ବାର୍ଡ ଫ୍ଲୁରେ ୫୮୫ ସିଲ୍‌ ମୃତ…

ଲିମା,୮।୨ : ପେରୁରେ ଏଚ-୫-ଏନ-୧ ବାର୍ଡ ଫ୍ଲୁରେ ୫୮୫ ସିଲ୍‌ ଏବଂ ୫୫,୦୦୦ ପକ୍ଷୀଙ୍କୁ ମୃତ୍ୟୁ ଘଟିଛି। ସର୍ନପ ପ୍ରାକୃତିକ କ୍ଷେତ୍ର ସଂରକ୍ଷଣ ଏଜେନ୍ସି ଫିଲିପାଇନ୍ସର ମିଡିଆ ଏବିଏସ-ସିବିଏନ ନ୍ୟୁଜକୁ ଏହି ସୂଚନା ଦେଇଛି।

ସର୍ନପ ପ୍ରାକୃତିକ କ୍ଷେତ୍ର ସଂରକ୍ଷଣ ଏଜେନ୍ସି କହିଛି ଯେ ଆଠଟି ସଂରକ୍ଷିତ ଉପକୂଳବର୍ତ୍ତୀ ଅଞ୍ଚଳରେ ରେଞ୍ଜରମାନେ ଏସବୁ ମୃତ ପକ୍ଷୀ ପାଇଛନ୍ତି। ରେଞ୍ଜରଙ୍କ ଅନୁସନ୍ଧାନରୁ ଜଣାପଡିଛି ଯେ ସେ ପକ୍ଷୀ ଫ୍ଲୁରେ ମୃତ୍ୟୁ ବରଣ କରିଛନ୍ତି। ସାତଟି ସଂରକ୍ଷିତ ଅଞ୍ଚଳରେ ମୃତ ସିଲଙ୍କୁ ଦେଖିବାକୁ ମିଳିଛି। ସର୍ନାପ ଏକ ବିବୃତ୍ତିରେ କହିଛି ଯେ ମୃତ ପକ୍ଷୀମାନଙ୍କ ମଧ୍ୟରେ ପେଲିକାନ, ବିଭିନ୍ନ ପ୍ରକାରର ଅନ୍ୟ ପକ୍ଷୀ ଏବଂ ପେଙ୍ଗୁଇନ ଆଦି ରହିଛନ୍ତି।

ଲାବୋରେଟୋରୀ ପରୀକ୍ଷଣ ମଧ୍ୟ ମୃତ ସିଲଙ୍କଠାରେ ଏଚ-୫-ଏନ-୧ର ଉପସ୍ଥିତି ନିଶ୍ଚିତ କରିଛି । ପେରୁର ଜାତୀୟ ଜଙ୍ଗଲ ଏବଂ ବନ୍ୟପ୍ରାଣୀ ସେବା ସମୁଦ୍ର କୂଳରେ ପଡ଼ିଥିବା ମୃତ ସିଲ ଏବଂ ସମୁଦ୍ର ପକ୍ଷୀମାନଙ୍କ ଠାରୁ ଦୂରେଇ ରହିବାକୁ ଲୋକଙ୍କୁ ଅନୁରୋଧ କରିଛି। ଏହା ସହିତ ସେମାନଙ୍କର ଗୃହପାଳିତ ପଶୁମାନଙ୍କୁ ସେଠାରୁ ଦୂରରେ ରଖିବାକୁ ମଧ୍ୟ ଅନୁରୋଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…

ମୋଟାପଣ, ଅଣସଂକ୍ରାମକ ରୋଗ ବଡ଼ ସ୍ବାସ୍ଥ୍ୟ ସମସ୍ୟା; BRICS ନେତା କହିଲେ…

ନୂଆଦିଲ୍ଲୀ, ୧୩ା୯ : ମୋଟାପଣ ଏବଂ ଅଣସଂକ୍ରାମକ ରୋଗ (ଏନ୍‌ସିଡି) ବର୍ତ୍ତମାନ ବିଶ୍ୱବ୍ୟାପୀ ଏକ ବଡ଼ ସ୍ବାସ୍ଥ୍ୟ ସମସ୍ୟାରେ ପରିଣତ ହୋଇଛି । ଏହାକୁ ନେଇ ବ୍ରିକ୍ସ…

ପଶ୍ଚିମବଙ୍ଗ ଉପନିର୍ବାଚନ; ପ୍ରାର୍ଥୀ ଘୋଷଣା କଲା TMC, ନନ୍ଦିଗ୍ରାମରେ ବଡ଼ ନିଷ୍ପତ୍ତି

କୋଲକାତା,୧୩।୯: ପଶ୍ଚିମବଙ୍ଗର ନନ୍ଦିଗ୍ରାମ ଓ ରେଜିନଗର ବିଧାନସଭା ଆସନରେ ହେବାକୁ ଥିବା ଉପନିର୍ବାଚନ ପାଇଁ ତୃଣମୂଳ କଂଗ୍ରେସ (TMC) ନିଜ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ।…

ବାହୁଦା ନଦୀକୁ ଗାଧୋଇବାକୁ ଯାଇ ବୃଦ୍ଧ ନିଖୋଜ ଘଟଣା, ଆଜି ମିଳିଲା….

ଦିଗପହଣ୍ଡି/ଚିକିଟି,୧୩।୯(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଳକ ଲାଲମେଣ୍ଟା ପଞ୍ଚାୟତ କୋଳିପେଣ୍ଠ ଗ୍ରାମରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ବୃନ୍ଦାବନ…

ପେଟ୍ରୋଲ ଦରକୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଲିଟର ପ୍ରତି ୧୦୦ ଟଙ୍କା….

ଇସଲାମାବାଦ,୧୩।୯: ମହଙ୍ଗା ଇନ୍ଧନ ଦରରୁ ସାଧାରଣ ଲୋକଙ୍କୁ ଆଶ୍ୱସ୍ତି ଦେବାକୁ ପାକିସ୍ତାନ ସରକାର ଏକ ବଡ଼ ରିଲିଫ୍‌ ଯୋଜନା ଘୋଷଣା କରିଛି। ରବିବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶହବାଜ…

ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ

ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…

କଟକରେ ମହିଳାଙ୍କୁ ହତ୍ୟା; ବନ୍ଦ ଘର ଭିତରେ ପଥର ଛେଚି….

କଟକ,୧୩।୯(ପ୍ରଭୁକଲ୍ୟାଣ ପାଲ୍): କଟକ ସିଡିଏ ସେକ୍ଟର ୧୩ ନମ୍ବରରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ଫେଜ ୨ ଥାନା ଅନ୍ତର୍ଗତ କାଠଯୋଡ଼ି ନଦୀ କୂଳ ବସ୍ତିରେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?