ପକ୍ଷୀ ଦିଅନ୍ତି ଶୁଭଅଶୁଭର ସଙ୍କେତ, ଜାଣନ୍ତୁ ସେ ସମ୍ପର୍କରେ…

ବିଶ୍ୱାସ ରହିଛି ପକ୍ଷୀମାନଙ୍କର କାର୍ଯ୍ୟକଳାପ ଆମକୁ ଶୁଭଅଶୁଭର ସଙ୍କେତ ଦେଇଥାଏ। ତେବେ କେଉଁ ପକ୍ଷୀ କିଭଳି ସଙ୍କେତ ଦେଇଥାନ୍ତି ଆସନ୍ତୁ ଜାଣିନେବା ସେ ସମ୍ପର୍କରେ:

* କାଉଟିଏ ପାତ୍ରରୁ ପାଣି ପିଉଥିବାର ଅବା ଖାଦ୍ୟ ଧରି ଉଡ଼ିଯାଉଥିବାର ଦୃଶ୍ୟ ଶୁଭ ସୂଚନା ଦେଇଥାଏ। ସେଥିପାଇଁ ପ୍ରତ୍ୟେକେ ନିଜ ନିଜ ଘର ସମ୍ମୁଖରେ ପକ୍ଷୀଙ୍କ ପିଇବା ପାଇଁ ପାଣିପାତ୍ର ରଖିବା ଭଲ। ଏହାଦ୍ୱାରା ଘରେ ସୁଖସମୃଦ୍ଧି ବୃଦ୍ଧି ପାଇଥାଏ ବୋଲି ବିଶ୍ୱାସ ରହିଛି।

* ଯଦି କୌଣସି ସ୍ଥାନରେ ଏକାଧିକ କାଉ ବସି କର୍କଶ ରାବ ଦେଉଥିବାର ଦେଖନ୍ତି ତା’ହେଲେ ସେ ସ୍ଥାନ ଛାଡ଼ି ଶୀଘ୍ର ପଳାଇଯିବା ଆବଶ୍ୟକ। କାରଣ ଏହା କୌଣସି ବିପଦ ବା ଅଶୁଭ ଘଟଣାର ସଙ୍କେତ ଦେଇଥାଏ।

* ଚଢେଇମାନେ ମୁଖ୍ୟତଃ ଡରୁଆ ସ୍ବଭାବର ହୋଇଥାନ୍ତି। କିନ୍ତୁ ଯଦି କାହାରି ଘରକୁ ବହୁ ସଂଖ୍ୟାରେ ଚଢେଇ ବିନା ଡରରେ ଯା’ଆସ କରୁଥାନ୍ତି, ଖାଦ୍ୟ ଖାଉଥାନ୍ତି, ତା’ହେଲେ ସେ ଘରେ ସକାରାତ୍ମକ ଊର୍ଜ୍ଜାର ପ୍ରଭାବ ଖୁବ୍‌ ରହିଛି ବୋଲି ବୁଝିନେବାକୁ ହେବ।

* ଘରର ଛାତ ଉପରେ ପେଚା ବସିବା ବା ପେଚା ବୋବାଇବାର ଶବ୍ଦ ଶୁଣିବା ଅଶୁଭ ହୋଇଥାଏ। ଏହାଦ୍ୱାରା ଆଗକୁ କିଛି ବିପଦ ଆସୁଛି ବୋଲି ସୂଚନା ମିଳିଥାଏ। କିନ୍ତୁ ଧଳା ରଙ୍ଗର ପେଚା ଦେଖିବା ଶୁଭ ସଙ୍କେତ ଦେଇଥାଏ।

* କୌଣସି ଗୁରୁତ୍ୱପୂର୍ଣ୍ଣ କାମରେ ଯାଉଥିବାବେଳେ ବାଟରେ ଯଦି ମୟୂର ଦେଖିବାକୁ ମିଳେ କିମ୍ବା ତା’ର ସ୍ବର ଶୁଣିବାକୁ ମିଳେ ତା’ହେଲେ ଶୁଭ ହୋଇଥାଏ ବୋଲି ବିଶ୍ୱାସ କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

ନକଲି ମାଓବାଦୀ ପୋଷ୍ଟର ମାମଲାରେ ଦୁଇ ଗିରଫ, ସ୍କାନରରେ ଅଛନ୍ତି….

ରାୟଗଡ଼ା,୧୫/୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡାରୁ ଦୁଇ ନକଲି ମାଓବାଦୀଙ୍କୁ ଗିରଫ କରିଛି ରାୟଗଡ଼ା ପୋଲିସ । ଏହି ଦୁଇଜଣଙ୍କ ମଧ୍ୟରୁ ଜଣେ ସାମ୍ବାଦିକ ଓ ଅନ୍ୟଜଣେ ବଳୀ…

ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ଗିରଫ ମାମଲା; ଖୋଲୁଛି ଗୁମର, ଚାକିରି ଦେବା ନାଁରେ ଠକେଇ…

ହାଟଡିହୀ,୧୫।୨(ଶୁଭକାନ୍ତ ନାୟକ): ଜୟଦୂର୍ଗା ଫାଉଣ୍ଡେସନ ଟ୍ରଷ୍ଟ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଏକ ଠକେଇ ମାମଲାରେ ଗତ ଶନିବାର ଗିରଫ ହେବା ପରେ ତାଙ୍କର ଠକେଇ ଗୁମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri