‌ପି ଭାବରେ ଭାଜପା ପ୍ରାର୍ଥୀ ଭାବରେ ଚୟନ କରିଛନ୍ତି। ତ୍ରିପୁରାର ଲୋକଙ୍କ ବିକାଶ ଏବଂ କଲ୍ୟାଣ ପାଇଁ ମୁଁ କାର୍ଯ୍ୟ କରିବାକୁ ପ୍ରତିଶ୍ରୁତିବଦ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri