ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି ହୋଇଥିବା ରାଜ୍ୟ ମୁଖ୍ୟାଳୟରୁ ଚିଠି ନଂ ୩୬୯୦ରେ ଉଲେଖ ରହିଛି। ବିରଞ୍ଚି ନାରାୟଣ ପଲେଇ ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଅଧୀନ ଶତ୍ରୁଶୋଲ ଗ୍ରାମର କୃଷ୍ଣଚନ୍ଦ୍ର ପଲେଇଙ୍କ କନିଷ୍ଠ ପୁତ୍ର ।
ବିରଞ୍ଚି ଜଣେ ଚାଷୀ ଘର ପୁଅ । କନଷ୍ଟେବଳ ଦରମାରୁ ପରିବାର ଚଳାଇବାଟା କଷ୍ଟକର ହେଉଥିବାରୁ କଠିନ ପରିଶ୍ରମ କରି ଏଏସଆଇ ପରୀକ୍ଷାରେ ସଫଳତା ହାସଲ କରିଛନ୍ତି। ତେବେ ତାଙ୍କର ଏଭଳି ସଫଳତାକୁ ନେଇ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

ଚିଠା ଭୋଟର ତାଲିକା ପ୍ରକାଶ, ବଲାଙ୍ଗୀର ଜିଲାରୁ ବାଦ ପଡ଼ିଲେ…

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (Special Intensive Revision – SIR) ପ୍ରକ୍ରିୟାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ…

କାଳ ବୈଶାଖୀରେ ଉଡ଼ିଯାଇଥିଲା ଟିଣ, ଛପର, ହେଉନି ମରାମତି

ମୋହନା,୫।୭(ମନ୍ମଥ ମିଶ୍ର): କାଳବୈଶାଖୀରେ ଉଡ଼ିଯାଇଥିଲା ବିଦ୍ୟାଳୟର ଟିଣ ଛପର। ହେଲେ ବର୍ତ୍ତମାନ ସୁଦ୍ଧା ଏହା ମରାମତି ହୋଇନାହିଁ। ଫଳରେ ବାଧ୍ୟହୋଇ ଦୁଇଟି ଶ୍ରେଣୀ ଗୃହରେ ପ୍ରଥମରୁ ଅଷ୍ଟମ…

କଳାହାଣ୍ଡି ପୋଲିସକୁ ବଡ଼ ସଫଳତା; ଚୋର ଗ୍ୟାଙ୍ଗର ପର୍ଦ୍ଦାଫାସ, ୪ ଗିରଫ

ଭବାନୀପାଟଣା,୫।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦୀର୍ଘ ଦିନ ଧରି ଜିଲାର ଗୋଲାମୁଣ୍ଡା, କୋକସରା ଏବଂ କେଗାଁ ଥାନା ଅଞ୍ଚଳରେ ଚୋରି…

୩ ଶହରୁ ଅଧିକ ଚାଷୀଙ୍କୁ ଠକି ଲୁଟିଥିଲେ ଟଙ୍କା, ବାନ୍ଧିଲା ଉଦୟଗିରି ପୋଲିସ

ମୋହନା,୫ା୭ (ମନ୍ମଥ ମିଶ୍ର ): ଚାଷୀଙ୍କ ଠାରୁ ଲକ୍ଷାଧିକ ଟଙ୍କା ଲୁଟି ନେଇ ଶେଷରେ ବନ୍ଧା ହେଲା ଠକ ଅଭିଯୁକ୍ତ । ଏଭଳି ଘଟଣା ଦେଖିବାକୁ ମିଳିଛି…

ନଦିଗାଁ ରାସ୍ତାର ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ଧୂଷୁରୀ ଥାନା ଘେରାଉ କଲେ ଶତାଧିକ ମହିଳା

ଅସୁରାଳି,୫ା୭(ସନ୍ତୋଷ ସାହୁ): ଧୂଷୁରୀ ଥାନା ଅଞ୍ଚଳର ନଦିଗାଁ ରାସ୍ତା ନିକଟରେ ପ୍ରସ୍ତାବିତ ମଦ ଦୋକାନ ଖୋଲିବାକୁ ବିରୋଧ କରିଛନ୍ତି ସ୍ଥାନୀୟ ମହିଳା । ରବିବାର ଶତାଧିକ ମହିଳା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri