ଗୁଆହାଟି,୨।୫: ଆସାମ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ମେଣ୍ଟ ୬୬ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ କଂଗ୍ରେସ ୨୯ ଆସନରେ ଆଗୁଆ ରହିଛି। ରାଜ୍ୟର ୧୨୬ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୬୪ ରହିଛି।
ଗୁଆହାଟି,୨।୫: ଆସାମ ବିଧାନସଭା ନିର୍ବାଚନର ଭୋଟ ଗଣନା ରବିବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ନେତୃତ୍ୱାଧୀନ ଏନ୍ଡିଏ ମେଣ୍ଟ ୬୬ ଆସନରେ ଆଗୁଆ ରହିଛି। ସେହିପରି ଏଠାରେ କଂଗ୍ରେସ ୨୯ ଆସନରେ ଆଗୁଆ ରହିଛି। ରାଜ୍ୟର ୧୨୬ ବିଧାନସଭା ଆସନ ମଧ୍ୟରୁ ସରକାର ଗଠନ ପାଇଁ ମ୍ୟାଜିକ୍ ନମ୍ବର ୬୪ ରହିଛି।
ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…
ଭୁବନେଶ୍ବର,୨ା୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…
ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…
କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍ କରିଛନ୍ତି। ରାଜ୍ୟର ପରିସ୍ଥିତି…
ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…
ବହୁପ୍ରତୀକ୍ଷିତ ହରର କମେଡି ‘ଭୂତ ବଙ୍ଗଳା’ ଖୁବ୍ଶୀଘ୍ର ପରଦାକୁ ଆସିବ। ଦର୍ଶକ ମଧ୍ୟ ଫିଲ୍ମକୁ ନେଇ ବେଶ୍ ଉତ୍ସାହିତ ଅଛନ୍ତି। ‘ଭୂତ ବଙ୍ଗଳା’ର ଟିଜର ସାଉଁଟିଛି ଚର୍ଚ୍ଚା।…
ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…
ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…