ଆସନ୍ତା ୪ରୁ ଚିଲିକାରେ ପକ୍ଷୀ ଗଣନା

ଭୁବନେଶ୍ୱର, ୧୮।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ୪ ତାରିଖରୁ ଚିଲିକାରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥିଲାଗି ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ପକ୍ଷୀ ଗଣନା ପାଇଁ ଚିଲିକାକୁ ୫ଟି ଜୋନରେ ବିଭକ୍ତ କରାଯିବ । ଗଣନା କାର୍ଯ୍ୟରେ ମୋଟ ୨୧ଟି ଟିମ୍‌ ନିୟୋଜିତ ହେବେ। ଟାଙ୍ଗୀ ଜୋନ୍‌ରେ ୮ଟି ଟିମ୍‌, ବାଲୁଗାଁରେ ୫, ସାତପଡ଼ାରେ ୩, ରମ୍ଭା ଓ କୃଷ୍ଣପ୍ରସାଦ ଜୋନ୍‌ରେ ଅବଶିଷ୍ଟ ଟିମ ନିୟୋଜିତ ରହିବେ ।

ଚିଲିକା ବନ୍ୟପ୍ରାଣୀ ବିଭାଗ ଅଧିକାରୀ, ଚିଲିକା ଉନ୍ନୟନ ପରିଷଦ, ପକ୍ଷୀ ସୁରକ୍ଷା ସମିତି କର୍ମଚାରୀ ଓ ସ୍ବେଚ୍ଛାସେବୀମାନେ ଗଣନା କାର୍ଯ୍ୟରେ ନିୟୋଜିତ ରହିବେ। ଗତବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଜିପିଏସ୍‌ ଓ ବାଇନୋକୁଲାର ବ୍ୟବହାର କରାଯିବ । ସକାଳ ୬ଟାରୁ ଏହାଆରମ୍ଭ ହେବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫ୍ଲାଏଓଭର ନିର୍ମାଣ ଦାବିରେ ରେଳରୋକୋ

ଭଦ୍ରକ ଅଫିସ, ୮।୧ ଭଦ୍ରକ ଷ୍ଟେଶନ ନିକଟ ଡଗରାସାହିଠାରେ ଫ୍ଲାଏଓଭର ନିର୍ମାଣ ଦାବିରେ ଶୁକ୍ରବାର ସ୍ଥାନୀୟ ଲୋକଙ୍କୁ ନେଇ ରେଳରୋକୋ କରାଯାଇଥିଲା। ଲୋକେ ରେଳ ଧାରଣା...

ଦିବାଧ୍ୟାୟୀ ଛାତ୍ରୀଛାତ୍ରଙ୍କୁ ମିଳୁନି ମଧ୍ୟାନ୍ନ ଭୋଜନ ଚାଉଳ

ଦାରିଙ୍ଗବାଡ଼ି,୨୪।୪(ଡି.ଏନ.ଏ)- ଲକ୍‌ଡାଉନ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ବିଦ୍ୟାଳୟ, ଅଙ୍ଗନୱାଡ଼ି କେନ୍ଦ୍ର ଆଦି ବନ୍ଦ ରହିଛି। ଏପ୍ରିଲ ଠାରୁ ଜୁନ୍‌...

ମାଲକାନଗିରି ବିମାନବନ୍ଦର କାର୍ଯ୍ୟ ଆରମ୍ଭ

ମାଲକାନଗିରି,୩୦।୧୦:(ଡି.ଏନ୍‌.ଏ): ମାଲକାନଗିରି ଜିଲାରେ ଅନେକ ବର୍ଷ ପରେ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏ ନେଇ ୨୮ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟ ଅଟକଳ...

ତେଲ ଟ୍ୟାଙ୍କର ଜବତ, ଡ୍ରାଇଭର କୋର୍ଟ ଚାଲାଣ

ଚଣ୍ଡିଖୋଲ,୧୯ା୮(ଡି.ଏନ୍‌.ଏ.)- ୫ନଂ କ ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ କଟିକଟା ଛକ ନିକଟରେ ଶନିବାର ଏକ ଡ୍ରାଇଭର ତେଲ ବିକ୍ରି କରୁଥିବା ଅଭିଯୋଗରେ ପୋଲିସ...

ସ୍ଥାଣୁ ପାଲଟିଛି ବ୍ରିଟ୍‌

ବାଲେଶ୍ୱର ଅଫିସ, ୨।୧୧-ବାଲେଶ୍ୱର ଆଞ୍ଚଳିକ ଉନ୍ନୟନ ସଂସ୍ଥା (ବ୍ରିଟ୍‌)) ଜିଲାର ଏକ ପ୍ରମୁଖ ଏବଂ ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ଉନ୍ନୟନକାରୀ ସଂସ୍ଥା। ରାସ୍ତାଘାଟଠାରୁ ଆରମ୍ଭ କରି...

ଶ୍ରୀ ଜଗନ୍ନାଥଙ୍କ ପହଣ୍ଡି ଆରମ୍ଭ

ପୁରୀ ଅଫିସ,୧ା୭: ଆଜି ହେଉଛି ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା।  ପରେ ବଳଭଦ୍ରଙ୍କର...

ବିଦ୍ୟାଳୟ ବନ୍ଦ: ଗାଈ, ମଇଁଷି ଚରାଉଛନ୍ତି ପିଲା

କୋରୁକୋଣ୍ଡା,୨୦।୭(ଡି.ଏନ.ଏ): କରୋନା କଟକଣା ଯୋଗୁ ବିଦ୍ୟାଳୟ କେବେ ଖୋଲିବ ତାହା ରାଜ୍ୟ ସରକାର ଏଯାଏ ସ୍ପଷ୍ଟ ଭାବେ ଘୋଷଣା କରି ନାହାନ୍ତି। ଏହି ସମୟରେ ମାଲକାନଗିରି...

ରାଷ୍ଟ୍ରପତିଙ୍କଠୁ ପୁରସ୍କାର ପାଇବେ ଖୁଲଣା

ଜଗତ୍‌ସିଂହପୁର ଅଫିସ, ୧।୫: ଜଗତ୍‌ସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଲେବର ରୁମ ଇନଚାର୍ଜ ଖୁଲଣା ବାରିକ ୨୦୨୧ ଜାତୀୟ ଫ୍ଲୋରେନ୍ସ ନାଇଟ୍‌ଙ୍ଗେଲ ପୁରସ୍କାର ପାଇଁ...

Advertisement
Archives

Model This Week