Posted inଜାତୀୟ

ତ୍ରିପୁରା ମୁଖ୍ୟମନ୍ତ୍ରୀଙ୍କ ଅଜବ ଦାବି!

ଅଗରତାଲା,୧୫ ।୨: ତିପୁରା ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ପୁଣିଥରେ ନିଜର ଅଜବ ଦାବିକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ । ଅଗରତାଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ସେ କହିଛନ୍ତି ଭାରତୀୟ ଜନତା ପାର୍ଟି(ଭାଜପା)କେବଳ ଦେଶ ନୁହେଁ ପଡୋଶୀ ଦେଶରେ ବି ନିଜ ଦଳର ବିସ୍ତାର କରିବା ଯୋଜନାରେ ରହିଛି । ସେ କହିଛନ୍ତି ଭାଜପା ଶ୍ରୀଲଙ୍କା ଓ ନେପାଳରେ ଦଳର ବିସ୍ତାର କରିବା ଯୋଜନାରେ ରହିଛି । ଯେତେବେଳେ ସ୍ୱରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିଲେ ସେତେବେଳେ ସେ କହିଥିଲେ କି ତାଙ୍କର ଯୋଜନା ରହିଛି ନେପାଳ ଓ ଶ୍ରୀଲଙ୍କାରେ ଭାଜପା ସରକାର ଗଠନ କରିବା । ମୁଖ୍ୟମନ୍ତ୍ରୀ ବିପ୍ଳବ ଦେବ ୨୦୧୮ରେ ଅମିତ ଶାହାଙ୍କ ସହ ହୋଇଥିବା କଥାବାର୍ତ୍ତା ବେଳେ ସେ ଏମିତି କହିଥିବା ପ୍ରକାଶ କରିଛନ୍ତି । ସେତେବେଳେ ଦଳର ଏକ ବୈଠକରେ ଶାହା କହିଥିଲେ ଭାଜପା ଯେତେବେଳେ ଦେଶର ସବୁ ରାଜ୍ୟରେ ସରକାର ଗଠନ କରିଦେବ ସେତେବେଳେ ତା’ର ଟାର୍ଗେଟ ହେବ ନେପାଳ ଓ ଶ୍ରୀଲଙ୍କା । ଅତିଥି ଗୃହରେ ହୋଇଥିବା ଏକ ବୈଠକରେ ଶାହା ଏହା ପ୍ରକାଶ କରିଥିବା ଦାବି କରିଛନ୍ତି ବିପ୍ଳବ ।


Enter your email to get our daily news in your inbox.

All Right Reserved By Dharitri.Com

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

ଚିନି ଠାରୁ ଆରମ୍ଭ କରି ପେଟ୍ରୋଲ-LPG ଯାଏ, ସେପ୍ଟେମ୍ୱର ୧ରୁ ବଢିବ ଦର! ଜାଣନ୍ତୁ କେଉଁଟା…

ନୂଆଦିଲ୍ଲୀ,୨୬।୮: ସେପ୍ଟେମ୍ୱର ମାସ ଆରମ୍ଭ ହେବା କ୍ଷଣି ସାଧାରଣ ଲୋକଙ୍କ ଜୀବନ ସହ ଜଡ଼ିତ ଅନେକ ନିୟମ ବଦଳିବାକୁ ଯାଉଛି। ଚିନି-ପିଆଜ, ବସ ଯାତ୍ରା, ନିବେଶ, ଗ୍ୟାସ…

୧ ସେପ୍ଟେମ୍ୱରରେ ଶନି-ଗୁରୁଙ୍କ ମହାମିଳନ! ୩ ରାଶିଙ୍କ ସୁନା ଭଳି ଚମକିବ କ୍ୟାରିୟର, ଆଖି ପିଛୁଳାକେ ଧନ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଏବଂ ସେମାନଙ୍କ ଦ୍ୱାରା ସୃଷ୍ଟି ହେଉଥିବା ଶୁଭ-ଅଶୁଭ ଯୋଗର ବିଶେଷ ମହତ୍ତ୍ୱ ରହିଛି। ୧ ସେପ୍ଟେମ୍ୱର ୨୦୨୬ରେ ଶନି ଏବଂ ଦେବଗୁରୁ…

ଗ୍ଲାସିୟର ହ୍ରଦ, ହିମସ୍ଖଳନ, କିମ୍ବା ଭୂମିକମ୍ପ… ହଠାତ କାହିଁକି ନେପାଳରେ ଆସିଲା ବନ୍ୟା? ବୈଜ୍ଞାନିକମାନେ କହିଲେ ପ୍ରକୃତ କାରଣ

କାଠମାଣ୍ଡୁ,୨୬।୮: ନେପାଳର ରାସୁୱା ଜିଲାର ଭୋଟେ କୋଶି ନଦୀରେ ବନ୍ୟାର ପ୍ରକୃତ କାରଣ ସ୍ଥାନୀୟ ବର୍ଷା ନୁହେଁ, ବରଂ ଏକ ବିଶାଳ ହିମସ୍ଖଳନ ହୋଇପାରେ। କାଠମାଣ୍ଡୁ ବିଶ୍ୱବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri