ବିପ୍ଳବଜିତ୍‌ ଭଦ୍ରକ ଜିଲାରେ ମାଟ୍ରିକ ଟପ୍ପର

ପଦ୍ମପୁର,୩୦ା୭(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଢୁଆଁ କୁମାରପୁର ଉଚ୍ଚ ବିଦ୍ୟାଳୟର ଛାତ୍ର ବିପ୍ଳବଜିତ୍‌ ମିଶ୍ର ଚଳିତ ମାଟ୍ରିକ ପରୀକ୍ଷାରେ ୫୭୧ ମାର୍କ ରଖି ଜିଲାରେ ଟପ୍ପର ହୋଇଛନ୍ତି। ତାଙ୍କର ବାପା ବିବେକାନନ୍ଦ ନନ୍ଦ ମିଶ୍ର ଶିକ୍ଷକତା କରୁଥିବା ବେଳେ ମା’ ସୁଷମା ମଞ୍ଜରୀ ଗୃହିଣୀ। ଭବିଷ୍ୟତରେ ଅଧିକ ପଢ଼ି ଜଣେ ଡାକ୍ତର ହେବା ପାଇଁ ସେ ଲକ୍ଷ୍ୟ ରଖିଛନ୍ତି। ତାଙ୍କର ଏହି ସଫଳତାରେ ବାସୁଦେବପୁର ବ୍ଲକରେ ଖୁସିର ଲହରି ଖେଳିଯାଇଛି। ଗୁରୁବାର ବିପ୍ଲବଜିତ୍‌ଙ୍କୁ ବ୍ଲକ ଶିକ୍ଷାଧୀକାରୀଙ୍କ କାର୍ଯ୍ୟାଳୟରେ ସମ୍ମାନିତ କରାଯିବ ବୋଲି ବ୍ଲକ ଶିକ୍ଷାଧିକାରୀ ଜଗବନ୍ଧୁ ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ କୋଭିଡ୍‌ ପରିଚାଳନାରେ ସରକାର, ପ୍ରଶାସନ ବିଫଳ: ଭାଜପା

ଛତ୍ରପୁର,୧୭।୭(ଡି.ଏନ୍‌.ଏ): ଗଞ୍ଜାମ ଜିଲାରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ କୋଭିଡ୍‌ ପରିଚାଳନା ଓ ନିୟନ୍ତ୍ରଣ କରିବାରେ ରାଜ୍ୟ ସରକାର ଓ ଜିଲା ପ୍ରଶାସନ...

ସାହାଯ୍ୟ ମାଗୁଛନ୍ତି ତେଲଙ୍ଗାନାରେ ଫଶିଥିବା ୩୪ ଦାଦନ ଶ୍ରମିକ

ନୂଆପଡ଼ା ଅଫିସ,୧୧।୨: ନୂଆପଡ଼ା ଜିଲାର ଦାଦନ ଶ୍ରମିକମାନେ ବାହାର ରାଜ୍ୟକୁ କାମ କରିବାକୁ ଯାଇ ସେଠାରେ ମାଲିକମାନଙ୍କ ଦ୍ୱାରା ନିର୍ଯାତିତ ହେଉଥିବା ଘଟଣା ବାରମ୍ବାର ସାମ୍‌ନାକୁ...

ଧରାକୋଟ ଅଙ୍ଗନୱାଡି କେନ୍ଦ୍ର ଶୋଚନୀୟ

ଧରାକୋଟ,୨୭।୮(ଡି.ଏନ୍‌.ଏ.): ଆଜିର ଶିଶୁ କାଲିର ନାଗରିକ। ସେମାନଙ୍କ ସୁରକ୍ଷା, ଶିକ୍ଷା,ଦାୟିତ୍ୱ ସୁଚାରୁ ରୂପେ ପାଳନ ପାଇଁ ସରକାରଙ୍କ ଶିଶୁ ବିକାଶ ବିଭାଗ ରହିଛି। ବିଭାଗ ତରଫରୁ...

ପ୍ରଥମଥର ପାଇଁ ଶ୍ରୀମନ୍ଦିରରେ ହେବ ଲେଜର ସ୍କାନିଂ

ପୁରୀ ଅଫିସ,୧୦ା୭: ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହର ମରାମତି ହେବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିବା ବେଳେ ବର୍ତ୍ତମାନ ଲେଜର ସ୍କାନିଂ ଜରିଆରେ ଶ୍ରୀମନ୍ଦିରର ସ୍ଥିତି...

ଅଧ୍ୟକ୍ଷା ପ୍ରାର୍ଥିନୀଙ୍କ ପାଇଁ ଏମ୍‌ପିଙ୍କ ପ୍ରଚାର

କାଶୀନଗର,୨୦।୩: କାଶୀନଗର ଏନ୍‌ଏସି ନିର୍ବାଚନ ପରିପ୍ରେକ୍ଷୀରେ ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ ୧୩ଟି ୱାର୍ଡ ପରିକ୍ରମା କରି ଅଧ୍ୟକ୍ଷା ପ୍ରାର୍ଥତ୍ନୀ ତଥା ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷା...

ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ

କେନ୍ଦୁଝର,୨୨ା୧(ସ୍ବ.ପ୍ର.): କେନ୍ଦୁଝର ଉପଖଣ୍ଡରେ ନାମାଙ୍କନପତ୍ର ଯାଞ୍ଚରେ ଜଣେ ପ୍ରାର୍ଥୀଙ୍କ ନାମାଙ୍କନପତ୍ର ଖାରଜ ହୋଇଥିବା ବେଳେ ଅନ୍ୟ ସବୁ କାଏମ ରହିଛି। ହରିଚନ୍ଦନପୁର ବ୍ଲକର ୩୩ ନମ୍ବର୍‌...

ପିପିଲି ଉପନିର୍ବାଚନ: ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ

ପୁରୀ ଅଫିସ,୩୦।୯: ପିପିଲି ଉପନିର୍ବାଚନକୁ ନେଇ ଗୁରୁବାର ମତଦାନ ଜାରି ରହିଛି। ଦିନ ୩ଟା ସୁଦ୍ଧା ୫୯.୭୨% ମତଦାନ ହୋଇଛି। ପୂର୍ବରୁ ସକାଳ ୯ଟା ସୁଦ୍ଧା...

ଗଛରେ ପିଟିହୋଇ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ପୁରୁଷୋତ୍ତମପୁର,୨।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ଉପକଣ୍ଠ କନକାସାହି ଛକ ଏକ ଗାଡ଼ି ଶୋ’ରୁମ ସମ୍ମୁଖରେ ଥିବା ଏକ ଗଛରେ ପିଟିହୋଇ ଜଣେ ବାଇକ ଆରୋହୀଙ୍କ...

Advertisement
Archives

Model This Week