ପୁରୁଷୋତ୍ତମପୁରରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ, ଦଳୀୟ ନେତୃବୃନ୍ଦ…

ପୁରୁଷୋତ୍ତମପୁର, ୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଓ ନଗର ବିଜେଡି ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ପୁରୁଷୋତ୍ତମପୁରର ପାଣ୍ଡିଆ ଛକ ନିକଟରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ଦଳୀୟ ନେତୃବୃନ୍ଦ ପହଞ୍ଚି ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଓଡ଼ିଶାର ବିକାଶ କ୍ଷେତ୍ରରେ ବିଜୁ ବାବୁଙ୍କ ଅବଦାନ ଏବଂ ତାଙ୍କ ଆଦର୍ଶ ସମ୍ପର୍କରେ ଏହି ଅବସରରେ ଆଲୋଚନା କରାଯାଇଥିଲା।

ଏହି ଜୟନ୍ତୀ ପାଳନ ଅବସରରେ ପୁରୁଷୋତ୍ତମପୁର NACର ପୂର୍ବତନ ଅଧ୍ୟକ୍ଷା ପ୍ରିୟଙ୍କା ଗୌଡ, ନଗର ସଭାପତି ପ୍ରଭାତ କୁମାର ପଟ୍ଟନାୟକ ଏବଂ ବ୍ଲକ ସଭାପତି ନୀଳମଣି ପଣ୍ଡାପ୍ରମୁଖ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ଜୀବନ ନାୟକ, ଦୁର୍ଯ୍ୟୋଧନ ସାହୁ, ଜଗନ୍ନାଥ ସାହୁ, ବ୍ଲକ ବିଜେଡି ନିର୍ବାଚନ ଅଧିକାରୀ ରାଜକୁମାର ବସ୍ତିଆ, କାଉନସିଲର ଅଶୋକ କୁମାର ମହାଙ୍କୁଡ, ସୁଜ୍ଞାନୀ ବେହେରା ଓ ଶଙ୍କର୍ଷଣ ବେହେରାଙ୍କ ସହ ବହୁ ସଂଖ୍ୟାରେ ଦଳୀୟ କର୍ମୀ ଓ ସ୍ଥାନୀୟ ଜନସାଧାରଣ ସାମିଲ ହୋଇ ବିଜୁ ବାବୁଙ୍କୁ ସ୍ମରଣ କରିଥିଲେ।

ଅରଖପୁର ଗୁଳିକାଣ୍ଡ: ଅଭିଯୋଗକାରୀ ହିଁ ନିଜେ ସୂତ୍ରଧର, ରଚିଥିଲେ ହାଇ-ଭୋଲଟେଜ୍‌ ନାଟକ, ପର୍ଦ୍ଦାଫାଶ କଲା…

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଯୁଗେ ଯୁଗେ ଗୁରୁ ହିଁ ଶ୍ରେଷ୍ଠ, ଗୁରୁ ହେଉଛନ୍ତି ସମାଜ ସଂସ୍କାରକ’

ଅମରପାଲି,୫ା୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଅମରପାଲି ହାଇସ୍କୁଲରେ ଗୁରୁଦିବସ ପାଳନ ଅବସରରେ ଛାତ୍ରୀମାନଙ୍କ ଦ୍ୱାରା ନାଟକ ତସ୍ମୈ ଶ୍ରୀ ଗୁରବେ ନମଃ ପରିବେଷଣ…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ନିରକ୍ଷର ବ୍ୟକ୍ତିମାନଙ୍କୁ ସାକ୍ଷର: ଉଲ୍ଲାସ ଅଭିଯାନ ଶୁଭାରମ୍ଭ

ଛତ୍ରପୁର, ୫।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିରକ୍ଷରଙ୍କୁ ସାକ୍ଷର କରିବା ଓ ଜୀବନବ୍ୟାପୀ ଶିକ୍ଷା ପ୍ରତି ଲୋକଙ୍କୁ ଉତ୍ସାହିତ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାରେ ‘ଉଲ୍ଲାସ’ ସଚେତନତା…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri