ଚିଲିକାରେ ପକ୍ଷୀ ଗଣନା ଆରମ୍ଭ

ଭୁବନେଶ୍ୱର,୪।୧(ବ୍ୟୁରୋ): ଚିଲିକାରେ ମଙ୍ଗଳବାର ପକ୍ଷୀ ଗଣନା ଆରମ୍ଭ ହୋଇଛି। ସକାଳ ୬ରୁ ମଧ୍ୟାହ୍ନ ୧୨ଟା ଯାଏ ଏହି ଗଣନା ଚାଲିବ। ସେନେଇ ୨୧ଟି ଟିମ୍‌ରେ ୧୦୫ ଗଣନାକାରୀ ନିୟୋଜିତ ହୋଇଛନ୍ତି। ତିନିଟି ଟିମ୍‌ ସ୍ଥଳ ଭାଗରେ ଏବଂ ୧୮ଟି ଟିମ୍‌ ଜଳ ଭାଗରେ ପକ୍ଷୀ ଗଣିବେ। ରମ୍ଭା, ବାଲୁଗାଁ, ଟାଙ୍ଗୀ ଓ ସାତପଡା ରେଞ୍ଚରେ ଗଣନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

କଳାହାଣ୍ଡିରେ ପୁଣି କୁମ୍ଭୀର ଆତଙ୍କ ଭାଲୁ ବୁଟୁରା ନାଳରେ କୁମ୍ଭୀର

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ହାତୀନଦୀର ପିଲାସ ଗାଁ ଘାଟ ନିକଟରେ ଗତ କିଛି ଦିନ ତଳେ ଏକ କୁମ୍ଭୀର ଦେଖିବାକୁ ମିଳିଥିବାବେଳେ…

ICC ପ୍ଲେୟାର ଅଫ ଦ ମନ୍ଥ ପାଇଁ ମନୋନୀତ ହେଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୭: ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ICC) ପକ୍ଷରୁ ଜୁନ ମାସ ପାଇଁ ‘ପ୍ଲେୟାର ଅଫ ଦ ମନ୍ଥ’ (Player of the Month) ମନୋନୟନ ତାଲିକା…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

ବେଲଘର ବନବିଭାଗର ଚଢ଼ାଉ; ୨ ଶିକାରୀଙ୍କୁ ମାଡ଼ି ବସିଲା ପେଟ୍ରୋଲିଂ ଟିମ୍

ତୁମୁଡ଼ିବନ୍ଧ, ୧୪।୭ (ଦୀପକ କୁମାର ପାରସେଠ): କନ୍ଧମାଳ ଜିଲାର ବେଲଘର ବନାଞ୍ଚଳରେ ବନବିଭାଗ ପକ୍ଷରୁ କରାଯାଇଥିବା ରାତିର  ପାଟ୍ରୋଲିଂ ବେଳେ ୨ ଜଣ ଶିକାରୀଙ୍କୁ ଗିରଫ କରାଯିବା…

ବସ୍–କାର୍ ମୁହାଁମୁହିଁ ଧକ୍କା: କାର୍ ଚାଳକ ମୃତ, ୩ ଗୁରୁତର

ଢେଙ୍କାନାଳ, ୧୩।୭: ଢେଙ୍କାନାଳ ଜିଲା ଗଁଦିଆ ଥାନା ଅନ୍ତର୍ଗତ ଦେଓଗାଁ–କପିଳାସ–ହରିପୁର ରାସ୍ତାରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍ ଓ କାର୍…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri