ବୀରମହାରାଜପୁର-ଅମରପାଲି ଯୋଗାଯୋଗ ବିଚ୍ଛିନ୍ନ

ଅମରପାଲି,୧୬ା୮(ଡି.ଏନ୍‌.ଏ.): ଶନିବାରଠାରୁ ହେଉଥିବା ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳର ନାଳ, ଯୋର ଏବଂ ଜଳାଶୟରେ ପାଣି ଭର୍ତ୍ତି ହୋଇଯାଇଛି। ପ୍ରବଳ ବର୍ଷା ଯୋଗୁ ବ୍ଲକର ହରିହର ଯୋର, ଘୁଙ୍ଗିନାଳ, ବାଇଗଣି ଯୋର ଆଦିରେ ବନ୍ୟାଜଳ ପ୍ରବାହିତ ହେଉଛି। ମୁର୍ଷୁଣ୍ଡି ପଞ୍ଚାୟତ ଭୂତିଆପାଲି ନିକଟସ୍ଥ ଘୁଙ୍ଗିନାଳ ପୋଲ ଉପରେ ୫ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଫଳରେ ବୀରମହାରାଜପୁର-ଅମରପାଲିକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି। ଏହାସହିତ ଖଣ୍ଡହତା-ସୁବଳୟା ରାସ୍ତାର ଟିକ୍ରାପଡ଼ା ନିକଟସ୍ଥ ପୋଲ ଉପରେ ପ୍ରାୟ ୪ ଫୁଟ ଉଚ୍ଚର ବନ୍ୟାଜଳ ପ୍ରବାହିତ ହେଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri