ମଙ୍ଗଳବାର ସକାଳୁ ଚିଲିକାରେ ପକ୍ଷୀ ଗଣନା

ଖୋର୍ଦ୍ଧା ଅଫିସ,୩।୧: ଚିଲିକାର ଅତିଥି ସାଜିଥିବା ଦେଶୀ-ବିଦେଶୀ ପକ୍ଷୀଙ୍କ ଗଣନା କରାଯିବ । ମଙ୍ଗଳବାର ସକାଳ ୬ଟାରୁ ୧୧ଟା ସମୟ ପର୍ଯ୍ୟନ୍ତ ଏହି ପକ୍ଷୀ ଗଣନା କରାଯିବ । ସେନେଇ ସୋମବାର ଗଣନାକାରୀମାନଙ୍କୁ ଟ୍ରେନିଂ ଦିଆଯାଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷଙ୍କ ବାଲୁଗାଁ-ଚନ୍ଦ୍ରାପୁଟ ସ୍ଥିତ ଆଦ୍ର ଭୂମି ପରୀକ୍ଷଣ ସେଣ୍ଟର ପରିସରରେ ପକ୍ଷୀ ବିଶେଷଜ୍ଞମାନେ ଗଣନାକାରୀଙ୍କୁ ପ୍ରଶିକ୍ଷଣ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପାଇପ ବିଛାଇବା ପାଇଁ ଗାଁ ଗାଁରେ ଖୋଳା ଚାଲିଛି କଂକ୍ରିଟ ରାସ୍ତା: ପାଇପ ବିଛାଇବା ପରେ ମରାମତି ନାହିଁ

ଅମରପାଲି, ୨୭।୯ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ବିଭିନ୍ନ ଗ୍ରାମରେ ମେଗା ପାନୀୟଜଳ ପ୍ରକଳ୍ପ ପାଇଁ ପାଇପ ବିଛାଇବା କାମ ଚାଲିଛି। ଏଥିପାଇଁ ଏକ…

କେତୁଙ୍କ ସ୍ୱନକ୍ଷତ୍ରରେ ଗୋଚର: ୫ରାଶି ରୁହନ୍ତୁ ସତର୍କ! ଖରାପ ସମୟ ଆରମ୍ଭ; ପାଖରୁ ଚାଲିଯିବ ଟଙ୍କା…

ଜ୍ୟୋତିଷଙ୍କ ଅନୁସାରେ, କେତୁ ଗ୍ରହ ୩ ଅକ୍ଟୋବର ୨୦୨୬ରେ ମଘା ନକ୍ଷତ୍ରର ପ୍ରଥମ ପାଦକୁ ଚଳନ କରିବେ। କେତୁଙ୍କ ଏହି ପାଦ ନକ୍ଷତ୍ର ଚଳନ ଯୋଗୁଁ ଅନେକ…

ଅକ୍ଟୋବର ୨ରେ ଚାଲିବନି UPI! ଆସିଲା ବଡ଼ ଅପଡେଟ୍‌

ନୂଆଦିଲ୍‌ଲୀ,୨୭।୯: ୨ ତାରିଖରେ ଦେଶବ୍ୟାପୀ ‘ନୋ UPI ଡେ’ ପାଳନ ହେବା ନେଇ ମିଡିଆରେ ଯେଉଁ ଖବର ପ୍ରକାଶ ପାଇଛି ତାହା ସମ୍ପୂର୍ଣ୍ଣ ମିଛ। ଏଭଳି କୌଣସି…

ବ୍ୟାଙ୍କ୍‌ ଷ୍ଟ୍ରାଇକ୍‌ ପୂର୍ବରୁ ସବୁ ସରକାରୀ ବ୍ୟାଙ୍କ୍‌ର ବଡ଼ ଘୋଷଣା, ସେପ୍ଟେମ୍ୱର ୨୮ରୁ ଏଟିଏମ୍‌ ଚାର୍ଜ…

ନୂଆଦିଲ୍‌ଲୀ,୨୭।୯: ସାରା ଦେଶରେ ୨୮ ରୁ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ସମସ୍ତ ସରକାରୀ ଏବଂ ଘରୋଇ (ପ୍ରାଇଭେଟ) ବ୍ୟାଙ୍କ ତିନି ଦିନିଆ ଧର୍ମଘଟରେ ରହିବାକୁ ଯାଉଛନ୍ତି। ଏହା…

କେତୁଙ୍କ ନକ୍ଷତ୍ର ପରିବର୍ତ୍ତନ: ୩ ରାଶିଙ୍କୁ ଅଚାନକ ମିଳିବ ଟଙ୍କା! ଚାକିରିରେ ବଡ଼ ଅଫର୍‌

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ୯ଟି ଗ୍ରହ ମଧ୍ୟରୁ କିଛି ଶୁଭ ତ ଆଉ କିଛି ଅଶୁଭ ଗ୍ରହ ରହିଥାନ୍ତି। ଏଭଳି ସ୍ଥିତିରେ କେତୁଙ୍କ ଗଣନା ପାପୀ,…

ସୋମବାରରୁ ୩ ଦିନ ବ୍ୟାଙ୍କ ଷ୍ଟ୍ରାଇକ୍‌: ଜାଣନ୍ତୁ ରବିବାର କେଉଁ ବ୍ୟାଙ୍କ ଖୋଲା, କେଉଁଟା ବନ୍ଦ?

ନୂଆଦିଲ୍‌ଲୀ,୨୭।୯: ୨୮ ସେପ୍ଟେମ୍ୱର ଅର୍ଥାତ ସୋମବାରଠାରୁ ଦେଶର ସମସ୍ତ ବ୍ୟାଙ୍କ ତିନି ଦିନିଆ ଧର୍ମଘଟକୁ ଯାଉଛନ୍ତି। ଏହି ଧର୍ମଘଟ ୩୦ ସେପ୍ଟେମ୍ୱର ପର୍ଯ୍ୟନ୍ତ ଚାଲିବ, ଯାହା ଫଳରେ…

କ୍ଷମତାର ଦୁରୁପଯୋଗ

ଦୁର୍ନୀତି ଓ ଲାଞ୍ଚ, ଏହି ଦୁଇଟି ଶବ୍ଦକୁ ପରସ୍ପର ବଦଳରେ ବ୍ୟବହାର କରାଯାଇପାରେ। କିନ୍ତୁ ପ୍ରକୃତରେ ଲାଞ୍ଚ ଶବ୍ଦ ୧୬ଶ ଶତାବ୍ଦୀରେ ଉତ୍ପତ୍ତି ହୋଇଥିଲା। ଏହାର ଅର୍ଥ…

ସମୁଦ୍ର ଗର୍ଭରେ ଲୀନ ହେବ ଆଉ ୨ ମନ୍ଦିର

ଛତ୍ରପୁର,୨୭ା୯ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ସମୁଦ୍ର କୂଳ ଦିନକୁ ଦିନ କ୍ଷୟ ହେବାରେ ଲାଗିଛି। ଗଭୀର ଅବପାତ ପ୍ରଭାବରେ ଉଚ୍ଚ ଜୁଆର କୂଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?