ପାରାଦୀପ ସମେତ ୪ ସ୍ଥାନରେ ସରିଲା ପକ୍ଷୀ ଗଣନା

ପାରାଦୀପ,୧୩।୧(ସ୍ବ.ପ୍ର.): କୁଜଙ୍ଗ ବନାଞ୍ଚଳ ପକ୍ଷରୁ ପାରାଦୀପ ସମେତ ୪ଟି ସ୍ଥାନରେ ପକ୍ଷୀ ଗଣନା ସରିଛି। ତେବେ ଚଳିତ ବର୍ଷ ପକ୍ଷୀ ସଂଖ୍ୟା କମିଛି । ଆଉ ୬ ନୂଆ ପ୍ରଜାତିର ପକ୍ଷୀଙ୍କୁ ଚିହ୍ନଟ କରାଯାଇଛି । ୫ଟି ସେଗମେଣ୍ଟ ପାଇଁ ୪ଟି ଟିମ ଗଠନ କରାଯାଇ ପକ୍ଷୀ ଗଣନା କରାଯାଇଥିଲା। ପାରାଦୀପର ପିପିଏଲ୍‌ରେ ୨ଟି ସେଗମେଣ୍ଟ, ଜଟାଧାରୀ ନଦୀ ଅଞ୍ଚଳରେ ଗୋଟିଏ ସେଗମେଣ୍ଟ, ହାୱାଖାନାରେ ଗୋଟିଏ ଓ ବନ୍ଦର ଅଞ୍ଚଳରେ ଗୋଟିଏ ସେଗମେଣ୍ଟ ଗଣନା ହୋଇଥିଲା। ଏ ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ ୱାଟରସେଡ୍ ପିଡି ପ୍ରସନ୍ନ ପାତ୍ର ଗିରଫ: ଆୟଠାରୁ ୨୦୪% ଅଧିକ ସମ୍ପତ୍ତି

ସୁନ୍ଦରଗଡ଼, ୧୦।୧୦ (ଜୟ ନାରାୟଣ ମେଣ୍ଡୁଳି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ସୁନ୍ଦରଗଡ଼ ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ତଥା ଜଳବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ (ୱାଟରସେଡ୍ ପିଡି)…

‘ଯୋଗ୍ୟ ହିତାଧିକାରୀଙ୍କ ନିକଟରେ ପହଞ୍ଚିବ ସରକାରୀ ସେବା’

ଭଞ୍ଜନଗର,୧୦ା୧୦(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ ପୂର୍ତ୍ତି ଅବସରରେ ଗତ ସେପ୍ଟେମ୍ବର ୧୭ରୁ ଏକ ମାସ ବ୍ୟାପୀ ସେବା ସଂକଳ୍ପ ଅଭିଯାନ ଆରମ୍ଭ…

ଖେମୁଣ୍ଡି କଲେଜ ଛାତ୍ର ସଂସଦ ନିର୍ବାଚନ: ବିଭିନ୍ନ ପଦବୀ ପାଇଁ ମଇଦାନ ରେ ୧୪ ପ୍ରାର୍ଥୀ , ଦ୍ବିି – ମୁଖି ପ୍ରତିଦ୍ବନ୍ଦିତା

ଦିଗପହଣ୍ଡି,୧୦|୧୦(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜ ରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଥିବାରୁ ଛାତ୍ରୀ ଛାତ୍ର ଙ୍କ…

ନ୍ୟାଶନାଲ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ ପାଇଲେ ଛତ୍ରପୁର ଝିଅ ଶୁଭସ୍ମିତା

ଛତ୍ରପୁର,୧୦ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଦେବୀନଗର ସାହିର ଯୁବ ଚିତ୍ରଶିଳ୍ପୀ ତଥା ଲେଖିକା ଶୁଭସ୍ମିତା ପଣ୍ଡା ନିଜର ଅନନ୍ୟ କଳାପ୍ରତିଭା ପାଇଁ ନ୍ୟାଶନାଲ ବୁକ୍‌…

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

CJP ବିରୋଧ ମଧ୍ୟରେ ରାହୁଲ ଗାନ୍ଧୀଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ: ’…ଗଣତନ୍ତ୍ରର ସୁଧାର ପୁନର୍ବାର ଆରମ୍ଭ ହେବ’

ନୂଆଦିଲ୍ଲୀ,୧୦।୧୦: CJP ବିରୋଧ ପ୍ରଦର୍ଶନ ମଧ୍ୟରେ, ରାହୁଲ ଗାନ୍ଧୀ ଗତକାଲି ‘ଇଣ୍ଡିଆ’ (INDIA) ମେଣ୍ଟର ନେତାମାନଙ୍କ ସହ ଏକ ବୈଠକ କରିଥିଲେ ଏବଂ ସେଥିରେ ମୋଦି ସରକାରଙ୍କୁ…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?