Posted inଫୁରସତ

ଜଳାଶୟରେ କାଗଜ ପକାଇ ଏମିତି ମାଛ ଧରୁଛି ପକ୍ଷୀ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡ଼ିଆରେ କିଛିନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଏକ ପକ୍ଷୀ ଜଳାଶୟରେ କାଗଜ ପକାଇ ମାଛ ଧରୁଥିବା ଦେଖିବାକୁ ମିଳୁଛି।
ଏହି ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଏହି ଭିଡିଓଟି ଅଧିକ ଭାଇରାଲ ହେବାରେ ଲାଗିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯେଉଁଠି ବର କନ୍ୟାଙ୍କ ଗୋଡ଼ ଛୁଇଁ କରନ୍ତି ତ୍ରିବାର ସତ୍ୟ…

ବିବାହକୁ ନେଇ ବିଭିନ୍ନ ସ୍ଥାନରେ ଭିନ୍ନ ଭିନ୍ନ ରୀତିନୀତି ରହିଆସିଛି। ବେଳେବେଳେ ଯାହାକୁ ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। ଇଣ୍ଡୋନେସିଆ ଦାନି ଜନଜାତି ସମ୍ପ୍ରଦାୟରେ ବିବାହ ସମୟରେ...

ଯେଉଁଠି ୮୦ ବର୍ଷୀୟା ବୃଦ୍ଧା ଦେଖାଯାନ୍ତି ତରୁଣୀ

ସୁନ୍ଦର ଦେଖାଯିବା ପାଇଁ ସମସ୍ତଙ୍କ ଇଚ୍ଛା। ଅନ୍ୟପକ୍ଷରେ ସୌନ୍ଦର୍ଯ୍ୟ ମଧ୍ୟ ସମସ୍ତଙ୍କୁ ଆକୃଷ୍ଟ କରିଥାଏ। ମାତ୍ର ବୟସ ବଢ଼ିବା ସହିତ ଯୌବନ ଓ ସୌନ୍ଦର୍ଯ୍ୟ କ୍ରମେ...

ଗଙ୍ଗାରେ ଆମାଜନ ନଦୀର ଅଜବ ମାଛ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୮ା୯: ଆମେରିକାର ଆମାଜନ ନଦୀରେ ଥିବା କ୍ୟାଟ୍‌ଫିସ୍‌ ନାମକ ପ୍ରଜାତିର ଏକ ମାଛ କାଶୀ ଗଙ୍ଗାରେ ଦେଖିବାକୁ ମିଳିଛି। ଗଙ୍ଗାରେ ଏହି ମାଛକୁ ଦେଖି ପ୍ରାଣୀ...

ଛୋଟ ପିଲାକୁ ଏଭଳି ଶିଖାଉଛି କୁକୁର

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର...

ରାମାୟଣ ଅନ୍‌ଲାଇନ କୁଇଜ୍‌ରେ ୨ ମୁସଲମାନ୍‌ ଛାତ୍ରଙ୍କ ସଫଳତା…

ଥିରୁଭାନନ୍ତପୁରମ୍‌, ୭।୮ : କେରଳର ମାଲାପୁରାମର ଦୁଇଜଣ ମୁସଲମାନ ଛାତ୍ର ବାସିତ ଏବଂ ଜବୀର ଏକ ଅନଲାଇନ ରାମାୟଣ କୁଇଜ ପ୍ରତିଯୋଗିତାରେ ସଫଳତା ହାସଲ କରିଛନ୍ତି।...

ଯେଉଁଠି ଦେବୀଦେବତାଙ୍କୁ ମିଳେ ଦଣ୍ଡ

ଅଦାଲତରେ ସାଧାରଣତଃ ମଣିଷମାନଙ୍କୁ ଦଣ୍ଡ ବିଧାନର ବ୍ୟବସ୍ଥା ରହିଛି। ସେମିତି ଗାଁ ଗଣ୍ଡାରେ ଦେବୀଦେବତାଙ୍କୁ ସାକ୍ଷୀ ରଖି ବିଭିନ୍ନ ପ୍ରକାର ମାମଲାର ସମାଧାନ କରାଯାଇଥିବା ମଧ୍ୟ...

ଆଉ କିଛି ବର୍ଷ ମଧ୍ୟରେ ପାଣିରେ ବୁଡ଼ିଯିବ ଭାରତର ଏହି ବଡ଼ ସହର

ବିଶ୍ୱ ତାପମାତ୍ରା ଯୋଗୁ ବଢୁଥିବା ବିପଦ ଉପରେ ଏକ ରିପୋର୍ଟ ପ୍ରସ୍ତୁତ କରିଛି କ୍ଲାଇମେଟ୍‌ ସେଣ୍ଟ୍ରାଲ ନାମକ ଏକ ପ୍ରୋଜେକ୍ଟ । ଏହି ରିପୋର୍ଟରେ ଏକ...

ଗୋଟିଏ ଗୋଡରେ ସ୍କେଟିଂ କରୁଛନ୍ତି ଯୁବକ: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ଗୋଡରେ ଜଣେ ଯୁବକ ସ୍କେଟିଂ କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଦେଖାଯାଇଛି,...

Advertisement
Archives

Model This Week