ବିପ୍ଲବ କୁମାର ଦେବ କରୋନା ପଜିଟିଭ୍‌

ଅଗରତାଲା,୭।୪: ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। ଏସମ୍ପର୍କରେ ବିପ୍ଲବ ନିଜ ଟୁଇଟର ହ୍ୟାଣ୍ଡେଲରେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ ଘରେ ରହିଛନ୍ତି ଏବଂ ସମସ୍ତ କରୋନା ମାର୍ଗଦର୍ଶିକା ପାଳନ କରୁଥିବା କହିଛନ୍ତି। ତାଙ୍କ ସହିତ ମିଳାମିଶା କରିଥିବା ଲୋକେ ନିଜ ନିଜର ନମୁନା ପରୀକ୍ଷା କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟର ଯୋଗାଣ ବିଳମ୍ବରୁ ଚାଇନାରେ ବଢ଼ିଥିଲା ମୃତ୍ୟୁସଂଖ୍ୟା

ବେଜିଂ,୧୨।୪(ପି.ଟି.): ଚାଇନାରେ ଉପଯୁକ୍ତ ସମୟରେ ଯଥେଷ୍ଟ ଭେଣ୍ଟିଲେଟର ଯୋଗାଣ ହୋଇଥିଲେ କରୋନାଜନିତ ମୃତ୍ୟୁସଂଖ୍ୟାକୁ ହ୍ରାସ କରାଯାଇ ପାରିଥାନ୍ତା ବୋଲି ଏକ ଅଧ୍ୟୟନରେ କୁହାଯାଇଛି। ସେଠାରେ କରୋନାରେ...

ଆମ୍ବେଦକରଙ୍କୁ ମନେପକାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୪।୪: ଆଜି ଦେଶର ସମ୍ବିଧାନ ରଚୟତା ଡକ୍ଟର ବାବାସାହେବ ଆମ୍ବେଦକରଙ୍କ ୧୩୦ତମ ଜନ୍ମ ବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ...

ନିଜ ନେତାଙ୍କୁ ଅନୁସରଣ କରି ସୋସିଆଲ ମିଡିଆ ଛାଡିବେ ଅମୃତା

ମୁମ୍ବାଇ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ସୋସିଆଲ ମିଡିଆ ଫେସବୁକ, ଟୁଇଟର, ଇନଷ୍ଟାଗ୍ରାମ ଓ ୟୁଟ୍ୟୁବ ଛାଡିବା କଥା ଚିନ୍ତା କରୁଥିବା କହିବାର କିଛି ସମୟ...

ଜାତୀୟ ହାରଠୁ ଓଡ଼ିଶାରେ କରୋନା ନମୁନା ପରୀକ୍ଷା ଅଧିକ

ଭୁବନେଶ୍ୱର, ୩୦।୪(ବ୍ୟୁରୋ): ଓଡ଼ିଶାରେ କରୋନା ନମୁନା ପରୀକ୍ଷା ହାର ଜାତୀୟ ହାରଠୁ ଅଧିକ ରହିଛି। ଜାତୀୟସ୍ତରରେ ପ୍ରତି ୧୦ଲକ୍ଷ ଲୋକଙ୍କ ମଧ୍ୟରେ ୪୫୨ଜଣ ଲୋକଙ୍କର ନମୁନା...

ଭାଜପାରେ ଯୋଗ ଦେବେ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିଲା ଦିକ୍ଷିତଙ୍କ ପୁଅ!

ନୂଆଦିଲ୍ଲୀ,୧୯।୮: ଅରବିନ୍ଦ କେଜରିୱାଲଙ୍କ ନେତୃତ୍ୱାଧୀନ ଆମ ଆଦମୀ ପାର୍ଟି(ଏଏପି) ବିରୋଧୀ ‘ଇଣ୍ଡିଆ’ ମିଳିତ ମଞ୍ଚର ଏକ ଅଂଶ (I.N.D.I.A)। ଯଦିଓ ’ଏଏପି’ ର କଂଗ୍ରେସ ସହ...

କରୋନା ଯୋଦ୍ଧାଙ୍କ ମୃତ୍ୟୁରେ ୧ କୋଟି ଟଙ୍କା ସହାୟତା ରାଶି ଘୋଷଣା କଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୭।୫: କରୋନା ମହାମାରୀ ସହ ଲଢିବାକୁ ଆଗଧାଡିର ଯୋଦ୍ଧା ସାଜିଛନ୍ତି ପୋଲିସ। ଏମାନେ ସାଧାରଣ ଜନତାକୁ ଘରେ ସୁରକ୍ଷିତ ରଖିବାକୁ ଯାଇ ଦିନ ରାଜି ରାଜରାସ୍ତାରେ...

ଦିଲ୍ଲୀରେ ବାଇଡେନ

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀ ବୈଠକ ପାଇଁ ବିଭିନ୍ନ ଦେଶର ପ୍ରମୁଖ ନେତା ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସଂଧ୍ୟାରେ ଆମେରିକା ରାଷ୍ଟ୍ରପତି...

ପାକିସ୍ତାନର ପର୍ଦ୍ଦାଫାଶ କଲା ଆରଟିଆଇ: ଦଣ୍ଡାଦେଶ ଶେଷ ପରେ ୫୦୦ ଭାରତୀୟ ପାକିସ୍ତାନ ଜେଲରେ ବନ୍ଦୀ…

ନୂଆଦିଲ୍ଲୀ,୨୪।୫ : ପାକିସ୍ତାନୀ ସାମୁଦ୍ରିକ ସୀମାରେ ବେଆଇନ ମାଛ ଧରିବା ଅଭିଯୋଗରେ କରାଚିର ଏକ ଜେଲରେ ଥିବା ୧୯୮ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ଏକ ଦଳ...

Advertisement
Archives

Model This Week