ଜମୁଛି ବିରାଟ ପର୍ବ: ରିଷିଡ଼ା ଚଳଚଞ୍ଚଳ

ରିଷଡ଼ା ୩।୫(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ରିଷଡ଼ା କନ୍ଧପଡା ରାଧାକୃଷ୍ଣ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ବିରାଟ ପର୍ବ ଆରମ୍ଭ ହୋଇଯାଇଛି।

ପର୍ବର ତୃତୀୟ ରଜନୀରେ ବାଘ ମଲ୍ଲ ବଧ ଓ ଚନ୍ଦନଯାତ୍ରା ମଞ୍ଚସ୍ଥ ହୋଇଥିଲା ଅକ୍ଷୟ ତୃତୀୟାଠାରୁ ୭ଦିନ ବ୍ୟାପୀ ମହାଭାରତ ପୁରାଣରୁ ସଂଗୃହିତ ବିରାଟ ପର୍ବ ନାଟକ ବିଭିନ୍ନ ରାତିରେ ମଞ୍ଚସ୍ଥ ହେଉଛି। ଦର୍ଶକ ଏହାର ମଜା ନେଉଛନ୍ତି।

ବିରାଟ ଭୁମିକାରେ ନିତ୍ୟାନନ୍ଦ ଦଣ୍ଡସେନା ଅଭିନୟ କରୁଥିବା ବେଳେ କୋନ୍ତଭଟ ଭୁମିକାରେ ସଞ୍ଜୟ ଧରୁଆ, ଭୀମ କୈଳାଶ କୁମୁରା, ମନୁରାଜ ଦେବବ୍ରତ ଭୋଇ, ଅଗସ୍ତି କାର୍ତ୍ତିକ ରଣା, ମଲ୍ଲ ବବୁଲୁ ଦଣ୍ଡସେନା, ବାଘ ଶିବା ଭୋଇ, ଶବର ଚକାମନ ଭୋଇ, ଦୁଆରି ନେପାଳ ମାଝୀ, କିଚକ ହିମାଂଶୁ ଶେଖର ଭୋଇ, ଦ୍ରୌପଦୀ ରିଙ୍କୁ ଭୋଇ, ରାଣୀ କିଶୋର ରଣା ଏବଂ ସଖୀ ଭୁମିକାରେ ତେଜରାଜ ଦଣ୍ଡସେନା ଅଭିନୟ କରୁଛନ୍ତି।

ନାଟକ ପରିଚାଳନା ଅନ୍ତର୍ଯ୍ୟାମୀ ମଲ୍ଲିକ କରୁଥିବା ବେଳେ ହେମାଦ୍ରୀ ଭୋଇ, ଗୋବର୍ଦ୍ଧନ ମାଝୀ, ପକଜ ଭୋଇ, ନବୀନ ସାହୁ ନରେନ୍ଦ୍ର ପୁଟା, ଓକିଲ ମାଝୀ ନୀଳମଣି ମଲ୍ଲିକ, କଳାକାଷ୍ଣୁ ରଣା, ହିମାଂଶୁ ଶେଖର ସାହୁ, ମହେନ୍ଦ୍ର ପ୍ରଧାନୀ, ବିରାଟ ପର୍ବ ନାଟକ ସଭାପତି ଭୋଳାରାମ ଭୋଇ, ସମ୍ପାଦକ ତରୁଣ ରଣା ପ୍ରମୁଖ ସହଯୋଗ କରୁଛନ୍ତି। କର୍ତ୍ତା ଦାୟିତ୍ୱରେ ଉର୍ମିଳା ଦଣ୍ତସନା, ଦିଲୀପ ଦଣ୍ଡସେନା ପ୍ରମୁଖ ରହିଛନ୍ତି। ଚତୁର୍ଥ ରଜନୀ ର କିଚକ ବଧ ନାଟକ ମଞ୍ଚସ୍ଥ ହେବ ବୋଲି କମିଟି ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳବାଇର ଅଣଦେଖା: ଉପଭୋକ୍ତା ସଂଘର ଆନ୍ଦୋଳନ ଚେତାବନୀ

ବରଗଡ଼,୬ା୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଓ ବଲାଙ୍ଗୀର ଜିଲା ରେଳ ଉପଭୋକ୍ତା ସଂଘର ମିଳିତ କାର୍ଯ୍ୟାନୁଷ୍ଠାନ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ରବିବାଋ ବରଗଡ଼ ଅଗ୍ରଗାମୀ ଯୁବକ ସଂଘ ସଭାକକ୍ଷରେ…

ଏହି ଜିଲାରୁ ପୁରାତନ ମଧ୍ୟପ୍ରସ୍ତର ଯୁଗୀୟ ମାନବ ସଭ୍ୟତା ଠାବ

ସୁନ୍ଦରଗଡ, ୭ା୪(ଜୟ ନାରାୟଣ ମେଣ୍ଡୁଳି):ଓଡ଼ିଶାର ଦେବଗଡ଼ ଜିଲାରୁ ପ୍ରଥମ ପୁରାତନ ମଧ୍ୟ ପ୍ରସ୍ତର ଯୁଗୀୟ ମାନବ ସଭ୍ୟତାର (ପାଲେଓଲିଥିକ) ସନ୍ଧାନ ମିଳିଛି। ସୁନ୍ଦରଗଡ଼ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

ପୂର୍ବତନ ବିଧାୟକ, ପୂର୍ବତନ ଏମ୍‌ପିଙ୍କୁ ବିଜେଡିରୁ କରାଗଲା ନିଲମ୍ବନ , ଜାଣନ୍ତୁ କାହିଁକି ଏମିତି କାର୍ଯ୍ୟାନୁଷ୍ଠାନ ନେଲେ ନବୀନ

ବାସୁଦେବପୁର,୬।୪(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁରର ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ଧାମନଗରର ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ, ଭଦ୍ରକର ପୂର୍ବତନ ଏମ୍‌ପି ମଞ୍ଜୁଲତା ମଣ୍ଡଳଙ୍କୁ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri