ହୋଇଯାଆନ୍ତୁ ସତର୍କ: ଆମେରିକାରୁ ମାଡି ଆସୁଛି ବଡ଼ ରୋଗ, ବିଶେଷଜ୍ଞ ଦେଲେ ଚେତାବନୀ

ଓ୍ବାଶିଂଟନ୍‌, ୧୯।୧୨: ସମଗ୍ର ବିଶ୍ୱରେ ବାର୍ଡ ଫ୍ଲୁ ରୋଗ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ବେଳେ ସ୍ପେନ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ ପରବର୍ତ୍ତୀ ମହାମାରୀ ଆମେରିକାରୁ ଆସିପାରେ। ରିପୋର୍ଟ ଅନୁଯାୟୀ, ବିଶେଷଜ୍ଞମାନେ କହିଛନ୍ତି , ଆମେରିକାରେ H5N1 ଏଭିଆନ ଫ୍ଲୁ ଦ୍ରୁତ ଗତିରେ ବ୍ୟାପୁଛି, ତେଣୁ ଏହା ନିକଟ ଭବିଷ୍ୟତରେ ଏକ ନୂତନ ମହାମାରୀ ସୃଷ୍ଟି କରିପାରେ।

ଏଭିଆନ ଇନଫ୍ଲୁଏଞ୍ଜାକୁ ବାର୍ଡ ଫ୍ଲୁ ମଧ୍ୟ କୁହାଯାଏ। ପକ୍ଷୀମାନଙ୍କ ବ୍ୟତୀତ ଏହି ଜୀବାଣୁ ବର୍ତ୍ତମାନ ଗାଈ ଏବଂ ଅନ୍ୟ ପ୍ରାଣୀମାନଙ୍କ ନିକଟରେ ପହଞ୍ଚିଛି। ଏପର୍ଯ୍ୟନ୍ତ ମନୁଷ୍ୟ କୌଣସି ମାମଲା ଚିହ୍ନଟ ହୋଇନାହିଁ, କିନ୍ତୁ ବିଶେଷଜ୍ଞମାନେ ଭୟ କରୁଛନ୍ତି ଯେ, ଏପରି ଏକ ମ୍ୟୁଟାଣ୍ଟ ଯେକୌଣସି ସମୟରେ ବାହାରିପାରେ କିମ୍ବା ଏହା ପଶୁମାନଙ୍କଠାରୁ ମନୁଷ୍ୟକୁ ଆକ୍ରାନ୍ତ କରିପାରେ। ଏଭଳି ପରିସ୍ଥିତିରେ ଆସନ୍ତୁ ଜାଣିବା ଏହି ମହାମାରୀ କେତେ ବିପଜ୍ଜନକ ହୋଇପାରେ।

ପ୍ରାୟ ୬ ମାସ ପୂର୍ବେ ଆମେରିକାର ୪୮ଟି ରାଜ୍ୟରେ ୯ କୋଟିରୁ ଅଧିକ କୁକୁଡ଼ାକୁ ଏଭିଆନ ଇନଫ୍ଲୁଏଞ୍ଜା ବ୍ୟାପି ଯାଇଥିଲା। ଏହି ଜୀବାଣୁ ଗାଈ ମାନଙ୍କଠାରେ ମଧ୍ୟ ଦେଖିବାକୁ ମିଳିଥିଲା। ତେବେ ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ର (ସିଡିସି)ର ପୂର୍ବତନ ନିର୍ଦ୍ଦେଶକ ରବର୍ଟ ରେଡଫିଲ୍ଡ ମଧ୍ୟ ଦାବି କରିଛନ୍ତି ଯେ ପରବର୍ତ୍ତୀ ମହାମାରୀ ବାର୍ଡ ଫ୍ଲୁ ଦ୍ୱାରା ହୋଇପାରେ।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri